Posted inଜାତୀୟ

ପାକିସ୍ତାନର ନୂଆ ଷଡ଼ଯନ୍ତ୍ର: କର୍ତ୍ତାରପୁର କରିଡର ଉଦ୍‌ଘାଟନ ପାଇଁ ମୋଦିଙ୍କ ବଦଳରେ ମନମୋହନଙ୍କୁ ନିମନ୍ତ୍ରଣ

ନୂଆଦିଲ୍ଲୀ,୩୦।୯: କର୍ତ୍ତାରପୁର କରିଡରକୁ ଆଳକରି ପାକିସ୍ତାନ ପୁଣି ଗୋଟିଚାଳନା କରିଛି। ଏହାର ଉଦ୍‌ଘାଟନ ପାଇଁ ପାକିସ୍ତାନ ସରକାର ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କୁ ନିମନ୍ତ୍ରଣ କରିବେ ବୋଲି ପାକିସ୍ତାନର ବୈଦେଶିକ ମନ୍ତ୍ରୀ ଶାହ ମହମ୍ମଦ କୁରେଶୀ କହିଛନ୍ତି। ମନମୋହନ ଶିଖ୍‌ ସମ୍ପ୍ରଦାୟର ହୋଇଥିବା ବେଳେ ତାଙ୍କୁ ଔପଚାରିକ ଆମନ୍ତ୍ରଣ କରାଯିବ। ହେଲେ ଏପର୍ଯ୍ୟନ୍ତ ପାକିସ୍ତାନ ପକ୍ଷରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ନିମନ୍ତ୍ରଣ କରାଯାଇନାହିଁ। ତେବେ ପାକିସ୍ତାନ ଏହାକୁ ଭିତ୍ତିକରି ଭାରତରେ ଅଶାନ୍ତି ସୃଷ୍ଟି କରିବାକୁ ଉଦ୍ୟମ କରୁଛି ବୋଲି ଚର୍ଚ୍ଚା ହେଉଛି। ଅନ୍ୟପଟେ ମନମୋହନ ପାକିସ୍ତାନର ନିମନ୍ତ୍ରଣ ରକ୍ଷା କରିବେ ନାହିଁ ବୋଲି ବିଶ୍ୱସ୍ତ ସୂତ୍ରରୁ ଜଣାପଡ଼ିଛି। ସେ କହିଛନ୍ତି, ତାଙ୍କ ପାଇଁ ଦେଶହିତ ସର୍ବୋପରି। ଆସନ୍ତା ନଭେମ୍ବର ୯ରେ ଗୁରୁ ନାନକ ଦେବଙ୍କ ୫୫୦ତମ ଜୟନ୍ତୀ ପାଳନ ଅବସରରେ ଏହାକୁ ଉଦ୍‌ଘାଟନ କରାଯିବାକୁ ଯୋଜନା କରାଯାଇଛି। ଏହାପରେ ଭାରତୀୟ ତୀର୍ଥଯାତ୍ରୀ ବିନା ଭିଜାରେ କର୍ତ୍ତାରପୁର କରିଡର ଦର୍ଶନ କରିପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱ ବଜାରରେ ତେଲ ନିଆଁ: ୯୫ ଦେଶରେ ମହଙ୍ଗା ହେଲା ପେଟ୍ରୋଲ, ଭାରତରେ…

ନୂଆଦିଲ୍ଲୀ/ୱାଶିଂଟନ,୧୮।୩: ୨୦୨୬ ଫେବୃଆରୀ ଶେଷ ଭାଗରେ ଇରାନ ଉପରେ ଆମେରିକା ଏବଂ ଇସ୍ରାଏଲର ମିଳିତ ଆକ୍ରମଣ ପରେ ବିଶ୍ୱ ଶକ୍ତି ବଜାର (Global Energy Market) ରେ…

ଭାରତରେ ଡାଉନ ହେଲା ସୋସିଆଲ ମିଡିଆ ପ୍ଲାଟଫର୍ମ X, ହଜାର ହଜାର ୟୁଜର୍ସ…

ବୁଧବାର ସନ୍ଧ୍ୟାରେ ଭାରତରେ ସୋସିଆଲ ମିଡିଆ ପ୍ଲାଟଫର୍ମ X ହଠାତ୍ ଠପ୍ ହୋଇଯାଇଥିଲା । ଯାହା ଫଳରେ ଅନେକ ଉପଭୋକ୍ତା ଅସୁବିଧାର ସମ୍ମୁଖୀନ ହୋଇଥିଲେ । ଡାଉନଡିଟେକ୍ଟର…

କୋରାପୁଟରେ ଛେଚିଲା କୁଆପଥର ବର୍ଷା, ଅନ୍ଧାରରେ ସହର

କୋରାପୁଟ,୧୮।୩(ଅମିତାଭ ବେହେରା ): ବୁଧବାର ସନ୍ଧ୍ୟାରୁ କୋରାପୁଟ ଜିଲାର ବିଭିନ୍ନ ଅଞ୍ଚଳରେ ହଠାତ୍ କୁଆପଥର ସହ ପ୍ରବଳ ବର୍ଷା ହୋଇଥିଲା । ଫଳରେ କିଛି ସମୟ ପର୍ଯ୍ୟନ୍ତ…

୫ ଦିନ ଯାଏ ଯୁଦ୍ଧ କରିବେନି ପାକିସ୍ତାନ-ଆଫଗାନିସ୍ତାନ, କାରଣ ଜାଣିଲେ…

ନୂଆଦିଲ୍ଲୀ,୧୮।୩: ଆଫଗାନିସ୍ତାନ ଏବଂ ପାକିସ୍ତାନ ମଧ୍ୟରେ ଚାଲିଥିବା ସଂଘର୍ଷ ସମ୍ପର୍କରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଉଭୟ ଦେଶ ଏକ ଅସ୍ଥାୟୀ ଯୁଦ୍ଧବିରତି ଘୋଷଣା କରିଛନ୍ତି ।…

ତୁଳସୀ ଗାବାର୍ଡଙ୍କ ବୟାନକୁ ନେଇ ହଇଚଇ, ପାକିସ୍ତାନ ଏବଂ ଚୀନ୍ ଆମେରିକା ପାଇଁ…

ନୂଆଦିଲ୍ଲୀ,୧୮।୩: ଆମେରିକାର ନ୍ୟାସନାଲ ଇଣ୍ଟେଲିଜେନ୍ସ ଡାଇରେକ୍ଟର ତୁଳସୀ ଗାବାର୍ଡ ପାକିସ୍ତାନ ଏବଂ ଚୀନକୁ ଆମେରିକାର ବିପଦ ବୋଲି ବୟାନ ଦେଇଛନ୍ତି । ବୁଧବାର ସେ କହିଥିଲେ ଯେ…

ଅପହରଣ କରି ନେଇ ଯାଇଥିଲେ ତାମିଲନାଡୁ, ୭ ଦିନ ଯାଏ ନାବାଳିକାଙ୍କୁ…ଅଭିଯୁକ୍ତଙ୍କୁ ବାନ୍ଧି…

ପାଇକମାଳ,୧୮।୩ (ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳ ବ୍ଲକ ଅଞ୍ଚଳରେ ଜଣେ ନାବାଳିକାଙ୍କୁ ଅପହରଣ କରିବା ଅଭିଯୋଗରେ ପୋଲିସ ଜଣେ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ…

ଫିଲ୍ମ ଷ୍ଟାଇଲରେ ଗୋଡ଼ାଇ ଗୋଡ଼ାଇ ଧରିଲା ପୋଲିସ, ମହୁଲି ମଦ ସହ ଦୁଇ….

ହାଟଡିହୀ,୧୮।୩(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ନନ୍ଦିପଦା ପୋଲିସ ଫିଲ୍ମ ଷ୍ଟାଇଲରେ ଦୁଇ ଚୋରା ମହୁଲି ମଦ ବେପାରୀଙ୍କୁ ବୁଧବାର ରାତି ପ୍ରାୟ ୮ଟା ସମୟରେ ଧରିଛି ।…

ଭାରତରେ ବଢୁଛି ରହିବା ଖର୍ଚ୍ଚ: ୨୦୨୬ରେ ଏହି ସହର ସବୁଠୁ ମହଙ୍ଗା, ଜାଣନ୍ତୁ କେଉଁ ସହରରେ କେତେ ?

ନୂଆଦିଲ୍ଲୀ,୧୮।୩: ୨୦୨୬ ମାର୍ଚ୍ଚ ମାସର ସଦ୍ୟତମ ‘ନମ୍ବିଓ’ ରିପୋର୍ଟ ଅନୁଯାୟୀ, ଭାରତରେ ଜୀବନଶୈଳୀ ଏବଂ ସହର ଅନୁସାରେ ରହିବା ଖର୍ଚ୍ଚରେ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି। ବର୍ତ୍ତମାନର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri