Posted inଜାତୀୟ

ପାକିସ୍ତାନ ଅସ୍ତ୍ରବିରତି ଉଲ୍ଲଂଘନର କଡ଼ା ଯବାବ ଦେଲେ ଭାରତୀୟ ସେନା

ଶ୍ରୀନଗର,୧୦।୧୦: ଜମ୍ମୁ-କଶ୍ମୀରର ପୁଞ୍ଚ ସେକ୍ଟରରେ ପାକିସ୍ତାନ ପଟରୁ ଗୁରୁବାର ଅସ୍ତ୍ରବିରତି ଉଲ୍ଲଂଘନ କରାଯିବା ପରେ ଏହାର କଡ଼ା ଯବାବ ଦେଇଛି ଭାରତୀୟ ସେନା। ବୁଧବାର ରାତିରେ ଆରମ୍ଭ ହୋଇଥିବା ଏହି ଅସ୍ତ୍ରବିରତି ଉଲ୍ଲଂଘନରେ ପାକିସ୍ତାନ ପଟରୁ ବହୁ ପରିମାଣରେ ଗୁଳି ବର୍ଷଣ କରାଯାଇଥିଲା। ଏହାପରେ ଭାରତୀୟ ସେନା ପାକିସ୍ତାନର ୩ଟି ସେନା ଶିବିର ଧ୍ୱଂସ କରିଥିବା ସୂଚନା ମିଳିଛି। ଏହାସହ ପାକିସ୍ତାନର ଜଣେ ସେନା ନିହତ ହୋଇଥିବା ବେଳେ ୭ ଆହତ ହୋଇଥିବା କୁହାଯାଉଛି। ସୂଚନାଯୋଗ୍ୟ, କଶ୍ମୀର ମାମଲାରେ ଉତ୍‌କ୍ଷିପ୍ତ ହୋଇ ପାକିସ୍ତାନ ଏବେ ଲଗାତାର ଅସ୍ତ୍ରବିରତି ଉଲ୍ଲଂଘନ କରି ଚାଲିଛି।


Enter your email to get our daily news in your inbox.

All Right Reserved By Dharitri.Com

ହର୍ମୁଜରେ ଭାରତୀୟ ଜାହାଜ ଉପରେ ହୋଇଛି ଆକ୍ରମଣ: ଟ୍ରମ୍ପଙ୍କ ଦାବିକୁ ନେଇ ଚାଞ୍ଚଲ୍ୟକର ଖୁଲାସା କଲା ଇରାନ

ଓ୍ବାଶିଂଟନ୍‌,୧୩।୬:ହର୍ମୁଜ ପ୍ରଣାଳୀ ନିକଟରେ ଏକ ଭାରତୀୟ ଜାହାଜ ଉପରେ ଆକ୍ରମଣ ସମ୍ପର୍କରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦାବି ଉପରେ ଇରାନ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଛି।…

ଗ୍ରାହକଙ୍କୁ ଝଟ୍‌କା: ହୁ ହୁ ବଢିବ ନିତ୍ୟବ୍ୟବହାର୍ଯ୍ୟ ସାମଗ୍ରୀ ମୂଲ୍ୟ

ନୂଆଦିଲ୍ଲୀ,୧୩ା୬(ଏଜେନ୍ସି):ପେଟ୍ରୋଲ ଏବଂ ଡିଜେଲର ପ୍ରାରମ୍ଭିକ ମୂଲ୍ୟ ବୃଦ୍ଧିକୁ ନେଇ ପୂର୍ବରୁ କେତେକ ଖାଦ୍ୟ ସାମଗ୍ରୀ ସମେତ ନିତ୍ୟ ବ୍ୟବହାର୍ଯ୍ୟ ସାମଗ୍ରୀ ମୂଲ୍ୟ ବୃଦ୍ଧି ପାଇଥିଲା। କିନ୍ତୁ ଇତି…

ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାକୁ ବର୍ଷେ

ନୂଆଦିଲ୍ଲୀ ,୧୩ା୬: ଗତବର୍ଷ ଜୁନ୍‌ ୧୨ରେ ଅହମଦାବାଦରେ ଏୟାର ଇଣ୍ଡିଆର ବୋଇଂ ୭୮୭ ଡ୍ରିମ୍‌ଲାଇନର ବିମାନ ଦୁର୍ଘଟଣାଗ୍ରସ୍ତ ହେବାରୁ ୨୬୦ ଜଣଙ୍କ ମୃତ୍ୟୁ ଘଟିଥିଲା। ଏହା ଚଳିତ…

ମାସେ ବିତିଲା, ତୁଟିନି ଟୋକନ ସମସ୍ୟା: ଲାଗି ରହିଛି ଧାନ କିଣାବିକା ସମସ୍ୟା

ବରଗଡ଼,୧୩।୬(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ରବିଧାନ ସଂଗ୍ରହ ପ୍ରକ୍ରିୟାକୁ ମାସେ ବିତି ଯାଇଛି। ମାତ୍ର ଧାନ କିଣାବିକା ସମସ୍ୟା ଲାଗି ରହିଛି। ଅନ୍ୟଥର ଅପେକ୍ଷା ଏଥର ଚାଷୀମାନେ ଟୋକନ…

ବିଶ୍ୱ ବ୍ୟବସାୟ ଜଗତରେ ନୂଆ ଅଧ୍ୟାୟ ସୃଷ୍ଟି କଲେ ଏଲନ ମସ୍କ: ବିଶ୍ୱର ପ୍ରଥମ ବ୍ୟକ୍ତି ଭାବେ…

ନୂଆଦିଲ୍ଲୀ/ଶିକାଗୋ,୧୩ା୬(ରଏଟର୍ସ):ବିଶ୍ୱ ବ୍ୟବସାୟ ଜଗତରେ ଏକ ନୂଆ ଅଧ୍ୟାୟ ସୃଷ୍ଟି ହୋଇଛି। ପ୍ରତିଷ୍ଠିତ ଆମେରିକୀୟ ଉଦ୍ୟୋଗୀ ତଥା ଟେସ୍‌ଲା ଓ ସ୍ପେସ୍‌ଏକ୍ସର ମୁଖ୍ୟ ଏଲନ୍‌ ମସ୍କ ବିଶ୍ୱର ପ୍ରଥମ…

ଜୀବନ ରକ୍ଷାକାରୀ ମେଡିସିନ ଦର ୫୦% ବଢ଼ାଇଲେ ସରକାର: କ୍ୟାନ୍‌ସର ଔଷଧ, ଟିଟାନସ୍‌ ମହଙ୍ଗା

ନୂଆଦିଲ୍ଲୀ,୧୩ା୬(ଏଜେନ୍ସି):ରନ୍ଧନ ଗ୍ୟାସ (ଏଲ୍‌ପିଜି), ପେଟ୍ରୋଲ ଓ ଡିଜେଲ ପରେ ଏବେ ଜୀବନ ରକ୍ଷାକାରୀ ଜରୁରିକାଳୀନ ଔଷଧ ଉପରେ ପଶ୍ଚିମ ଏସିଆ ଯୁଦ୍ଧର ସାଙ୍ଘାତିକ ପ୍ରଭାବ ଦେଖିବାକୁ ମିଳିଛି।…

୬ଟି ବିଭାଗର ୮ଟି ବଡ଼ ପ୍ରସ୍ତାବକୁ ଓଡ଼ିଶା କ୍ୟାବିନେଟର ମଞ୍ଜୁରି 

ଭୁବନେଶ୍ୱର, ୧୨/୬ : ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଅଧ୍ୟକ୍ଷତାରେ ଆୟୋଜିତ ରାଜ୍ୟ କ୍ୟାବିନେଟ ବୈଠକରେ ୬ଟି ବିଭାଗ ପକ୍ଷରୁ ଆଗତ ୮ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ମଞ୍ଜୁରି ମିଳିଛି।…

ଭାରତ ପାଇଁ ବାହାରିଲେ ଟ୍ରମ୍ପ, ଇରାନକୁ ସିଧା କହିଦେଲେ…

ଓ୍ୱାଶିଂଟନ,୧୨ା୬: ଉପସାଗରୀୟ ଅଞ୍ଚଳରେ ଯୁଦ୍ଧ ବନ୍ଦ ପାଇଁ ରବିବାର ସୁଦ୍ଧା ଆମେରିକା ଏବଂ ଇରାନ ମଧ୍ୟରେ ବହୁପ୍ରତୀକ୍ଷିତ ଶାନ୍ତି ଚୁକ୍ତିନାମା ସ୍ୱାକ୍ଷର ହୋଇପାରେ। ଏକ ପାଶ୍ଚାତ୍ୟ ସୂତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri