ପାକିସ୍ତାନ କଳା ତାଲିକାରେ ସ୍ଥାନ ପାଇବା ଆଶଙ୍କା ବଢ଼ିଲା

ଓ୍ବାଶିଂଟନ,୭।୧୦: ପାକିସ୍ତାନ ଆତଙ୍କବାଦୀଙ୍କ ବିରୋଧରେ କୌଣସି ପଦକ୍ଷେପ ଗ୍ରହଣ କରିବାକୁ ପଛଘୁଞ୍ଚା ଦେବାରେ ଲାଗିଛି। ଏନେଇ ଆତଙ୍କବାଦୀଙ୍କୁ ପାଣ୍ଠି ଯୋଗାଣ ଉପରେ ତୀକ୍ଷ୍‌ଣ ଦୃଷ୍ଟି ରଖୁଥିବା ଫାଇନାନ୍ସିଆଲ ଆକ୍ସନ୍‌ ଟାସ୍କ୍‌ ଫୋର୍ସ(ଏଫ୍‌ଏଟିଏଫ୍‌) ପକ୍ଷରୁ ପ୍ରକାଶିତ ଏକ ରିପୋର୍ଟରେ କୁହାଯାଇଛି। ଏଥିରେ ଦର୍ଶାଯାଇଛି ଯେ, ଜାତିସଂଘ ଦ୍ୱାରା ପ୍ରତିବନ୍ଧିତ ଆତଙ୍କବାଦୀ ସଂଗଠନକୁ ପାକିସ୍ତାନ ପାଣ୍ଠି ଯୋଗାଇବା ସହିତ ଆବଶ୍ୟକ ସହାୟତା ଦେଉଛି। ଏହି ରିପୋର୍ଟ ଆସନ୍ତା ସପ୍ତାହରେ ପ୍ୟାରିସ୍‌ଠାରେ ହେବାକୁଥିବା ଏଫ୍‌ଏଟିଏଫ୍‌ର ବାର୍ଷିକ ବୈଠକରେ ଉପସ୍ଥାପନ କରାଯିବ। ଏନେଇ ପାକିସ୍ତାନ ବିରୋଧରେ କଡ଼ା ପଦକ୍ଷେପ ଗ୍ରହଣ କରାଯିବାର ଆଶଙ୍କା ସୃଷ୍ଟି ହୋଇଛି। ହୁଏତ ପାକିସ୍ତାନକୁ କଳା ତାଲିକାରେ ସ୍ଥାନୀତ କରାଯାଇ ପାରେ ବୋଲି କୁହାଯାଉଛି। ଏପରି ହେଲେ ବିଶ୍ୱବ୍ୟାଙ୍କ ଅବା ଆଇଏମ୍‌ଏଫ୍‌ରୁ ପାକିସ୍ତାନକୁ ଆର୍ଥିକ ଋଣ ପ୍ରଦାନ କରାଯିବା ଉପରେ ରୋକ ଲଗାଯିବ। ଏହାକୁ ଦୃଷ୍ଟିରେ ରଖି ଏବେ ପାକିସ୍ତାନର ଚିନ୍ତା ବଢ଼ିବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଙ୍କରେ ସାରିଦେଲେ

ଭୁବନେଶ୍ୱର, ୧୫।୨(ସୁନିତ୍‌ ମିଶ୍ର): ୨୦୨୪ ନିର୍ୱାଚନ ପରଠାରୁ ଅନେକ ବିଷୟକୁ ନେଇ ନାନା ପ୍ରକାର ରାଜନୈତିକ ଚର୍ଚ୍ଚା ଜାରି ରହିଛି। ବିଜେଡିର ଭବିଷ୍ୟତ କ’ଣ ହେବ, ବିରୋଧୀ…

ଲମ୍ୱା ଯୁଦ୍ଧ ପାଇଁ ଆମେରିକାର ସଜବାଜ

ଓ୍ୱାଶିଂଟନ୍‌,୧୫ା୨: ଇରାନ ଏବଂ ଆମେରିକା ମଧ୍ୟରେ ଆଲୋଚନା ଫେଲ୍‌ ମାରିଛି। ଇରାନର ଆଣବିକ କାର୍ଯ୍ୟକ୍ରମକୁ ନେଇ ଗତ ସପ୍ତାହରେ ଓମାନ ମଧ୍ୟସ୍ଥତାରେ ଉଭୟ ପକ୍ଷ ମଧ୍ୟରେ ଆଲୋଚନା…

ମହାଶିବରାତ୍ରୀରେ ଉପାସରେ କପିଳାସ ଠାକୁର, ଧାରଣାରେ ସେବାୟତ

ଢେଙ୍କାନାଳ,୧୫।୨(ରତନ ନାୟାର): ରାଜ୍ୟ ତଥା ଢେଙ୍କାନାଳ ଜିଲାର ପ୍ରସିଦ୍ଧ ଶୈବପୀଠ କପିଳାସର ଠାକୁର ଶ୍ରୀ ଶ୍ରୀ ଚନ୍ଦ୍ରଶେଖର ଜୀଉ ମହାଦେବ ମହାଶିବରାତ୍ରୀ ପାଳନବେଳେ ଉପବାସରେ ରହିଛନ୍ତି l…

ଭାରତ-ପାକିସ୍ତାନ ମୁକାବିଲା ଆଜି

କଲମ୍ୱୋ, ୧୫।୨: ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ସବୁଠାରୁ ଚର୍ଚ୍ଚିତ ଭାରତ-ପାକିସ୍ତାନ ମୁକାବିଲା ରବିବାର ପ୍ରେମଦାସା ଷ୍ଟାଡିୟମରେ ଅନୁଷ୍ଠିତ ହେବ। ଟୁର୍ନାମେଣ୍ଟରୁ ବାଂଲାଦେଶକୁ ବାଦ୍‌ ଦିଆଯିବାକୁ ନେଇ…

ଆଗାମୀ ଦିନରେ ୪୫ ହଜାର ଶିକ୍ଷକ ନିଯୁକ୍ତି : ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଯାଜପୁର,୧୫ା୨(ହର୍ଷବର୍ଦ୍ଧନ ବେହେରା): ଭଲ ମାର୍କ ରଖିଲେ ହିଁ ସବୁ କିଛି କରିହେବ ତାହା ନୁହେଁ। ଶିକ୍ଷା ଆମର ଚିନ୍ତାଧାରାକୁ ରୂପ ଦିଏ, ଏହା ଚରିତ୍ର ଗଠନ କରେ…

ଚା’ ପିଇ କଲେଜକୁ ଫେରୁଥିଲେ, ଧକ୍କା ଦେଲା ସ୍ପିଡ ବାଇକ୍‌; ଡାକ୍ତରୀ ଛାତ୍ରୀ ଗୁରୁତର

ବଲାଙ୍ଗୀର,୧୪।୨ -( ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ସହର ଭିଆଇପି ରାସ୍ତା ତଥା ଭାଗିରଥି ଛକରୁ ସର୍କିଟ ହାଉସ୍ ରାସ୍ତାରେ ଜଣେ ସ୍ପିଡ ବାଇକ ଆରୋହୀଙ୍କ ଧକ୍କାରେ…

୩ ଦିନ ବ୍ୟବଧାନରେ ପୁଣି ବୁଲିଲା ଖଣ୍ଡା, ଫୁଟିଲା ଗୁଳି; ବୈଶିଙ୍ଗାରେ ବଢୁଛି ଅସମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ 

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲାର ବୈଶିଙ୍ଗା ଥାନା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ୮  ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଡ଼କାୟତଙ୍କୁ ବିଭିନ୍ନ ମାରଣାସ୍ତ୍ର ସହ ଧରି କୋର୍ଟ…

ବୁଲାଣି ରାସ୍ତାରେ ଅଘଟଣ: ଓଭରଟେକ୍‌ କରିବା ବେଳେ ଓଲଟି ପଡ଼ିଲା ବସ୍‌, ୧୪ ଯାତ୍ରୀ…

ଗଜପତି/ମୋହନା,୧୪।୨(ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର )): ଗଜପତି ଜିଲା ଚାନ୍ଦିପୁଟ କଲେଜ ନିକଟରେ ଥିବା ବୁଲାଣି ରାସ୍ତାରେ ଶନିବାର ବଡ଼ ଦୁର୍ଘଟଣା ଘଟିଛି। ରାସ୍ତାକଡ଼ରେ ଥିବା ମାଟି ଅତଡ଼ାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri