Posted inଖେଳ

ପାକିସ୍ତାନ କ୍ରିକେଟରଙ୍କୁ ବିବାହ ପୂର୍ବରୁ ଏହିସବୁ ସେଲିବ୍ରିଟିଙ୍କ ସହ ଥିଲା ସାନିଆ ମିର୍ଜାଙ୍କ ଆଫେୟାର୍‌

ଭାରତୀୟ ଟେନିସ୍‌ କୁଇନ୍‌ ସାନିଆ ମିର୍ଜା ଆଜି ୩୩ ବର୍ଷରେ ପଦାର୍ପଣ କରିଛନ୍ତି। ୧୯୮୬ ମସିହା ନଭେମ୍ବର ୧୫ରେ ସେ ମୁମ୍ବାଇରେ ଜନ୍ମଗ୍ରହଣ କରିଥିଲେ। ସାନିଆ ଖେଳ ପାଇଁ ଖେଳ ପାଇଁ ଯେତିକି ଲୋକପ୍ରିୟ, ବ୍ୟକ୍ତିଗତ ଜୀବନରେ ସେ ସେତିକି ଚର୍ଚ୍ଚିତ ମଧ୍ୟ। ପାକିସ୍ତାନ କ୍ରିକେଟର ସୋଏବ ମଲିକଙ୍କୁ ବିବାହ କରିବା ପୂର୍ବରୁ ତାଙ୍କ ନାଁ ଅନେକ ସେଲିବ୍ରିଟିଙ୍କ ସହ ଯୋଡା ଯାଇଥିଲା। ପ୍ରଥମେ ପିଲାଦିନର ବନ୍ଧୁ ତଥା କୋଟିପତି ବ୍ୟବସାୟୀ ସୋହରାବ ମିର୍ଜାଙ୍କ ସହ ସାନିଆଙ୍କ ପ୍ରେମ ସମ୍ପର୍କ ଥିବା ଚର୍ଚ୍ଚା ଉଠିଥିଲା। ଏପରିକି ଉଭୟଙ୍କ ନିର୍ବନ୍ଧ ମଧ୍ୟ ସରିଥିଲା। କିନ୍ତୁ ପରେ ଉଭୟଙ୍କ ବ୍ରେକ୍‌ଅପ୍‌ ହୋଇଥିଲା। ଏହାପରେ ସେ ବଲିଉଡ୍‌ ଅଭିନେତା ଶାହିଦ୍‌ କପୁରଙ୍କ ସହ ସାନିଆଙ୍କ ପ୍ରେମ ସମ୍ପର୍କ ଥିବା ଗଣମାଧ୍ୟମରେ ଆଲୋଚନା ହୋଇଥିଲା। ଦୁହେଁ ଏକ କାର୍ଯ୍ୟକ୍ରମରେ ଏକାଠି ମଧ୍ୟ ଭାଗ ନେଇଥିଲେ। କିନ୍ତୁ କ’ଣ ହେଲା କେଜାଣି ଉଭୟ କଥାବାର୍ତ୍ତା ବନ୍ଦ କରିଦେଇଥିଲେ। କ୍ରିକେଟର ଯୁବରାଜ ସିଂ, ସାଥୀ ଟେନିସ ଖେଳାଳି ମହେଶ ଭୂପତିଙ୍କ ସହ ତାଙ୍କ ଯୋଡା ହେବା ପରେ ଶେଷରେ ୨୦୧୦ରେ ପାକିସ୍ତାନ କ୍ରିକେଟର ସୋଏବ ମଲିକଙ୍କୁ ବିବାହ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତକୁ ବଡ଼ ଝଟ୍‌କା: ଏସିଆନ୍‌ ଗେମ୍ସରେ ଖେଳିବେନି ହର୍ଡଲ୍ସ ଷ୍ଟାର ଶୀର୍ସେ, ଜାଣନ୍ତୁ…

ନୂଆଦିଲ୍ଲୀ,୪ା୮: ଆସନ୍ତା ମାସରେ ଜାପାନରେ ହେବାକୁ ଥିବା ଏସିଆନ ଗେମ୍ସରେ ଭାରତର ୧୧୦ ମି. ହର୍ଡଲ୍ସ ଷ୍ଟାର ତେଜସ ଶୀର୍ସେ ପ୍ରତିଦ୍ୱନ୍ଦ୍ୱିତା କରିବେ ନାହିଁ। ଏ ନେଇ…

ତପ୍ତପାଣି ଗସ୍ତ ସାରି ଫେରିଲେ ରାଷ୍ଟ୍ରପତି: ଉଷ୍ମ ପସ୍ରବଣର ଗନ୍ଧକଯୁକ୍ତ ପାଣିରେ ସ୍ନାନ, ମା’ କନ୍ଧୁଣି ଦେବୀଙ୍କୁ କଲେ ପୂଜାର୍ଚ୍ଚନା

ଦିଗପହଣ୍ଡି, ୪।୮ (ଅଶେଷ ନାଥ ମିଶ୍ର): ଦେଶର ପ୍ରଥମ ନାଗରିକ ତଥା ମାନ୍ୟବର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଙ୍ଗଳବାର ଗଞ୍ଜାମ-ଗଜପତି ସୀମାନ୍ତର ପ୍ରସିଦ୍ଧ ପର୍ଯ୍ୟଟନ କ୍ଷେତ୍ର ତପ୍ତପାଣି…

ଅନ୍ତର୍ଜାତୀୟ କ୍ରୀଡ଼ା ଇଭେଣ୍ଟରେ ଲଜ୍ଜିତ ହେଲା ପାକିସ୍ତାନ, ଜାଣନ୍ତୁ ସମ୍ପୂର୍ଣ୍ଣ ଘଟଣା…

କରାଚି,୪ା୮: ପୁଣି ଥରେ ଅନ୍ତର୍ଜାତୀୟ କ୍ରୀଡ଼ା ଇଭେଣ୍ଟରେ ଲଜ୍ଜିତ ହୋଇଛି ପାକିସ୍ତାନ। ନିକଟରେ ଶେଷ ହୋଇଥିବା ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଭାଗ ନେଇଥିବା ପାକିସ୍ତାନୀ ବକ୍ସର କୁଦ୍ରାତୁଲା ଦଳୀୟ…

ପୁଅର ଗିରଫଦାରୀକୁ ନେଇ ମୁହଁ ଖୋଲିଲେ ଷ୍ଟାଲିନ, କହିଲେ ଅହଙ୍କାରରେ…

ନୂଆଦିଲ୍ଲୀ,୪।୮: ତାମିଲନାଡୁରେ ପୂର୍ବତନ ଉପ-ମୁଖ୍ୟମନ୍ତ୍ରୀ ତଥା ଦ୍ରାବିଡ଼ ମୁନେତ୍ର କାଜାଗମ୍ (ଡିଏମକେ) ନେତା ଉଦୟନିଧି ଷ୍ଟାଲିନ୍‌ଙ୍କ ଗିରଫଦାରୀକୁ ନେଇ ରାଜ୍ୟର ରାଜନୈତିକ ପାରା ଚରମ ସୀମାରେ ପହଞ୍ଚିଛି।…

କ୍ରାଇମବ୍ରାଞ୍ଚ ନିକଟରେ ଆତ୍ମସମର୍ପଣ କଲେ ଶରଣକୁଳ ନିଲମ୍ବିତ IIC

ଭୁବନେଶ୍ୱର,୪।୮: ଶରଣକୁଳ ନିଲମ୍ବିତ IIC ସୁଜିତ ଦାସ ମଙ୍ଗଳବାର କ୍ରାଇମବ୍ରାଞ୍ଚ ନିକଟରେ ଆତ୍ମସମର୍ପଣ କରିଛନ୍ତି। ହାଇକୋର୍ଟଙ୍କ ନିର୍ଦ୍ଦେଶ କ୍ରମେ ସୁଜିତ କ୍ରାଇମବ୍ରାଞ୍ଚରେ ହାଜର ହୋଇ ଆତ୍ମସମର୍ପଣ କରିଥିବା…

ବ୍ଲକ ଅଫିସରେ ପିସି କାରବାର, ଭିଡିଓ ଭାଇରାଲ

ଖଡ଼ିଆଳ,୪ା୮ (ସୁଜିତ କୁମାର ପ୍ରଧାନ): ଖଡ଼ିଆଳ ବ୍ଲକ କାର୍ଯ୍ୟାଳୟରେ ପିସି କାରବାର ହେଉଥିବାର ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଭିଡିଓରେ ଜଣେ ବ୍ୟକ୍ତିଙ୍କଠାରୁ ଅଫିସ କର୍ମଚାରୀ…

ପାକିସ୍ତାନରେ ପୁଣି ପଲଟିବ ସତ୍ତା! ସିଲ୍‌ ହେଲା ଇସଲାମାବାଦ, ସେନାବେସ୍‌ରେ ବଡ଼ ହଲଚଲ

ଇସଲାମାବାଦ,୪।୮: ପାକିସ୍ତାନରେ ପୁଣି ଥରେ ବଡ଼ ରାଜନୈତିକ ଓଲଟପାଲଟ ଏବଂ ସାମରିକ ବିପ୍ଳବ (ସାମରିକ କୁ) ଆଶଙ୍କାରେ ହଲଚଲ ବୃଦ୍ଧି ପାଇଛି। ରାଜଧାନୀ ଇସ୍‌ଲାମାବାଦକୁ ବିଭିନ୍ନ ସ୍ଥାନରେ…

ବଢିଲା ଅଭିଜିତ ଦୀପକେଙ୍କ ଅଡୁଆ: ରୁଜୁ ହେଲା ମାମଲା, ଜାଣନ୍ତୁ କାହିଁକିି…

ନୂଆଦିଲ୍ଲୀ,୪।୮: କକରୋଚ ଜନତା ପାର୍ଟି (CJP)ର ସଂସ୍ଥାପକ ଅଭିଜିତ ଦୀପକେଙ୍କ ଅଡୁଆ ବଢ଼ୁଥିବା ନଜର ଆସୁଛି। ପଶ୍ଚିମବଙ୍ଗରେ ଆଇନଜୀବୀ ରିଙ୍କି ଚଟାର୍ଜୀ ସିଂହ ସିଲିଗୁଡ଼ି ସାଇବର କ୍ରାଇମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri