ପାକିସ୍ତାନ ଚାହୁଁଛି ରକ୍ତପାତ; ଆଣବିକ ଯୁଦ୍ଧର କରିଛି ଯୋଜନା: ଜୟଶଙ୍କର

ନୂଆଦିଲ୍ଲୀ,୩।୧୦: ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ପାକିସ୍ତାନ ଏବେ ରକ୍ତମୁଖା ହୋଇଯାଇଛି। ସେ ଦୁଇଦେଶ ମଧ୍ୟରେ ରକ୍ତପାତ ଚାହୁଁଛି। ସେଥିପାଇଁ ଆଣବିକ ଯୁଦ୍ଧର ଯୋଜନା ମଧ୍ୟ କରିଛି ବୋଲି ଭାରତୀୟ ବର୍ହିବ୍ୟାପାର ମନ୍ତ୍ରୀ ଏସ୍‌.ଜୟଶଙ୍କର ଅଭିଯୋଗ ଆଣିଛନ୍ତି। ଜାଣିଶୁଣି ଭାରତରେ ଅଶାନ୍ତି ସୃଷ୍ଟି ପାଇଁ ପାକିସ୍ତାନ ଆତଙ୍କବାଦକୁ ପ୍ରୋତ୍ସାହନ ଦେଇଚାଲିଛି। ପାକିସ୍ତାନ ସୀମାରେ ମଧ୍ୟ ଉତ୍ତେଜନା ସୃଷ୍ଟି କରୁଛି। ଏହା ଦ୍ୱାରା ଏକ ଅଚଳ ସ୍ଥିତି ଉତ୍ପନ୍ନ ହେବାରେ ଲାଗିଛି। ଏକ ସାକ୍ଷାତ୍‌କାରରେ ଯୋଗଦେଇ ଜୟଶଙ୍କର ଏଭଳି କହିଛନ୍ତି। ସୂଚନାଯୋଗ୍ୟ, କିଛି ଦିନ ପୂର୍ବରୁ ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାଁ କହିଥିଲେ ଯେ, ଭାରତ ପାକିସ୍ତାନ ମଧ୍ୟରେ ରକ୍ତପାତ ହେବାର ଆଶଙ୍କା ରହିଛି। ତେବେ ଯୁଦ୍ଧରେ ପାକିସ୍ତାନ ଶେଷ ପର୍ଯ୍ୟନ୍ତ ଲଢ଼ିବ। ସେହିପରି ଆମେରିକା କହିଥିଲା ଯେ, ଭାରତ ଉପରେ ଆକ୍ରମଣ ପାଇଁ ପାକିସ୍ତାନ ଯୋଜନା କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ବୁଧବାର ଚନ୍ଦ୍ରରେ ହେବ ଭୟଙ୍କର ବିସ୍ଫୋରଣ, ପ୍ରଚଣ୍ଡ ଶବ୍ଦରେ ହୋଇଯିବ ଛାରଖାର!

ନୂଆଦିଲ୍ଲୀ,୪।୮: ଆସନ୍ତା ୫ ତାରିଖ ବୁଧବାରରେ ସ୍ପେସ୍ ଏକ୍ସ ରକେଟର ୩,୯୦୦ କି.ଗ୍ରା ଓଜନର ଏକ ଟୁକୁଡା ଚନ୍ଦ୍ରପୃଷ୍ଠରେ ବିସ୍ଫୋରଣ ହେବ। ୨୦୨୫ ଜାନୁଆରୀ ୧୫ରେ ସ୍ପେସ…

ଆସନ୍ତାକାଲି ଠାରୁ ମିଳିବ ଶୁଦ୍ଧ ପେଟ୍ରୋଲ? E20ରୁ ମିଳିବ ମୁକ୍ତି, ବଡ଼ ବୟାନ ଦେଲେ ସରକାର…

ନୂଆଦିଲ୍ଲୀ,୪।୮:: ଗତ କିଛି ଦିନ ଧରି, ସୋସିଆଲ ମିଡିଆରେ ଏକ ଖବର ଭାଇରାଲ ହେଉଛି, ଯେଉଁଥିରେ ଦାବି କରାଯାଉଛି ଯେ, ସରକାର E20 ପେଟ୍ରୋଲକୁ ପର୍ଯ୍ୟାୟକ୍ରମେ ବନ୍ଦ…

ତପ୍ତପାଣି ଗସ୍ତ ସାରି ଫେରିଲେ ରାଷ୍ଟ୍ରପତି: ଉଷ୍ମ ପସ୍ରବଣର ଗନ୍ଧକଯୁକ୍ତ ପାଣିରେ ସ୍ନାନ, ମା’ କନ୍ଧୁଣି ଦେବୀଙ୍କୁ କଲେ ପୂଜାର୍ଚ୍ଚନା

ଦିଗପହଣ୍ଡି, ୪।୮ (ଅଶେଷ ନାଥ ମିଶ୍ର): ଦେଶର ପ୍ରଥମ ନାଗରିକ ତଥା ମାନ୍ୟବର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଙ୍ଗଳବାର ଗଞ୍ଜାମ-ଗଜପତି ସୀମାନ୍ତର ପ୍ରସିଦ୍ଧ ପର୍ଯ୍ୟଟନ କ୍ଷେତ୍ର ତପ୍ତପାଣି…

ପୁଅର ଗିରଫଦାରୀକୁ ନେଇ ମୁହଁ ଖୋଲିଲେ ଷ୍ଟାଲିନ, କହିଲେ ଅହଙ୍କାରରେ…

ନୂଆଦିଲ୍ଲୀ,୪।୮: ତାମିଲନାଡୁରେ ପୂର୍ବତନ ଉପ-ମୁଖ୍ୟମନ୍ତ୍ରୀ ତଥା ଦ୍ରାବିଡ଼ ମୁନେତ୍ର କାଜାଗମ୍ (ଡିଏମକେ) ନେତା ଉଦୟନିଧି ଷ୍ଟାଲିନ୍‌ଙ୍କ ଗିରଫଦାରୀକୁ ନେଇ ରାଜ୍ୟର ରାଜନୈତିକ ପାରା ଚରମ ସୀମାରେ ପହଞ୍ଚିଛି।…

ପାକିସ୍ତାନରେ ପୁଣି ପଲଟିବ ସତ୍ତା! ସିଲ୍‌ ହେଲା ଇସଲାମାବାଦ, ସେନାବେସ୍‌ରେ ବଡ଼ ହଲଚଲ

ଇସଲାମାବାଦ,୪।୮: ପାକିସ୍ତାନରେ ପୁଣି ଥରେ ବଡ଼ ରାଜନୈତିକ ଓଲଟପାଲଟ ଏବଂ ସାମରିକ ବିପ୍ଳବ (ସାମରିକ କୁ) ଆଶଙ୍କାରେ ହଲଚଲ ବୃଦ୍ଧି ପାଇଛି। ରାଜଧାନୀ ଇସ୍‌ଲାମାବାଦକୁ ବିଭିନ୍ନ ସ୍ଥାନରେ…

ଅଟୋ ସେକ୍ଟର ହେବ ମାଲାମାଲ! ସରକାର ୪,୦୦୦ କୋଟି ଯୋଜନା…

ନୂଆଦିଲ୍ଲୀ,୪।୮: ଭାରତୀୟ ଅଟୋମୋବାଇଲ ଶିଳ୍ପ ବର୍ତ୍ତମାନ ଏକ ପ୍ରମୁଖ ପ୍ରଯୁକ୍ତିବିଦ୍ୟା ଏବଂ ସାଂରଚନିକ ପରିବର୍ତ୍ତନ ଦେଇ ଗତି କରୁଛି। ବୈଦ୍ୟୁତିକ ଯାନ (EVs) ପାଇଁ ବର୍ଦ୍ଧିତ ଚାହିଦା…

ଚୋରିର ୧୫ ଦିନ ପରେ ଲକ୍ଷ ଲକ୍ଷ ଟଙ୍କାର ଅଳଙ୍କାର ଫେରାଇଦେଲେ ଚୋର; ଚିଠିରେ ଲେଖିଲେ..

ହାଇଦ୍ରାବାଦ୍‌,୪।୮: ଆନ୍ଧ୍ରପ୍ରଦେଶର କାକିନାଡା ଜିଲାରୁ ଏକ ଅତ୍ୟନ୍ତ ଅସାଧାରଣ ଘଟଣା ସାମ୍ନାକୁ ଆସିଛି। ଏଠାରେ ଚୋରି କରିଥିବା ଚୋରମାନେ ଅପରାଧର ପ୍ରାୟ ୧୫ ଦିନ ପରେ ଅଧିକାଂଶ…

ହଠାତ୍‌ ୧୬ କିଲୋ ଓଜନ ହ୍ରାସ: ସ୍ବାସ୍ଥ୍ୟ ସମସ୍ୟାକୁ ନେଇ ଚାଞ୍ଚଲ୍ୟକର ଖୁଲାସା କଲେ ସଲମାନ

କିଛି ଦିନ ହେବ ସୋସିଆଲ ମିଡିଆରେ ବଲିଉଡର ‘ଦବଙ୍ଗ’ ଷ୍ଟାର ସଲମାନ ଖାନଙ୍କ ଫିଟନେସ ଏବଂ ଲୁକକୁ ନେଇ ଚର୍ଚ୍ଚା ହେଉଛି। ହଠାତ୍‌ ତାଙ୍କ ଓଜନ ହ୍ରାସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri