Posted inଜାତୀୟ

ପାକିସ୍ତାନ ପଳାଇବାକୁ ଚେଷ୍ଟା କରୁଛନ୍ତି କମଲେଶଙ୍କ ହତ୍ୟାକାରୀ

ଲକ୍ଷ୍ନୌ,୨୧।୧୦: ହିନ୍ଦୁ ସମାଜ ପାର୍ଟିର ରାଷ୍ଟ୍ରୀୟ ଅଧ୍ୟକ୍ଷ କମଲେଶ ତିଓ୍ବାରୀଙ୍କ ହତ୍ୟାକାଣ୍ଡର ୨ ମୁଖ୍ୟ ଅଭିଯୁକ୍ତ ଏବେବି ପୋଲିସ ଆଖିରେ ଧୂଳିଦେଇ ଫେରାର ଅଛନ୍ତି। ଶେଖ ଅଶଫାଖ ହୁସେନ ଓ ପଠାନ ମୋଇନୁଦ୍ଦିନ ଅହମ୍ମଦ ଏବେ ପାକିସ୍ତାନ ପଳାଇ ଯିବାକୁ ଚେଷ୍ଟା କରୁଥିବା ପୋଲିସ କହିଛି। କାରଣ ଏମାନଙ୍କ ଗତିବିଧି ରବିବାର ଶେଷ ଥର ପାଇଁ ଅମ୍ବାଲା ପାଖରେ ଦେଖିବାକୁ ମିଳିଥିଲା, ଯାହା ଓ୍ବାଘା ବର୍ଡରଠାରୁ ମାତ୍ର ୨୮୫ କିଲୋମିଟର ଦୂରରେ ଅବସ୍ଥିତ। ରବିବାର ବିଳମ୍ବିତ ସନ୍ଧ୍ୟାରେ ଏମାନଙ୍କ ଲୋକେଶନ ଦିଲ୍ଲୀ-ଅମୃତସର ରାସ୍ତାରେ ମିଳିଥିଲା ବୋଲି ପୋଲିସ କହିଛି। ଏହାପରେ ପୋଲିସ ତୁରନ୍ତ ଚଣ୍ଡିଗଡ ରେଲଓ୍ବେ ଷ୍ଟେଶନରେ ପହଞ୍ଚିଥିବା ବେଳେ ଏମାନଙ୍କର କୌଣସି ସୂଚନା ପାଇପାରି ନ ଥିଲା। ତେବେ ପୋଲିସର ସୂଚନା ମୁତାବକ ଏମାନେ ବାରମ୍ବାର ବେଶ ବଦଳାଇବା ସହ ପ୍ରତି ୭-୮ ଘଣ୍ଟାରେ ଥରେ ମୋବାଇଲ ଅନ୍‌ କରି ପୁଣି ଅଫ୍‌ କରି ଦେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଙ୍ଗିଲା ସ୍କୁଲ ଗୃହ କାନ୍ଥ, ପ୍ରଧାନ ଶିକ୍ଷକଙ୍କ ପାଖରେ ନାହିଁ…

ତୁମୁଡିବନ୍ଧ,୧୨ା୯(ଦୀପକ କୁମାର ପରାସେଠ): ଭାଙ୍ଗିଲା ପୁରୁଣା ବିଦ୍ୟାଳୟ ଗୃହର କାନ୍ଥ ଅଳ୍ପକେ ବର୍ତ୍ତିଲେ ଛାତ୍ରୀଛାତ୍ର। ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ପାଖରେ ନାହିଁ ସୂଚନା। ଏପରି ଘଟଣା କନ୍ଧମାଳ…

ଅଷ୍ଟ୍ରେଲିଆରେ ଇତିହାସ ରଚିଲା ପ୍ରବାସୀ ଓଡ଼ିଆଙ୍କ କାର୍ଯ୍ୟକ୍ରମ ‘ଝିଲ୍‌ମିଲ୍‌ ରାତି’, ସବ୍ୟସାଚୀ-ଅର୍ଚ୍ଚିତା ଯୋଗ ଦେଇ…

ସିଡ୍‌ନୀ: ପ୍ରଥମଥର ପାଇଁ ଓଡ଼ିଆ ସିନେ କଳାକାରମାନଙ୍କୁ ନେଇ ସିଡ୍‌ନୀ-ମେଲବୋର୍ନ ସହରରେ ଏକ ମେଗା ସାଂସ୍କୃତିକ କାର୍ଯ୍ୟକ୍ରମ ‘ଝିଲ୍‌ମିଲ୍‌ ରାତି’ ସଫଳତାର ସହ ଆୟୋଜିତ ହୋଇଯାଇଛି। ଏହି…

କଏଦୀ ଫେରାର, ଜେଲର ନିଲମ୍ବିତ

ନୂଆପଡ଼ା,୧୨ା୯(ମକାରୁ ବେମାଲ): ନୂଆପଡ଼ା ଉପକାରାଗାରରୁ କଏଦୀ ଫେରାର ହେବା ଘଟଣାରେ ଜେଲର ବଳରାମ ବିଶି ମାଝୀଙ୍କୁ ଶନିବାର ନିଲମ୍ବନ କରାଯାଇଛି। ଉପଜେଲର ସୁରକ୍ଷା ବ୍ୟବସ୍ଥାରେ ଅବହେଳାକୁ ନେଇ…

ମହିଳା ଏସିଆ କପ୍‌: ଫାଇନାଲରେ ଭାରତ-ଶ୍ରୀଲଙ୍କା ମହାମୁକାବିଲା, ଟାଇଟଲ ପାଇଁ କିଏ ଫେଭରାଇଟ୍‌ ଜାଣନ୍ତୁ…

ଦୁବାଇ,୧୨ା୯: ମହିଳା ଟି୨୦ ଏସିଆ କପ୍‌ କ୍ରିକେଟ ଟୁର୍ନାମେଣ୍ଟର ଫାଇନାଲ ମ୍ୟାଚ୍‌ ରବିବାର ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଖେଳାଯିବ। ୭ ଥରର ବିଜେତା ଭାରତ ଟୁର୍ନାମେଣ୍ଟ…

ଲୁଟେରାଙ୍କଠାରୁ ନଗଦ ଟଙ୍କା-ବାଇକ୍‌ ସହ ଛୁରି ଜବତ, ପୁଣି ଜଣେ ଯୁବକ ଧରାପଡ଼ି…

ଝରିଗାଁ,୧୨ା୯(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ପୋଲିସକୁ ମିଳିଛି ବଡ଼ ସଫଳତା। ଝରିଗାଁ ଥାନା ଅଞ୍ଚଳରେ ଗତ ଜୁନ୍‌ ମାସରେ ଲକ୍ଷାଧିକ ଟଙ୍କା ସହ ସୁନା…

ମୋଦି-ଜିନ୍‌ପିଙ୍ଗ୍‌ ଦ୍ୱିପାକ୍ଷିକ ବୈଠକ: ଚାଇନା ଭାରତ ସହ ତା’ର…

ନୂଆଦିଲ୍ଲୀ,୧୨ା୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଚାଇନା ରାଷ୍ଟ୍ରପତି ସି. ଜିନପିଙ୍ଗ୍‌ଙ୍କ ମଧ୍ୟରେ ଦ୍ୱିପାକ୍ଷିକ ବୈଠକ ଶେଷ ହୋଇଛି। ଭାରତମଣ୍ଡପମରେ ଅନୁଷ୍ଠିତ ଏହି ବୈଠକରେ ବାଣିଜ୍ୟ ସମେତ…

ଜାରି ରହିଛି ବର୍ଷା: ବିଦ୍ୟୁତ୍‌ ବିଭ୍ରାଟକୁ ନେଇ ବଢୁଛି ଜନ ଅସନ୍ତୋଷ

ଦାରିଙ୍ଗବାଡ଼ି,୧୨ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳରେ ଗତ ୪ ଦିନ ହେଲା ଲଘୁଚାପ ଜନିତ ବର୍ଷା ଜାରିରହିଛି। ବର୍ଷା ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡୁଥିବା ବେଳେ…

ଏକମ୍ବା ଗ୍ରାମରେ ଭାଲୁ ଆତଙ୍କ

ଝରିଗାଁ, ୧୨/୯ (କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଏକମ୍ବା ଗ୍ରାମରେ ଭାଲୁ ଆତଙ୍କ ଦେଖାଦେଇଛି। ଶନିବାର ସକାଳୁ ଏକମ୍ବା ଗ୍ରାମସ୍ଥିତ ଅଙ୍ଗନବାଡ଼ି କେନ୍ଦ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?