ପାକିସ୍ତାନ ବିପକ୍ଷ ମ୍ୟାଚ୍‌ରେ ଭାରତକୁ ଚିୟର୍‌ କରିବା ପାଇଁ ପହଞ୍ଚିଲେ ଷ୍ଟାଡିୟମରେ ରଣବୀର

ମାଞ୍ଚେଷ୍ଟର,୧୬।୬:ପୁଣି ଥରେ ଉପମହାଦେଶର ଦୁଇ ପାରମ୍ପରିକ ପ୍ରତିଦ୍ୱନ୍ଦ୍ୱୀ ଏକ ହାଇଭୋଲଟେଜ କ୍ରିକେଟ ମ୍ୟାଚରେ ପରସ୍ପରକୁ ଭେଟିଛନ୍ତି। ଚଳିତ ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି) ବିଶ୍ୱକପର ୨୨ତମ ମ୍ୟାଚରେ ପାକିସ୍ତାନ ଅଧିନାୟକ ସର୍ଫରାଜ ଅହମ୍ମଦ ଟସ୍‌ ଜିଣି ପ୍ରଥମେ ଫିଲ୍ଡିଂ କରିବାର ନିଷ୍ପତ୍ତି ନେଇଛନ୍ତି। ବିରାଟ କୋହଲିଙ୍କ ଭାରତୀୟ ଦଳ ପୁଣି ଥରେ ବାଜି ମାରିବା ଲକ୍ଷ୍ୟରେ ରହିଛି। ସ୍ଥାନୀୟ ଓଲ୍ଡ ଟ୍ରାଫର୍ଡ ଗ୍ରାଉଣ୍ଡରେ ରବିବାର ଖେଳାଯାଉଥିବା ଏହି ମ୍ୟାଚ ଉପରେ ସାରା ବିଶ୍ୱର ନଜର ରହିଛି। ଏହି ମ୍ୟାଚ୍‌ ଦେଖିବା ପାଇଁ ଭାରତରୁ ବହୁ ସେଲିବ୍ରିଟି ଷ୍ଟାଡିୟମରେ ଉପସ୍ଥିତ ଅଛନ୍ତି। ଅଭିନେତା ରଣବୀର ସିଂ ଷ୍ଟାଡିୟମରେ ଉପସ୍ଥିତ ରହି ଖେଳାଳିଙ୍କୁ ଚିୟର୍‌ କରିବା ଦେଖାଯାଇଥିଲା। ତେବେ ବର୍ଷା ତଥା ଖରାପ ପାଗ କାରଣରୁ ମ୍ୟାଚ ବାଧାପ୍ରାପ୍ତ ହେବାର ଯଥେଷ୍ଟ ଆଶଙ୍କା ରହିଛି। ସୂଚନାଯୋଗ୍ୟ, ଭାରତର ମହାନ ଖେଳାଳି କପିଲ ଦେବଙ୍କ ବାଓପିକ୍‌ ‘୮୩’ରେ ରଣବୀର କପିଲଙ୍କ ଭୂମିକାରେ ନଜର ଆସିବେ।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri