ପାକିସ୍ତାନ ମିଲିଟାରୀ ବିମାନ ଦୁର୍ଘଟଣା ଗ୍ରସ୍ତ: ୧୭ ମୃତ

ଇସଲାମାବାଦ୍‌,୩୦।୭: ପାକିସ୍ତାନର ଏକ ମିଲିଟାରୀ ବିମାନ ମଙ୍ଗଳବାର ଦୁର୍ଘଟଣା ଗ୍ରସ୍ତ ହୋଇଛି। ଏହି ଘଟଣାରେ ୧୭ ଜଣଙ୍କ ମୃତ୍ୟୁ ଘଟିଥିବା କୁହାଯାଉଛି। ବିମାନରେ ଥିବା ୫ ଜଣ କର୍ମଚାରୀଙ୍କ ମୃତ୍ୟୁ ଘଟିଥିବାବେଳେ ଏହାର ଭଗ୍ନାବଶେଷ ତଳେ ପଡ଼ିବା ଯୋଗୁ ୧୨ ଜଣ ସାଧାରଣ ଲୋକଙ୍କ ମୃତ୍ୟୁ ଘଟିଥିବା ପାକିସ୍ତାନ ସୈନ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ରାଓ୍ବଲପିଣ୍ଡି ନିକଟରେ ଘଟିଥିବା ଏହି ଦୁର୍ଘଟଣାରେ ୧୨ରୁ ଅଧିକ ଲୋକ ଆହତ ହୋଇଥିବା କୁହାଯାଉଛି। ଆହତଙ୍କୁ ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। କିଭଳି ବିମାନଟି ଦୁର୍ଘଟଣା ଗ୍ରସ୍ତ ହେଲା ସେନେଇ ତଦନ୍ତ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜେଲ ଗଲେ ସରପଞ୍ଚ ଚାମେଲି ଓଝା

କେନ୍ଦ୍ରାପଡ଼ା/ମହାକାଳପଡା, ୧୪ା୬ (ଜଗନ୍ନାଥ ଧଳ/ପ୍ରତାପ ଚନ୍ଦ୍ର ସ୍ୱାଇଁ): ଗତ ୧୦ ତାରିଖଠାରୁ ଗଣମାଧ୍ୟମ ଚର୍ଚ୍ଚାରେ ଥିବା କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ଥାନା ତିଖିରୀ ପଞ୍ଚାୟତ ସରପଞ୍ଚ ଚାମେଲି…

ନୂଆ ଭାରତରେ ନୂଆ ଆଇନ

ନୂଆ ଭାରତ ଆମ ପାଖରେ ଏତେ ଶୀଘ୍ର ଆସିଛି ଯେ, ଆମେ କେଉଁଠି ପହଞ୍ଚିଛୁ ତାହା ଆକଳନ କରିବା ପାଇଁ ପଛକୁ ଟିକେ ଫେରି ଚାହିଁବା ଗୁରୁତ୍ୱପୂର୍ଣ୍ଣ…

ଡିଜି ପାହ୍ୟା: ବରିଷ୍ଠତା ଦେଖିପାରନ୍ତି

ଭୁବନେଶ୍ୱର,୧୪।୬(ସୁନିତ୍‌ ମିଶ୍ର): କେନ୍ଦ୍ର ସରକାରଙ୍କ ଅଧୀନରେ ଆସୁଥିବା ବିଭିନ୍ନ ଡିଜି ପାହ୍ୟାର ପଦବୀରେ ନିଯୁକ୍ତି ପାଇବା ପାଇଁ ଦେଶର ୩୩ ଜଣ ଆଇପିଏସ୍‌ ଅଫିସରଙ୍କ ତାଲିକା ୧୨…

ବିକ୍ରି ନ ହୋଇ ମଣ୍ଡିରେ ପଡ଼ିଛି ଧାନ, ଏପଟେ ବରଗଡ଼ରୁ ଆନ୍ଧ୍ରକୁ ହେଉଛି ଚାଲାଣ

ବରଗଡ଼,୧୩ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟାକୁ ମାସେ ବିତି ଯାଇଛି। ତେବେ ଜିଲାରେ ଏବେ ମଧ୍ୟ ଧାନ ଉଠାଣ ପ୍ରକ୍ରିୟା ଶୀଥିଳ ଗତିରେ…

୨୪ ଘଣ୍ଟାରେ ହୋଇପାରେ ଆମେରିକା-ଇରାନ ଶାନ୍ତି ଚୁକ୍ତି: ଶେହବାଜ

ଇସ୍‌ଲାମାବାଦ,୧୩ା୬: ମଧ୍ୟପ୍ରାଚ୍ୟରେ ଯୁଦ୍ଧ ବନ୍ଦ ପାଇଁ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଚୁକ୍ତିନାମା ଚୂଡ଼ାନ୍ତ ହୋଇପାରେ ବୋଲି ମୁଖ୍ୟ ମଧ୍ୟସ୍ଥ…

ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷାଙ୍କ ବିୟୋଗ: ବାସଭବନରେ ପହଞ୍ଚି ପରିବାରବର୍ଗଙ୍କୁ ଭେଟିଲେ ମନ୍ତ୍ରୀ-ବିଧାୟକ

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନଙ୍କ ଗତ ବୁଧବାର ଅକାଳରେ ବିୟୋଗ ଘଟିଥିଲା। ଏ ନେଇ ଛତ୍ରପୁର ଓ ଆଖପାଖ ଅଞ୍ଚଳରେ ଶୋକ ଛାୟା…

ଭାରତ ଆଗରେ ୧୯୫ ରନ୍‌ର ଟାର୍ଗେଟ୍; ଡେବ୍ୟୁ ମ୍ୟାଚ୍‌ରେ ଗୁର୍‌ବାଜଙ୍କ ଧୂଆଁଧାର ଇନିଂସ

ଧର୍ମଶାଳା, ୧୩ା୬: ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଶନିବାର ପ୍ରଥମ ଦିନିକିଆ ମ୍ୟାଚ୍‌ ଖେଳାଯାଇଛି। ବର୍ଷା କାରଣରୁ ମ୍ୟାଚ୍‌କୁ ୨୫ ଓଭରରେ ସୀମିତ ରଖାଯାଇଛି। ରହମାନୁଲା ଗୁରବାଜଙ୍କ…

ବିଲରୁ ଅଚିହ୍ନା ମହିଳାଙ୍କ ମୃତଦେହ ଜବତ

ହାଟଡିହୀ/ଆନନ୍ଦପୁର,୧୩ା୬(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ତରତରା ଅଞ୍ଚଳରୁ ଜଣେ ପ୍ରାୟ ୪୫ ବର୍ଷ ବୟସ୍କା ମହିଳାଙ୍କ ମୃତଦେହ ଏକ ବିଲରୁ ଉଦ୍ଧାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri