Posted inଜାତୀୟ

ପାକିସ୍ତାନ ଯିବାକୁ ଏସ୍‌. ଜୟଶଙ୍କରଙ୍କୁ ପୁଣି ଚିଠି ଲେଖିଲେ ସିଦ୍ଧୁ

ଚଣ୍ଡିଗଡ,୭।୧୧: ପୂର୍ବତନ କ୍ୟାବିନେଟ୍‌ ମନ୍ତ୍ରୀ ତଥା କଂଗ୍ରେସ ନେତା ନବଜୋତ ସିଂ ସିଦ୍ଧୁଙ୍କ ପାକିସ୍ତାନ ପ୍ରେମର ଆଉ ଏକ ନମୁନା ଦେଖିବାକୁ ମିଳିଛି। ଗୁରୁ ନାନକ ଦେବଙ୍କ ୫୫୦ତମ ଜୟନ୍ତୀ ଅବସରରେ ଆୟୋଜିତ ହେବାକୁ ଥିବା ପକାଶ ପର୍ବ ପାଇଁ ପଞ୍ଜାବ ବିଧାନସଭାର ସ୍ବତନ୍ତ୍ର ଅଧିବେଶନ ଅନୁଷ୍ଠିତ ହେଉଥିବାବେଳେ ଏଥିରେ ଯୋଗ ନ ଦେଇ ପାକିସ୍ତାନ ଯିବା ପାଇଁ ବହିର୍ବ୍ୟାପାର ମନ୍ତ୍ରୀ ଏସ୍‌.ଜୟଶଙ୍କରଙ୍କୁ ପୁଣି ଚିଠି ଲେଖିଛନ୍ତି ସିଦ୍ଧୁ। ନଭେମ୍ବର ୯ରେ କରତାରପୁର କରିଡର ଉଦଘାଟନ କାର୍ଯ୍ୟକ୍ରମରେ ଯୋଗଦେବା ପାଇଁ ପାକିସ୍ତାନ ସିଦ୍ଧୁଙ୍କୁ ଆମନ୍ତ୍ରଣ କରିଛି। ଏହି କାର୍ଯ୍ୟକ୍ରମରେ ଯୋଗଦେବା ପାଇଁ ସିଦ୍ଧୁ ପୂର୍ବରୁ ମଧ୍ୟ ବହିର୍ବ୍ୟାପାର ମନ୍ତ୍ରୀଙ୍କୁ ଚିଠି ଲେଖିଥିଲେ। ୯ ତାରିଖ ସକାଳ ୯.୩୦ରେ କରିଡର ଜରିଆରେ ପାକିସ୍ତାନ ଯାଇ ଉଦଘାଟନ ସମାରୋହ ଭାଗ ନେଇ ପୁଣି ସନ୍ଧ୍ୟାରେ ଫେରିଆସିବେ ବୋଲି ଚିଠିରେ ସେ ଉଲ୍ଲେଖ କରିଛନ୍ତ


Enter your email to get our daily news in your inbox.

All Right Reserved By Dharitri.Com

ଜେଲ୍‌ରେ କଏଦୀଙ୍କ ଆନ୍ଦୋଳନ

ସୁନ୍ଦରଗଡ଼,୨୪।୧୨: ସୁନ୍ଦରଗଡ଼ ଜେଲ ଅଧୀକ୍ଷକଙ୍କ ବିରୋଧରେ କଏଦୀମାନେ ବୁଧବାର ଆନ୍ଦୋଳନ କରିଛନ୍ତି। ବିଭିନ୍ନ ଦାବି ନେଇ ୫୦୦ରୁ ଊଦ୍ଧର୍‌ବ କଏଦୀ ଆନ୍ଦୋଳନରେ ସାମିଲ ହୋଇଛନ୍ତି। ଜେଲରେ...

ଇତିହାସ ରଚିଲା ଇସ୍ରୋ: ଏଣିକି ବିନା ମୋବୋଇଲ୍‌ ଟାଓ୍ବାରରେ ଆସିବ ନେଟଓ୍ବର୍କ

ନୂଆଦିଲ୍ଲୀ,୨୪।୧୨: ଭାରତୀୟ ମହାକାଶ ଗବେଷଣା ସଂଗଠନ (ISRO) ପୁଣି ଥରେ ବିଶ୍ୱ ସମ୍ମୁଖରେ ନିଜର ଶକ୍ତି ଏବଂ ଆତ୍ମବିଶ୍ୱାସ ପ୍ରଦର୍ଶନ କରିଛି। ଏକ କମ ବଜେଟ,...

ସୋଲାର ଲାଇଟ ଅଚଳ ଘଟଣା: ସରପଞ୍ଚ ଲଗାଇଲେ ଷ୍ଟ୍ରିଟ ଲାଇଟ

ଦାରିଙ୍ଗବାଡି, ୨୪୧୨ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ପଞ୍ଚାୟତରେ ପ୍ରତି ମଙ୍ଗଳବାର ସାପ୍ତାହିକ ହାଟ ହେଉଛି। ଏହି ହାଟରେ ଭିଡ଼ ଜମୁଛି।...

ଭିଜିଲାନ୍ସ ଜାଲରେ ବରିଷ୍ଠ ରାଜସ୍ବ ସହାୟକ: ପୈତୃକ ଘର ସହ ୪ଟି ସ୍ଥାନରେ ଚଢ଼ାଉ ଜାରି…

ସମ୍ବଲପୁର,୨୪।୧୨(ପ୍ରମୋଦ ବହିଦାର): ଭିଜିଲାନ୍ସ ଜାଲରେ ସମ୍ବଲପୁର ବନ୍ଦୋବସ୍ତ କାର୍ଯ୍ୟାଳୟର ବରିଷ୍ଠ ରାଜସ୍ବ ସହାୟକ( SRA)ବାସୁଦେବ ଭୋଇ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ବିଭାଗ...

ଲୋକ ଉତ୍ସବ ପ୍ରସ୍ତୁତି ବୈଠକ: ଗଣମାଧ୍ୟମ ପ୍ରତିନିଧିଙ୍କୁ ଅଣଦେଖା

ବଲାଙ୍ଗୀର,୨୪।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପ୍ରଶାସନ ଏବଂ ଜିଲା ସଂସ୍କୃତି ବିଭାଗ ପକ୍ଷରୁ ସ୍ଥାନୀୟ ଡିଏଫ୍‌ଓ ସମ୍ମିଳନୀ କକ୍ଷରେ ବଲାଙ୍ଗୀର ଲୋକ ଉତ୍ସବ ପାଇଁ...

ନେମାରଙ୍କ ଅସ୍ତ୍ରୋପଚାର ସଫଳ

ସାଓ ପାଉଲୋ,୨୪ା୧୨: ବ୍ରାଜିଲର ଷ୍ଟାର ଖେଳାଳି ନେମାରଙ୍କ ବାମ ଆଣ୍ଠୁରେ ଅସ୍ତ୍ରୋପଚାର ହୋଇଛି। ତାଙ୍କ କ୍ଲବ ସାଣ୍ଟୋସ ପକ୍ଷରୁ ଏହି ସୂଚନା ଦିଆଯାଇଛି। ୩୩ ବର୍ଷୀୟ...

ପରିସ୍ରା କରିବାକୁ ଯାଇଥିଲେ ବ୍ୟବସାୟୀ, ଭୁଷୁଡିଲା କାନ୍ଥ: ଆଉ ତା’ପରେ…

ଅମରପାଲି,୨୪।୧୨(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ କେନଝିରିଆପାଲି ପଞ୍ଚାୟତ ରୁଗୁଡ଼ିପାଲି ଗ୍ରାମରେ କାନ୍ଥ ଭୁଷୁଡି ଜଣେ ଯୁବ ବ୍ୟବସାୟୀଙ୍କ ମୃତ୍ୟୁ ହୋଇଛି। ମୃତ...

ରାତି ପାହିଲେ ବଡ଼ ଦିନ: ଧରାବତରଣ କରିବେ ପ୍ରଭୁ ଯୀଶୁ

ଭୁବନେଶ୍ୱର,୨୪।୧୨: ରାତି ପାହିଲେ ବଡ଼ ଦିନ। ଆଜି ମଧ୍ୟରାତ୍ରୀରେ ଧରାବତରଣ କରିବେ ପ୍ରଭୁ ଯୀଶୁ। ପ୍ରଭୁ ଯୀଶୁଙ୍କୁ ଉପାସନା ପାଇଁ ଖ୍ରୀଷ୍ଟ ଧର୍ମାବଲମୱୀଙ୍କ ମନରେ ଉତ୍କଣ୍ଠା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri