Posted inଖେଳ

ପାକିସ୍ତାନ ଲଗାତର ୧୦ଟି ମ୍ୟାଚ୍‌ ହାରିଲା, ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍‌ଙ୍କ ମଜାକ୍‌ ଉଡ଼ାଇଲେ ଦର୍ଶକେ

ଇସଲମାବାଦ, ୨୦।୫: ଗତ ୧୦ଟି ମ୍ୟାଚରେ ପାକିସ୍ତାନର ଲଜ୍ଜାଜନକ ପରାଜୟ ପରେ ଦର୍ଶକ ସୋସିଆଲ ମିଡିଆରେ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍‌ଙ୍କ ମଜାକ ଉଡାଉଥିବା ଦେଖାଯାଇଛି। ଦ୍ୱିତୀୟଥର ପାଇଁ ପାକିସ୍ଥାନକୁ ଏଭଳି ଅବସ୍ଥା ଭୋଗିବାକୁ ପଡିଛି। ୧୯୮୮ରେ ଇମ୍ରାନ ଖାନ୍‌ ପାକିସ୍ତାନ କ୍ରିକେଟ ଦଳର ଅଧିନାୟକ ଥିବାବେଳେ ଲଗାତର ୧୦ଟି ମ୍ୟାଚ୍‌ ହାରିଥିଲା ପାକିସ୍ତାନ । ୨୦୧୯ରେ ମଧ୍ୟ ସମାନ ଅବସ୍ଥା ଦେଖିବାକୁ ମିଳିଛି। ଏବେ ଇମ୍ରାନ ଦେଶର ପ୍ରଧାନମନ୍ତ୍ରୀ ଅଛନ୍ତି। ଏହି ଦୁଇଟି ଘଟଣାକୁ ଯୋଡି କ୍ରିକେଟ ଫ୍ୟାନମାନେ ସୋସିଆଲ ମିଡିଆରେ ଇମ୍ରାନଙ୍କୁ ଉପହାସ କରିଛନ୍ତି। ଇମ୍ରାନ ଦଳ ସମ୍ଭାଳିଥିଲାବେଳେ ପାକିସ୍ତାନ ଏଭଳି ଅବସ୍ଥା ଦେଇ ଗତି କରିଥିଲା, ଏବେ ଦେଶ ସମ୍ଭାଳିଛନ୍ତି, ତେବେ ଅବସ୍ଥା କଣ ହେବ ବୋଲି ଦର୍ଶକେ ଉପହାସ ଛଳରେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅପରେସନ୍ ପରେ ପେଟ ଭିତରେ ରହିଗଲା ଗ୍ଲୋଭସ୍-ନାପକିନ୍! ୧୯ ବର୍ଷୀୟା ମା’ଙ୍କ ଅବସ୍ଥା….

ମୁମ୍ବାଇ,୧୯ା୮: ମହାରାଷ୍ଟ୍ରର ବୀଡ୍‌ରୁ ସରକାରୀ ହସ୍ପିଟାଲର ଚିକିତ୍ସା ବ୍ୟବସ୍ଥାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି । ୧୯ ବର୍ଷୀୟା ସନ୍ଧ୍ୟା ସୂରଜ ଗାଏକୱାଡ୍‌ ଅଗଷ୍ଟ ୧ ତାରିଖରେ…

କେମିତି ଅପହରଣ ହୋଇଥିଲେ ବ୍ୟବସାୟୀ ଗୁଣ୍ଡା ସାହୁ, ପୋଲିସ କ୍ରାଇମ୍‌ ଭିଡିଓ ଜାରି କରି…

ବଲାଙ୍ଗୀର,୧୯ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ବ୍ୟବସାୟୀ ନରେନ୍ଦ୍ର ଓରଫ ଗୁଣ୍ଡା ସାହୁ ଅପହରଣ ଘଟଣା ସମ୍ପର୍କିତ କ୍ରାଇମ ଭିଡିଓ ଜାରି କରିଛି ବଲାଙ୍ଗୀର ପୋଲିସ। କିଭଳି ଭାବେ…

ଅଙ୍ଗନଓ୍ବାଡ଼ି କେନ୍ଦ୍ରରେ ଶିଶୁଙ୍କୁ କାମୁଡ଼ିଲା ସାପ, ସ୍ବାସ୍ଥ୍ୟକେନ୍ଦ୍ରରେ ପହଞ୍ଚିଲେ କର୍ମୀ-ସିଡିପିଓ

ଦାରିଙ୍ଗବାଡ଼ି,୧୯ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିର ନୀଳକନ୍ଦର ସାହିରେ ରହିଥିବା ଅଙ୍ଗନଓ୍ବାଡ଼ି କେନ୍ଦ୍ରରେ ବୁଧବାର ମଧ୍ୟାହ୍ନରେ ଘଟିଯାଇଛି ଅଭାବନୀୟ ଘଟଣା। ଜଣେ ସାଢ଼େ ୪ ବର୍ଷର ଶିଶୁକନ୍ୟାଙ୍କୁ…

ବୋହୂ-ପୁଅ ସାବଧାନ! ବୃଦ୍ଧ ମା’-ବାପାଙ୍କୁ ହଇରାଣ କଲେ ହେବେ ସମ୍ପତ୍ତିରୁ ବେଦଖଲ, ସୁପ୍ରିମକୋର୍ଟଙ୍କ ବଡ଼ ରାୟ

ନୂଆଦିଲ୍ଲୀ, ୧୯।୮: ବରିଷ୍ଠ ନାଗରିକଙ୍କ ଅଧିକାର ଓ ସୁରକ୍ଷାକୁ ନେଇ ସୁପ୍ରିମକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି । ବୃଦ୍ଧଙ୍କ ଭରଣପୋଷଣ, ସୁରକ୍ଷା ଓ ସମ୍ମାନ ପାଇଁ…

ଡିସେମ୍ବର ପର୍ଯ୍ୟନ୍ତ ଏହି ୩ ରାଶି ଉପରେ ରାହୁ-କେତୁଙ୍କ ନଜର, ହୋଇପାରେ ବଡ଼ କ୍ଷତି!

ଜ୍ୟୋତିଷ ଶାସ୍ତ୍ରରେ ରାହୁ ଏବଂ କେତୁଙ୍କୁ ଅତ୍ୟନ୍ତ ପ୍ରଭାବଶାଳୀ ଗ୍ରହ ବୋଲି ମନେ କରାଯାଏ। ଯଦିଓ ଏମାନଙ୍କୁ ଛାୟା ଗ୍ରହ କୁହାଯାଏ, ତଥାପି ଜାତକଙ୍କ ଜୀବନରେ ଏହାର…

ବିକାଶ ଅପହଞ୍ଚ: ଆସିଲାନି ଆମ୍ବୁଲାନ୍ସ ଭରା ବନ୍ୟାପାଣିରେ ଭାରରେ ବୁହାହେଲେ ରୋଗୀ

ବରୀ,୧୯ା୮(ମହେନ୍ଦ୍ର ସ୍ବାଇଁ): ଦେଶ ସ୍ବାଧୀନ ହେବାର ୮୦ ବର୍ଷ ବିତିଯାଇଥିଲେ ସୁଦ୍ଧା ଯାଜପୁର ଜିଲା ବରୀ ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବାଲିବିଲ ପଞ୍ଚାୟତର ଢିଅସାହି ଗ୍ରାମରେ ବିକାଶର…

ହକି ବିଶ୍ୱକପ ମଇଦାନରେ ଭୟଙ୍କର ଦୁର୍ଘଟଣା, ଭାରତୀୟ ଖେଳାଳି ଲହୁଲୁହାଣ

ନୂଆଦିଲ୍ଲୀ, ୧୯।୮: ଭାରତୀୟ ମହିଳା ହକି ଟିମ ମଙ୍ଗଳବାର ଏକ ଐତିହାସିକ ବିଜୟ ହାସଲ କରିଛି। ନେଦରଲାଣ୍ଡ୍ସର ଆମଷ୍ଟେଲଭନ୍‌ରେ ଖେଳାଯାଇଥିବା ମ୍ୟାଚରେ ଭାରତୀୟ ଟିମ ଦକ୍ଷିଣ ଆଫ୍ରିକାକୁ…

ପ୍ରଥମେ ଦେଲେ ଆଦେଶ, ଏବେ ୟୁ-ଟର୍ନ ନେଲେ ମୁଖ୍ୟମନ୍ତ୍ରୀ ବିଜୟ: ଛାତ୍ରଙ୍କୁ ନେଇ…

ଚେନ୍ନାଇ, ୧୯।୮: ତାମିଲନାଡୁରେ ମୁଖ୍ୟମନ୍ତ୍ରୀ ବିଜୟଙ୍କ ନେତୃତ୍ୱାଧୀନ ସରକାର ଛାତ୍ରୀଛାତ୍ର ଓ ଯୁବପିଢ଼ିଙ୍କୁ ରାଜନୈତିକ ପ୍ରଦର୍ଶନରୁ ଦୂରେଇ ରଖିବା ନେଇ ଜାରି କରିଥିବା ବିବାଦୀୟ ନିର୍ଦ୍ଦେଶକୁ ପ୍ରତ୍ୟାହାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri