ପାକିସ୍ତାନ ସୈନ୍ୟବାହିନୀରେ ୮ ଅଧିକାରୀଙ୍କୁ କରୋନା: ଡ୍ୟୁଟି କରିବାକୁ ଅମଙ୍ଗ ସୈନ୍ୟ

ଇସଲାମାବାଦ,୧୫।୩: ପାକିସ୍ତାନ ସୈନ୍ୟବାହିନୀରେ ଏବେ ସଙ୍କଟ ଦେଖାଦେଇଥିବା କୁହାଯାଉଛି। ଡ୍ୟୁଟି କରିବାକୁ ସୈନ୍ୟମାନେ ପଛଘୁଞ୍ଚା ଦେବାକୁ ଲାଗିଛନ୍ତି। କୁହାଯାଉଛି ପାକିସ୍ତାନ ସୈନ୍ୟବାହିନୀରେ ୮ ଅଧିକାରୀଙ୍କୁ କରୋନା ସଂକ୍ରମଣ ହୋଇଛି। ତେଣୁ ସୈନ୍ୟମାନେ ସଂକ୍ରମଣ ଭୟରେ ଡ୍ୟୁଟି କରିବାକୁ ଅମଙ୍ଗ ହେଉଛନ୍ତି। ସୂଚନାଯୋଗ୍ୟ, ପାକିସ୍ତାନରେ ୩୦ରୁ ଅଧିକ ଲୋକ କରୋନା ସଂକ୍ରମିତ ହୋଇଛନ୍ତି।

Share