ପାଗଳା କୁକୁର କାମୁଡ଼ାରେ ୬ ଗୁରୁତର

ପାଟଣା,୮ା୪(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ମୁଖ୍ୟାଳୟରେ ମଙ୍ଗଳବାର ସକାଳେ ଏକ ବୁଲା ପାଗଳା କୁକୁର କାମୁଡ଼ାରେ ୬ଜଣ ଗୁରୁତର ଆହତ ହୋଇଛନ୍ତି। ଚିକିତ୍ସା ପାଇଁ ପ୍ରଥମେ ସେମାନଙ୍କୁ ପଟଣା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଓ ପରେ କେନ୍ଦୁଝର ଜିଲା ମୁଖ୍ୟ ଚିକିତ୍ସାଳୟ ଏବଂ କରଞ୍ଜିଆ ଉପଖଣ୍ଡ ଚିକିତ୍ସାଳୟକୁ ସ୍ଥାନାନ୍ତରିତ କରାଯାଇଛି। ଗୁରୁତର ବ୍ୟକ୍ତିମାନେ ବଡ଼ ପାଟଣା ପଞ୍ଚାୟତ ଅଧୀନ କାମେଶ୍ୱରପୁର ଗ୍ରାମର କାଦମ୍ବିନୀ ଭଞ୍ଜ, ନୂଆପଡା ଗ୍ରାମର ମଦନ ମହାନ୍ତ, ମଧୁ ମୁଣ୍ଡା, ପଟଣାର ଆକାଶ ମୁଣ୍ଡା, ନାରଣ ନାଏକ ଓ ଅକ୍ଷୟ ମୁଣ୍ଡା ବୋଲି ଜଣାପଡ଼ିବ। ତେବେ ପାଟଣା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ କୁକୁର କାମୁଡ଼ା ଇଞ୍ଜେକ୍ସନ ମିଳୁ ନ ଥିବାରୁ ଲୋକେ ହଇରାଣ ହେଉଛନ୍ତି। ତୁରନ୍ତ ଏହି ସ୍ବାସ୍ଥ୍ୟକେନ୍ଦ୍ରକୁ କୁକୁର କାମୁଡ଼ା ଇଞ୍ଜେକ୍ସନ ଯୋଗାଇ ଦେବାକୁ ସାଧାରଣରେ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

କେସିଙ୍ଗା ମହାବିଦ୍ୟାଳୟରେ ଯୋଗଦେଲେ ନୂଆ ପ୍ରିନ୍ସିପାଲ, କହିଲେ ଛାତ୍ରୀଛାତ୍ରଙ୍କୁ ଠିକ୍‌ ଭାବେ…

କେସିଙ୍ଗା,୧ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରସ୍ଥିତ କେସିଙ୍ଗା ମହାବିଦ୍ୟାଳୟରେ ନୂତନ ଭାବେ ପ୍ରିନ୍ସିପାଲ ଅଶ୍ୱିନୀ ପଟ୍ଟନାୟକ ଶନିବାର ଯୋଗଦାନ କରିଛନ୍ତି। ସେ ଏହି ମହାବିଦ୍ୟାଳୟ ଗତ…

ଏଟିଏମ ଭଙ୍ଗା ଘଟଣା: ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ

ରାଉରକେଲା,୧।୮(ସଙ୍ଗୀତା ଜେନା): ଜରେଇକେଲାରେ ଥିବା ଏକ ବ୍ୟାଙ୍କ ଅଫ ଇଣ୍ଡିଆ ଏଟିଏମ ଭଙ୍ଗା ଘଟଣାରେ ବିସ୍ରା ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି। ଅଭିଯୁକ୍ତଙ୍କଠାରୁ ପୋଲିସ ୮,୩୦୦…

ବୈତରଣୀରେ ବ୍ୟାରେଜ ନିର୍ମାଣ ନେଇ ନୂଆପଡ଼ାରେ ସ୍ଥିତି ଅନୁଧ୍ୟାନ କଲେ ଉଚ୍ଚସ୍ତରୀୟ ପ୍ରତିନିଧି ଦଳ

ପାଟଣା,୧ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଟାଙ୍ଗରପଡ଼ା ପଞ୍ଚାୟତର ନୂଆପଡ଼ାଠାରେ ବୈତରଣୀ ନଦୀ ଉପରେ ବ୍ୟାରେଜ ନିର୍ମାଣ ଦାବିକୁ ନେଇ ସରକାରୀ ପଦକ୍ଷେପ ଆଗକୁ ବଢ଼ିଛି।…

ସମ୍ବଲପୁରୀ ଭାଷାକୁ ମାନ୍ୟତା ଦାବିରେ ଆମରଣ ଅନଶନକୁ ଓହ୍ଲାଇଲେ କୋଶଳ ସଂଗ୍ରାମୀ

ବରଗଡ଼,୧ା୮(ପ୍ରେମାନନ୍ଦ ଖମାରୀ): ଆଜି ସମ୍ବଲପୁରୀ ଦିନ। ଏହି ପରିପ୍ରେକ୍ଷୀରେ ପଶ୍ଚିମ ଓଡ଼ିଶା ସମେତ ରାଜ୍ୟର ବିଭିନ୍ନ ପୁରପଲ୍ଲୀରେ ସମ୍ବଲପୁରୀ ପୋଷାକ ପରିଧାନ ସହିତ ନାଚଗୀତ, ସଭା, ସମିତି…

ଜାରକା ପୋଲିସ ବିଟ୍‌ ହାଉସ୍‌ ଛାତରୁ ଗଳୁଛି ପାଣି, ଭାଙ୍ଗିପଡ଼ିଛି ନାମଫଳକ

ଧର୍ମଶାଳା,୧ା୮(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅଧିନସ୍ଥ ଜାରକା ପୋଲିସ ବିଟ୍‌ ହାଉସ୍‌ (ଫାଣ୍ଡି) ବର୍ତ୍ତମାନ ବିଭିନ୍ନ ଅବ୍ୟବସ୍ଥା ମଧ୍ୟରେ ଘେରି ରହିଛି। ବର୍ଷା ହେଲେ…

୪ ଦିନ ହେଲା ଏକ୍ସ-ରେ ମେଶିନ ଅଚଳ, ହନ୍ତସନ୍ତ ହେଉଛନ୍ତି ରୋଗୀ

ଦାରିଙ୍ଗବାଡ଼ି,୧ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ରହିଥିବା ଏକ ମାତ୍ର ଏକ୍ସ-ରେ ମେଶିନ ଗତ ୪ ଦିନ ହେଲା ଅଚଳ ହୋଇପଡ଼ିଛି। ଫଳରେ ଉକ୍ତ…

ଅଭିଯୋଗର ଗୋଟିଏ ଦିନରେ ରାସ୍ତ ମରାମତି: ସିଟିଜେନ ଫୋରମଙ୍କୁ ଧନ୍ୟବାଦ

କେସିଙ୍ଗା,୧।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର କେସିଙ୍ଗା ଓ ବଲାଙ୍ଗିର ଜିଲାର ଟିଟଲାଗଡ଼କୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତାର ତ୍ରିମୂର୍ତ୍ତି ଛକରୁ ତେଲନଦୀ ବ୍ରିଜ ପ୍ରାୟ ୮୦୦ମିଟର ରାସ୍ତାରେ…

ଚେନ୍ନାଇରେ କାମ କରୁଥିବାବେଳେ ଆନନ୍ଦଙ୍କ ମୃତ୍ୟୁ, ପରିବାର ଲୋକଙ୍କୁ ଭେଟି ଆର୍ଥିକ ସହାୟତା ଦେଲେ ବିଧାୟକ

ଗଞ୍ଜାମ,୧।୮(ବିଦ୍ୟାଧର ସାହୁ ): ଛତ୍ରପୁର ବିଧାୟକ କୃଷ୍ଣ ଚନ୍ଦ୍ର ନାୟକଙ୍କ ମହନତା। ଦିନକୁ ଦିନ ବିଧାୟକ ନାୟକଙ୍କ ଲୋକପ୍ରିୟତା ବୃଦ୍ଧି ପାଉଥିବାବେଳେ ସ୍ଥାନୀୟ ଅଞ୍ଚଳବାସୀଙ୍କ ଆସ୍ଥା ମଧ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri