‘ପାଚୁର୍ଯ୍ୟର ଇଲାକାରେ ଗୋଟିଏ ମାସ’ ଭ୍ରମଣ ପୁସ୍ତକ ଲୋକାର୍ପିତ

ଭୁବନେଶ୍ୱର, ୧୫।୧୧(ବ୍ୟୁରୋ): ସ୍ଥାନୀୟ ଲୋକସେବା ଭବନରେ ଶୁକ୍ରବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଶ୍ୱମୋହନ ପଟ୍ଟନାୟକଙ୍କ ଦ୍ୱାରା ରଚିତ ଭ୍ରମଣ ପୁସ୍ତକ ‘ପ୍ରାଚୂର୍ଯ୍ୟର ଇଲାକାରେ ଗୋଟିଏ ମାସ’ ଲୋକାର୍ପଣ କରିଛନ୍ତି। ଏହା ସ୍କୁଲ ଏବଂ କଲେଜରେ ପଢ଼ୁଥିବା ଛାତ୍ରୀଛାତ୍ରମାନଙ୍କୁ ଆକୃଷ୍ଟ କରିବା ସହ ଉପାଦେୟ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଏହି ପୁସ୍ତକଟି ୨୦୧୪ ମସିହାରେ ଅନୁଷ୍ଠିତ ପୁସ୍ତକ ମେଳାରେ ଶ୍ରେଷ୍ଠ ଭ୍ରମଣ ପୁସ୍ତକ ରୂପେ ପୁରସ୍କୃତ ହୋଇଥିଲା। ତେବେ ମୁଖ୍ୟମନ୍ତ୍ରୀଙ୍କ ମୋ’ ସ୍କୁଲ କାର୍ଯ୍ୟକ୍ରମରେ ଅନୁପ୍ରାଣୀତ ହୋଇ ପୁସ୍ତକକୁ ଉପହାରସ୍ବରୂପ ଦେଇଥିବା କହିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଦିଲ୍ଲୀପ ଶ୍ରୀଚନ୍ଦନଙ୍କ ରଚିତ ଇଂରାଜୀ ପୁସ୍ତକ ‘ଷ୍ଟପ୍‌: ଗ୍ଲୋବାଲ ଓ୍ବାର୍ମିଂ ଫ୍ରମ୍‌ ଇଓର ସ୍କୁଲ’କୁ ମଧ୍ୟ ଲୋକାର୍ପଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୮ ତାରିଖ ଯାଏ ଛେଚିବ: ଆସନ୍ତାକାଲି ପାଇଁ ଏହି ୧୨ ଜିଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା! ୱାର୍ନିଂ ଜାରି କଲା…

ଭୁବନେଶ୍ୱର,୩।୪: ରାଜ୍ୟରେ ୮ ତାରିଖ ଯାଏ ବର୍ଷା ନେଇ ପାଣିପାଗ ବିଭାଗ ଚେତାବନୀ ଜାରି କରିଛି। ବିଜୁଳି, ଘଡ଼ଘଡ଼ି ସହ ବର୍ଷା ନେଇ ଆସନ୍ତାକାଲି ପାଇଁ ୧୨…

ନକଲି CID ଅଧିକାରୀ ଗିରଫ: ଶିକ୍ଷାନୁଷ୍ଠାନ, ବ୍ୟବସାୟୀଙ୍କୁ କରୁଥିଲେ ଟାର୍ଗେଟ

ଭୁବନେଶ୍ୱର,୩।୪: ରାଜଧାନୀର ଚନ୍ଦ୍ରଶେଖରପୁର ଥାନା ପୋଲିସକୁ ଶୁକ୍ରବାର ଏକ ସଫଳତା ମିଳିଛି। ଚନ୍ଦ୍ରଶେଖରପୁର ଥାନା ପୋଲିସ ଟିମ୍‌ ୮ଜଣ ନକଲି CID ଅଧିକାରୀଙ୍କୁ ଧରି ପଚରାଉଚରା କରୁଛି।…

ଆମ ବସ୍‌ ଧକ୍କାରେ ଅତିରିକ୍ତ ଡିସିପି ଆହତ

ଭୁବନେଶ୍ୱର,୩ା୪: ରାଜଧାନୀରେ ପୁଣି ଥରେ ଦୁର୍ଘଟଣା ଘଟାଇଛି ଆମ ବସ୍‌। ଏହି ବସ୍‌ ଧକ୍କାରେ ଅତିରିକ୍ତ ଡିସିପି କୃଷ୍ଣଚନ୍ଦ୍ର ସେଠୀ ଆହତ ହୋଇଛନ୍ତି। ସାଇକେଲ୍‌ରେ ଯିବା ସମୟରେ…

ଅବକାରୀ ବିଭାଗର ନୂଆ ଗାଇଡଲାଇନ: ଏଣିକି ଏମିତି ମିଳିବ ମଦ

ଭୁବନେଶ୍ୱର,୩।୪: ଅବକାରୀ ବିଭାଗ ନୂଆ ଗାଇଡଲାଇନ ଆଣିଛି। ଏଣିକି ଟେଟ୍ରା ପ୍ୟାକରେ ମଦ ମିଳିବ। ଟେଟ୍ରା ପ୍ୟାକରେ ରହିବ ୬ଟି ସୁରକ୍ଷା ଲେୟର। ୧୮୦ ମିଲି ପର୍ଯ୍ୟନ୍ତ…

ସଚେତନତା ହିଁ ଚିନ୍ତାଧାରା ବଦଳାଇବାର ବଡ଼ ମାଧ୍ୟମ

‘ଗୋମାୟା ପେଣ୍ଟ୍‌ସ’ର ପ୍ରତିଷ୍ଠାତା ତଥା ପରିଚାଳନା ନିର୍ଦ୍ଦେଶକ ଦୁର୍ଗା ପ୍ରିୟଦର୍ଶିନୀ ତାଙ୍କ ବ୍ୟବସାୟିକ ଯାତ୍ରା ଆରମ୍ଭ କରିବା ପୂର୍ବରୁ ଜଣେ ଗୃହିଣୀ ଭାବେ ସମାଜ ଓ ପରିବେଶ…

କନିଷ୍ଠ ଶିକ୍ଷକଙ୍କୁ ନିୟମିତ ନେଇ ପ୍ରକାଶ ପାଇଲା ବିଜ୍ଞପ୍ତି: ପିଛିଲା ଭାବେ ମିଳିବ ମୋଟାଅଙ୍କର ଦରମା …

ଭୁବନେଶ୍ୱର,୩ା୪ (ସୁଚିସ୍ମିତା ସାହୁ):କନିଷ୍ଠ ଶିକ୍ଷକ (ସ୍କିମାଟିକ୍‌)ଙ୍କୁ ନିୟମିତ କରିବା ପାଇଁ ଗୁରୁବାର ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି। ଏହି କନିଷ୍ଠ ଶିକ୍ଷକମାନେ ସହକାରୀ ଶିକ୍ଷକ ଭାବେ…

ଦସ୍ତଖତ କରିଥିଲେ ୯, ଗଲେ ୮: କଂଗ୍ରେସରେ ତେଜୁଛି ଗୋଷ୍ଠୀକନ୍ଦଳ

ଭୁବନେଶ୍ୱର, ୩।୪(ସୁନିତ୍‌ ମିଶ୍ର):୨୦୨୪ ସାଧାରଣ ନିର୍ବାଚନରେ ଓଡ଼ିଶାରେ କଂଗ୍ରେସର ମୋଟ୍‌ ୧୪ ଜଣ ବିଧାୟକ ବିଜୟୀ ହୋଇଥିଲେ। ସେଥିରୁ ଗତ ମାର୍ଚ୍ଚ ୧୬ ତାରିଖରେ ଅନୁଷ୍ଠିତ ରାଜ୍ୟ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri