ପାଟକୁରା ନିର୍ବାଚନ: ସକାଳ ୯ଟା ସୁଦ୍ଧା ୧୨% ମତଦାନ

ଡେରାବିଶ, ୨୦।୭(ସ୍ବ.ପ୍ର.): ପାଟକୁରା ବିଧାନସଭା ଆସନ ଲାଗି ଶନିବାର ମତଦାନ ଚାଲିଛି। ପ୍ରଥମେ ସମସ୍ତ ୩୦୯ଟି ବୁଥ୍‌ରେ ମକ୍‌ପୋଲ ହେବା ପରେ ସକାଳ ୭ଟାରୁ ଭୋଟ ଗ୍ରହଣ ଚାଲିଛି। ମତଦାତାମାନେ ଲମ୍ବା ଲାଇନ୍‌ରେ ଛିଡ଼ା ହୋଇ ମତାଧିକାର ସାବ୍ୟସ୍ତ କରୁଛନ୍ତି। ତେବେ ସକାଳ ୯ଟା ସୁଦ୍ଧା ୧୨% ମତଦାନ ହୋଇଛି। ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏହି ସୂଚନା ମିଳିଛି।
ପାଟକୁରା ବିଧାନସଭା ପାଇଁ ଆଜି ୧୦ଜଣ ପ୍ରାର୍ଥୀଙ୍କ ଭାଗ୍ୟ ପରୀକ୍ଷା ହେଉଛି। ଏହି ନିର୍ବାଚନମଣ୍ଡଳୀର ୨ ଲକ୍ଷ ୪୪ ହଜାର ୭୪୭ ଭୋଟର ସେମାନଙ୍କ ଭାଗ୍ୟ ଇଭିଏମ୍‌ରେ ସିଲ୍‌ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

୨୦ ମେଗା ପ୍ରକଳ୍ପକୁ ମିଳିଲା ଅନୁମୋଦନ: ଗଞ୍ଜାମ, ଯାଜପୁର ସମେତ ୯ଟି ଜିଲାରେ ହେବ…

ଭୁବନେଶ୍ୱର, ୧୭।୬: ରାଜ୍ୟର ୯ଟି ଜିଲାରେ ୨୦ ମେଗା ପ୍ରକଳ୍ପକୁ ମିଳିଲା ଅନୁମୋଦନ। ବୁଧବାର ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିଥିବା HLCA ବୈଠକରେ ଅନୁମୋଦନ ମିଳିଛି। ୭୬ ହଜାର…

ବଡ଼ କାର୍ଯ୍ୟାନୁଷ୍ଠାନ ନେଲେ ପିସିସି ସଭାପତି: ଦେବୀ ବିଷୋୟୀଙ୍କୁ କଂଗ୍ରେସରୁ କଲେ ନିଲମ୍ବନ

ଭଞ୍ଜନଗର,୧୭।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରର ପୂର୍ବତନ କଂଗ୍ରେସ ବିଧାୟକ ପ୍ରାର୍ଥୀ ତଥା ପିସିସି ସଭ୍ୟ ଦେବୀ ବିଷୋୟୀଙ୍କୁ ବୁଧବାର କଂଗ୍ରେସ ଦଳରୁ ନିଲମ୍ବିତ କରାଯାଇଛି। ଦଳୀୟ…

ଚାକିରି ପଛରେ କେତେ ଆଉ ଦୌଡ଼ିବେ? ସରକାରଙ୍କ ଏସବୁ ଯୋଜନାରେ ଆରମ୍ଭ କରନ୍ତୁ ନିଜ ବ୍ୟବସାୟ; ମିଳୁଛି ବଡ଼…

ନୂଆଦିଲ୍ଲୀ,୧୭।୬: ଦେଶରେ ସରକାରୀ ଚାକିରି ପାଇଁ ପ୍ରସ୍ତୁତି କରୁଥିବା ଯୁବକଯୁବତୀଙ୍କ ସଂଖ୍ୟା କ୍ରମାଗତ ଭାବେ ବଢ଼ିବାରେ ଲାଗିଛି, କିନ୍ତୁ ପ୍ରତିଯୋଗିତା ଯୋଗୁ  ସମସ୍ତଙ୍କୁ ସରକାରୀ ଚାକିରି ମିଳିବା…

ଚାକିରି ପଛରେ ଗୋଡ଼ାଇବା ଛାଡ଼ନ୍ତୁ, ଜେସିବି କିଣନ୍ତୁ! ମାସକୁ ଲକ୍ଷ ଲକ୍ଷ ରୋଜଗାର, ହେବେ ମାଲାମାଲ୍‌…

ନୂଆଦିଲ୍ଲୀ,୧୭।୬: ଭାରତରେ ଜେସିବି(JCB)ର ଚାହିଦା ବେଶ୍‌ ଅଧିକ। ନାଳ ଖୋଳିବାଠାରୁ ଆରମ୍ଭ କରି ଘର ଭାଙ୍ଗିବା, ନିର୍ମାଣ କାର୍ଯ୍ୟ, ସଡ଼କ ପ୍ରସ୍ତୁତି ଏବଂ ଜମି ସମତଳ କରିବା…

ଆସନ୍ତାକାଲି ଖୋଲିବନି ସ୍କୁଲ: ଏହି ୨ ଜିଲାରେ ବଢ଼ିଲା ଖରାଛୁଟି ଅବଧି

ଭୁବନେଶ୍ୱର, ୧୭।୬: ବଲାଙ୍ଗୀର ଜିଲାରେ ବଢ଼ିଲା ଖରାଛୁଟି ଅବଧି। ୨୦ ତାରିଖ ଯାଏ ଖରାଛୁଟି ଅବଧି ବଢ଼ିଛି। ତେବେ ୨୨ ତାରିଖରେ ବଲାଙ୍ଗୀରରେ ଶିକ୍ଷାନୁଷ୍ଠାନ ଖୋଲିବ। ପ୍ରବଳ…

ଦ୍ୱିପାକ୍ଷିକ ବୈଠକବେଳେ ବଡ଼ ପ୍ରତିଶ୍ରୁତି ଦେଲେ ଡୋନାଲ୍ଡ ଟ୍ରମ୍ପ: ମୋଦି ପିଏମ୍‌ ଥିବା ଯାଏ…ବିଶ୍ୱରେ ପଡିଗଲା ଚହଳ

ନୂଆଦିଲ୍ଲୀ, ୧୭।୬: ଫ୍ରାନ୍ସର ଏଭିଆନଠାରେ ଆୟୋଜିତ ଜି-୭ ସମ୍ମିଳନୀ ଅବସରରେ ବୁଧବାର ସାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ ଦ୍ୱିପାକ୍ଷିକ…

ଦୋଷୀ ସାବ୍ୟସ୍ତ ହେବା ପରେ ବୈଭବ ସୂର୍ଯ୍ୟବଂଶୀଙ୍କ ଉପରେ ବଡ଼ କାର୍ଯ୍ୟାନୁଷ୍ଠାନ, କଟିଯିବ…

କଲମ୍ବୋ,୧୭।୬: ଶ୍ରୀଲଙ୍କାରେ ଚାଲିଥିବା ତ୍ରିଦେଶୀୟ (ଟ୍ରାଇ) ସିରିଜ ଦରମ୍ୟାନ ଏକ ବଡ଼ ବିବାଦ ସାମ୍ନାକୁ ଆସିଛି। ଇଣ୍ଡିଆ ‘ଏ’ ପକ୍ଷରୁ ଖେଳୁଥିବା ଯୁବ ବାମହାତୀ ବ୍ୟାଟ୍ସମ୍ୟାନ ବୈଭବ…

ଅଧା ରହିଗଲା ବିଜୟର ଖୁସି! ସିରାଜ, ତିଳକଙ୍କ ସମେତ ୩ କ୍ରିକେଟରଙ୍କୁ ଲିଗାଲ ନୋଟିସ୍‌, ବଢ଼ିଲା… 

ହାଇଦ୍ରାବାଦ,୧୭।୬: ଶ୍ରୀଲଙ୍କାରେ ଖେଳାଯାଉଥିବା ତ୍ରିଦେଶୀୟ ସିରିଜ୍‌ର ଫାଇନାଲ୍‌ରେ ପ୍ରବେଶ କରି ଭାରତୀୟ ଏ-ଦଳ (India A) ଉତ୍ସବ ମନାଉଥିବା ବେଳେ ଅଧିନାୟକ ତିଲକ ବର୍ମାଙ୍କୁ ଏକ ବଡ଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri