ପାଟକୁରା ନିର୍ବାଚନ: ୧ଟା ସୁଦ୍ଧା ୪୨% ମତଦାନ

ଭୁବନେଶ୍ୱର, ୨୦।୭(ସ୍ବ.ପ୍ର.): ପାଟକୁରା ବିଧାନସଭା ଆସନ ଲାଗି ଶନିବାର ଭୋଟ ଗ୍ରହଣ ଜାରି ରହିଛି। ତେବେ ଦିନ ୧ଟା ସୁଦ୍ଧା ୪୨% ମତଦାନ ହୋଇଛି। ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ସୂତ୍ରରୁ ଏହି ସୂଚନା ମିଳିଛି। ସକାଳ ୯ଟା ସୁଦ୍ଧା ୧୨% ମତଦାନ ହୋଇଥିବା ବେଳେ ୧୧ଟା ସୁଦ୍ଧା ୨୬ ପ୍ରତିଶତ ମତଦାନ ହୋଇଥିଲା।
ପ୍ରକାଶ ଯେ, ପାଟକୁରା ଉପରେ ସାରା ଓଡ଼ିଶାର ନଜର ଏବେ କେନ୍ଦ୍ରୀଭୂତ ହୋଇଛି। ମୋଟ ୧୦ ପ୍ରାର୍ଥୀ ଏହି ପାଟକୁରା ନିର୍ବାଚନରେ ପ୍ରତିଦ୍ୱନ୍ଦିତା କରୁଛନ୍ତି। ସେଥିମଧ୍ୟରୁ ୯ ପୁରୁଷ ଏବଂ ଜଣେ ମହିଳା ପ୍ରାର୍ଥୀ ରହିଛନ୍ତି। ମତାଦାତା ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ମତଦାନ ସାବ୍ୟସ୍ତ କରିପାରିବେ। ପାଟକୁରାରେ ମୋଟ ୨ ଲକ୍ଷ ୪୭ ହଜାର ୭୪୭ ଭୋଟର ମତଦାନ ସାବ୍ୟସ୍ତ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ବିଳମ୍ବିତ ରାତିରେ ଖବରଦାତାଙ୍କୁ ଆକ୍ରମଣ

ଭୁବନେଶ୍ୱର,୧୯।୪(ସତ୍ୟଜିତ ରାଉତ):ବିଳମ୍ବିତ ରାତିରେ ଅସୁରକ୍ଷିତ ହୋଇପଡ଼ିଛି ରାଜଧାନୀ। ଅସାମାଜିକ ଯୁବକମାନେ ପଥଚାରୀଙ୍କୁ ଆକ୍ରମଣ କରିବାକୁ ପଛାଉ ନାହାନ୍ତି। ଗୁରୁବାର ରାତି ପ୍ରାୟ ୧୨ଟା ୫୫ ବେଳେ...

‘କ୍ରୁଜ୍‌’ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

ବାଲେଶ୍ୱର, ୧୯।୪(ମାନସ ବିଶ୍ୱାଳ):ବାଲେଶ୍ୱର ଚାନ୍ଦିପୁରସ୍ଥିତ ପ୍ରତିରକ୍ଷା ଗବେଷଣା ଓ ବିକାଶ ସଙ୍ଗଠନ (ଡିଆରଡିଓ) ପକ୍ଷରୁ ଇଣ୍ଟିଗ୍ରେଟେଡ୍‌ ଟେଷ୍ଟ ରେଞ୍ଜ (ଆଇଟିଆର୍‌)ରୁ ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ‘କ୍ରୁଜ୍‌’...

ନବୀନ ନିବାସରେ ବିଜେଡି ପ୍ରାର୍ଥୀଙ୍କ ଭିଡ଼

ଭୁବନେଶ୍ୱର,୧୯ା୪(ଅନିଲ ଦାସ):ପଞ୍ଚମ ପର୍ଯ୍ୟାୟ ବିଧାନସଭା ଟିକେଟ ଘୋଷଣା ପରେ ଗୁରୁବାର ନବୀନ ନିବାସରେ ବିଜେଡି ଲୋକ ସଭା ଓ ବିଧାନସଭା ପ୍ରାର୍ଥୀଙ୍କ ଭିଡ଼ ଦେଖିବାକୁ ମିଳିଛି।...

ରାଜ୍ୟବାସୀଙ୍କ ମତାମତ ଲୋଡ଼ିଲେ ପାଣ୍ଡିଆନ

ଭୁବନେଶ୍ୱର,୧୯ା୪(ଅନିଲ ଦାସ):୫-ଟି ଓ ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ବିଜେଡି ଇସ୍ତାହାର ପାଇଁ ରାଜ୍ୟବାସୀଙ୍କ ମତାମତ ଲୋଡ଼ିଛନ୍ତି। ଗୁରୁବାର ସାମାଜିକ ଗଣମାଧ୍ୟମ ଜରିଆରେ ସେ...

୪ ସଂସଦୀୟ କ୍ଷେତ୍ରରେ ମହିଳା ଭୋଟର ଅଧିକ

ଭୁବନେଶ୍ୱର,୧୯ା୪(ଅନିଲ ଦାସ):ଆସନ୍ତା ମେ’ ୧୩ ତାରିଖରେ ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ ହେବ। ଏହି ପର୍ଯ୍ୟାୟରେ କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଏବଂ ବ୍ରହ୍ମପୁର ସଂସଦୀୟ...

ଜଙ୍ଗଲ ନିଆଁ: ୯୯ ପ୍ରତିଶତ ମନୁଷ୍ୟକୃତ

ଭୁବନେଶ୍ୱର, ୧୯।୪(ଅସମାପିକା ସାହୁ):ରାଜ୍ୟରେ ତାତି ସାଙ୍ଗକୁ ବଢୁଛି ଜଙ୍ଗଲ ନିଆଁ ବିପଦ। ଚଳିତବର୍ଷ ଜଙ୍ଗଲରେ ଲାଗିଥିବା ନିଆଁ ବର୍ତ୍ତମାନ ଚିନ୍ତାଜନକ ରହିଛି। ଗତବର୍ଷ ତୁଳନାରେ ଚଳିତବର୍ଷ...

ଜଳୁଛି ଓଡ଼ିଶା:୪୦ ଡିଗ୍ରୀ ଉପରେ ୩୨ ସହର ତାପମାତ୍ରା

ଭୁବନେଶ୍ୱର, ୧୯ା୪(ଅସମାପିକା ସାହୁ):ଡହ ଡହ ଖରାରେ ସିଝୁଛି ସାରା ଓଡ଼ିଶା। ଉପକୂଳରୁ ଆଭ୍ୟନ୍ତରୀଣ, ଉତ୍ତରରୁ ଦକ୍ଷିଣ ଓଡ଼ିଶା ସବୁଠି ପାରଦ ଉପରମୁହାଁ ହୋଇଯାଇଛି। ଗୁରୁବାର ରାଜ୍ୟର...

ରାଜ୍ୟରେ ଆରମ୍ଭ ହେଲା ନାମାଙ୍କନ ପ୍ରକ୍ରିୟା

ଭୁବନେଶ୍ୱର,୧୯ା୪(ଅନିଲ ଦାସ):ରାଜ୍ୟର ପ୍ରଥମ ପର୍ଯ୍ୟାୟ (ସମଗ୍ର ଦେଶର ଚତୁର୍ଥ ପର୍ଯ୍ୟାୟ) ନିର୍ବାଚନ ମେ’ ୧୩ରେ ଅନୁଷ୍ଠିତ ହେବ। ଏଥିପାଇଁ ଗୁରୁବାର ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri