ପାଟକୁରା ନିର୍ବାଚନ Live Updates: ୧୬ ରାଉଣ୍ଡ ସୁଦ୍ଧା ବିଜେଡି ୧୭,୨୩୪ ଭୋଟରେ ଆଗୁଆ

କେନ୍ଦ୍ରାପଡ଼ା ଅଫିସ, ୨୪।୭: ପାଟକୁରା ବିଧାନସଭା ଆସନ ଲାଗି ଭୋଟ ଗଣତି ଚାଲୁରହିଥିବା ବେଳେ ବିଜେଡି ସବୁଠାରୁ ଆଗରେ ରହିଛି। ୧୬ ରାଉଣ୍ଡ ସୁଦ୍ଧା ୧୭,୨୩୪ ଭୋଟରେ ବିଜେଡି ଆଗୁଆ ରହିଛି। ବିଜେଡିର ପ୍ରାର୍ଥୀ ସାବିତ୍ରୀ ଅଗ୍ରଓ୍ବାଲଙ୍କୁ ୮୯,୩୮୯ ଖଣ୍ଡ ଭୋଟ ମିଳିଥିବା ବେଳେ ଭାଜପା ପ୍ରାର୍ଥୀ ବିଜୟ ମହାପାତ୍ରଙ୍କୁ ୭୨,୧୫୫ ଖଣ୍ଡ ଭୋଟ ମିଳିଛି। କଂଗ୍ରେସ ପ୍ରାର୍ଥୀ ଜୟନ୍ତ କୁମାର ମହାନ୍ତି ୨୦୧୬ ଖଣ୍ଡ ଭୋଟ ପାଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ମହାନଦୀରେ ବଡ଼ ବନ୍ୟା ସ୍ଥିତି: ଆଜି ଆକାଶମାର୍ଗରୁ ସ୍ଥିତି ପରଖିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,(ରବିନାରାୟଣ ଜେନା)/ ସମ୍ବଲପୁର,(ପ୍ରମୋଦ ବହିଦାର) ୧।୮: ରାଜ୍ୟରେ ଲଗାଣ ବର୍ଷା ଯୋଗୁ ସୃଷ୍ଟି ହୋଇଥିବା ବନ୍ୟା ଏବେ ଭୟଙ୍କର ରୂପ ନେଉଛି। କେଉଁଠି ଘରଦ୍ୱାର ଧୋଇ ନେଉଛି…

ମଧ୍ୟାହ୍ନ ଭୋଜନ ଛୁଟିରେ ଘରକୁ ଖାଇବାକୁ ଯିବା ବେଳେ ଅଣ ଛାତ୍ରଙ୍କ ଛୁରାମାଡ଼ରେ ଦଶମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ

ଜୟପୁର,୧ା୮(ପବନ ପାଣିଗ୍ରାହୀ): ସ୍କୁଲରୁ ମଧ୍ୟାହ୍ନ ଭୋଜନ ଛୁଟିରେ ଘରକୁ ଖାଇବାକୁ ଯିବା ବେଳେ ଶୁକ୍ରବାର ୨ ଅଣ ଛାତ୍ରଙ୍କ ଛୁରାମାଡ଼ରେ ଜଣେ ଦଶମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ…

ଅବପାତ ଦୁର୍ବଳ: ପୁଣି ବଢିବ ବର୍ଷାର ପରିମାଣ, ଘଡ଼ଘଡ଼ି ବିଜୁଳି ସହିତ…

ଭୁବନେଶ୍ୱର,୧ା୮(ବନ୍ଦନା ସେଠୀ):ରାଜ୍ୟରୁ ଅବପାତର ଭୟ ଦୂରେଇ ଥିବାବେଳେ ବର୍ଷାର ପରିମାଣ ବି କମିଛି। ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି)ର ସୂଚନା ଅନୁଯାୟୀ, ପଶ୍ଚିମ ବିଦର୍ଭ ଓ ସଂଲଗ୍ନ…

ଆଜି ଖୋଲିବ ଭିତରକନିକା ଜାତୀୟ ଉଦ୍ୟାନ: ପର୍ଯ୍ୟଟକଙ୍କ ମଧ୍ୟରେ ଆନନ୍ଦ

ରାଜନଗର, ୧ା୮(ଭାସ୍କର ରାଉତରାୟ):ବଉଳା କୁମ୍ଭୀରଙ୍କ ପ୍ରଜନନ ପାଇଁ ୩ ମାସ ଧରି ପର୍ଯ୍ୟଟକଙ୍କ ଲାଗି ବନ୍ଦ ରହିଥିବା ଭିତରକନିକା ଜାତୀୟ ଉଦ୍ୟାନ ଅଗଷ୍ଟ ୧ତାରିଖ ଶନିବାର ଖୋଲାଯିବ।…

ପାଟଶାଢ଼ିରେ ସମ୍ବଲପୁରୀ ଦିନ୍‌: ଚର୍ଚ୍ଚାରେ ହେମାଞ୍ଚଳ

ସୋନପୁର,୧।୮(ମୃତ୍ୟୁଞ୍ଜୟ ଶତପଥୀ):ସୂକ୍ଷ୍ମ କାରିଗରି ପାଇଁ ସୁବର୍ଣ୍ଣପୁର ଜିଲାର ବୁଣାକାରଙ୍କ ଦେଶ ବିଦେଶରେ ସୁନାମ ରହିଛି। ସେମିତି ଜଣେ ଯୁବ ବୁଣାକାର ହେଲେ ସୋନପୁର ବ୍ଲକ ହରଡ଼ଖୋଲ ଗ୍ରାମର…

CWG 2026: ଜୁଡୋରେ ଭାରତର ଐତିହାସିକ ସଫଳତା, ଅସ୍ମିତାଙ୍କ ପରେ ହର୍ଷ ସିଂହ ଜିତିଲେ ସ୍ୱର୍ଣ୍ଣ

ନୂଆଦିଲ୍ଲୀ,୩୧।୭: କମନୱେଲଥ୍ ଗେମ୍ସ ୨୦୨୬ରେ ଭାରତୀୟ କ୍ରୀଡ଼ା ଜଗତ ପାଇଁ ଆଜିର ଦିନଟି ଏକ ଐତିହାସିକ ଦିନ ହୋଇଛି। ଜୁଡୋରେ ଅସ୍ମିତା ଦେ ସ୍ୱର୍ଣ୍ଣ ପଦକ ଜିତିବାର…

କଶ୍ମୀର କୁଲଗାମରେ ଆତଙ୍କବାଦୀ ଆକ୍ରମଣ: ଦୁଇ ଅଣସ୍ଥାନୀୟ ବ୍ୟକ୍ତିଙ୍କୁ ଗୁଳିମାଡ଼, ଜଣଙ୍କ ମୃତ୍ୟୁ

ଶ୍ରୀନଗର,୩୧।୭: କଶ୍ମୀରର କୁଲଗାମ ଜିଲାରେ ଶୁକ୍ରବାର ଏକ ବଡ଼ଧରଣର ଆତଙ୍କବାଦୀ ଆକ୍ରମଣ ହୋଇଛି। ଆତଙ୍କବାଦୀମାନେ ଦୁଇଜଣ ଅଣ-ସ୍ଥାନୀୟ ବା ବାହାର ଶ୍ରମିକଙ୍କୁ ଟାର୍ଗେଟ କରି ଆଖିବୁଜା ଗୁଳିଚାଳନା…

CWG 2026: ଇତିହାସ ରଚିଲେ ଭାରତର ଅସ୍ମିତା ଦେ’, ଜୁଡୋରେ ଜିତିଲେ ପ୍ରଥମ ସ୍ୱର୍ଣ୍ଣ ପଦକ

ନୂଆଦିଲ୍ଲୀ, ୩୧।୭: କମନୱେଲ୍ଡ ଗେମ୍ସ (ରାଜ୍ୟଗୋଷ୍ଠୀ କ୍ରୀଡା) ଇତିହାସରେ ଭାରତ ଏକ ବଡ଼ ସଫଳତା ହାସଲ କରିଛି। ଭାରତର ଯୁବ ଜୁଡୋ ଖେଳାଳି ଅସ୍ମିତା ଦେ’ ୪୮…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri