ପାଟଣାବାସୀଙ୍କ ଦୀର୍ଘଦିନର ଦାବି ହେଲା ପୂରଣ, ମୁଖ୍ୟମନ୍ତ୍ରୀ ଲୋକାର୍ପଣ କଲେ…

ପାଟଣା,୫।୨(ବୀର କିଶୋର ଦାଶ): ଓଡ଼ିଶାରେ ଗୁରୁବାର ୫୭ଟି ନୂତନ ସବ ରେଜିଷ୍ଟ୍ରର କାର୍ଯ୍ୟାଳୟ ଓ “ଆମ ସାଥୀ “ୟୁନିଫାଏଡ ହ୍ବାଟସ ଆପକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଭାଷି ମଧ୍ୟାମରେ ଉଦ୍‌ଘାଟନ କରିଛନ୍ତି। କେନ୍ଦୁଝର ଜିଲା ପାଟଣା ମୁଖ୍ୟାଳୟ ପାଟଣା ତହସିଲ ପରିସରରେ ସବ ରେଜିଷ୍ଟ୍ରି ଅଫିସ କାର୍ଯ୍ୟାଳୟ ପରିସରରେ ଗୁରୁବାରଠାରୁ ସବ ରେଜିଷ୍ଟର କାର୍ଯ୍ୟାଳୟ ଖୋଲିଛି। ଏହାକୁ ଆଭାସି ମାଧ୍ୟମରେ ମୂଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ୱରର ଲୋକସେବା ଭବନରୁ ପାଟଣା ବ୍ଲକ ଅଫିସ ଅଶ୍ୱାନ ହଲକୁ ଯୋଡି ହେଇଥିଲେ। ଅଭାଷି ମାଧ୍ୟମରେ ପାଟଣା ବ୍ଲକ ଅଧ୍ୟକ୍ଷା ବୀଣା ପାଣି ନାୟକ, ପାଟଣା ବିଧାୟକଙ୍କ ବ୍ଲକ ପ୍ରତିନିଧି କମଳା କାନ୍ତ ଦାଶ, ସବ ରେଜିଷ୍ଟ୍ରାର ଅଶିନୀ କୁମାର ନାଏକ, ପାଟଣା ବିଡିଓ ମାନସ କୁମାର ଦଣ୍ଡ ପାଟ, ଅତିରିକ୍ତ ତହସିଲଦାର ଶରଣ କୁମାର ଜେନା, ରବିଶଙ୍କର ହେମ୍ରମ, ରାଜସ୍ବ ପରିଦର୍ଶକ ବନ ମାଳୀ ନାଏକ, ପୂର୍ବତନ ବ୍ଲକ ଅଧ୍ୟକ୍ଷ ବିଶ୍ବନାଥ ନାୟକ, ତହସିଲ ଅମଲା ସୀତାନାଏକ ଝରଣା ମହାନ୍ତ, ଡାଟା ଏଣ୍ଟ୍ରି ଅପରେଟର ଲିଙ୍ଗରାଜ ଦାଶ, ରତିରଞ୍ଜନ ଦାସଙ୍କ ସହ ୧୧ ଜଣ ରାଜସ୍ବ ନିରୀକ୍ଷକ ସାମିଲ ହୋଇଥିଲେ। ପାଟଣା ତହସିଲ ଅଞ୍ଚଳର ୧୫୪ଟି ମୌଜା ଜମି ଜମା, ବିକ୍ରି , କବଲା, ୱିଲ, ମ୍ୟାରେଜ ରେଜିଷ୍ଟ୍ରେଶନ ଆଦି କାର୍ଯ୍ୟ ଏବେ ପାଟଣା ସବ ରେଜିଷ୍ଟ୍ରି କାର୍ଯ୍ୟାଳୟରେ ସମ୍ପନ୍ନ ହୋଇପାରିବ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଟି-୨୦ ବିଶ୍ୱକପ୍: ଆଇସିସି କ’ଣ ଭାରତକୁ ବାହାର କରିପାରିଥାନ୍ତା? ନାସର ହୁସେନ୍‌ଙ୍କ ମନ୍ତବ୍ୟକୁ ନେଇ ହଟଚମଟ

ନୂଆଦିଲ୍ଲୀ,୫।୨: ଥମିବାର ନା ନେଉନାହିଁ ଟି-୨୦ ବିଶ୍ୱକପ୍ ବିବାଦ। ଏହାରି ମଧ୍ୟରେ ଏହାକୁ ଆହୁରି ଜଟିଳ ଆତାକୁ ଟାଣି ନେଉଛି ବ୍ୟକ୍ତିବିଶେଷଙ୍କ ବୟାନ। ଏହାରି ମଧ୍ୟରେ ପୂର୍ବତନ…

ବଡ଼ କାର୍ଯ୍ୟାନୁଷ୍ଠାନ ନେଲେ ଭକ୍ତ: କଂଗ୍ରେସରୁ ନିଳମ୍ବିତ ହେଲେ ୩ ସରପଞ୍ଚଙ୍କ ସହ…

ରାୟଗଡା,୫।୨(ଆଶିଷ ରଞ୍ଜନ ପଣ୍ଡା): ଗୁଡାରି ବ୍ଲକ ଅଧକ୍ଷାଙ୍କ ବିରୋଧରେ ଆଗତ ହୋଇଥିବା ଅନାସ୍ଥା ପ୍ରସ୍ତାବ ସପକ୍ଷରେ ଭୋଟ ଦେଇ ଦଳ ବିରୋଧୀ କାର୍ଯ୍ୟ ଓ ବିଶୃଙ୍ଖଳା ଆଚରଣ…

ସାମ୍ନାକୁ ଆସିଲା ଅଜିତ ପାଓ୍ବାରଙ୍କ ଶେଷ ଭିଡିଓ, ଜାଣନ୍ତୁ ବିମାନ ଦୁର୍ଘଟଣା ପୂର୍ବରୁ କ’ଣ କହିଥିଲେ? ଭାବବିହ୍ବଳ କରୁଛି…

ମୁମ୍ବାଇ,୫।୨: ମହାରାଷ୍ଟ୍ରର ଦିବଂଗତ ଉପମୁଖ୍ୟମନ୍ତ୍ରୀ ଏବଂ ରାଷ୍ଟ୍ରବାଦୀ କଂଗ୍ରେସ ପାର୍ଟି (ଏନସିପି) ମୁଖ୍ୟ ଅଜିତ ପାୱାରଙ୍କ ଏକ ଶେଷ ଭିଡିଓ ସାମ୍ନାକୁ ଆସିଛି, ଯାହା ରାଜ୍ୟ ରାଜନୈତିକ…

ଯୌତୁକ ପାଇଁ ସ୍ବାମୀ ସାଜିଲା ପିଶାଚ, ସ୍ତ୍ରୀଙ୍କୁ ପିଆଇଦେଲେ ବିଷ, ଫେରାର୍‌ ହୋଇଗଲେ…

ଦିଗପହଣ୍ଡି, ୫।୨(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ଜକରାପଲ୍ଲୀ ଗ୍ରାମରେ ଅଧିକା ଯୌତୁକ ପାଇଁ ସନ୍ଧ୍ୟା ବିଷୋୟୀ(୨୩)ଙ୍କୁ ବୁଧବାର ସ୍ବାମୀ ଓ…

ସ୍କାଉଟ୍‌ସ ଓ ଗାଇଡ୍‌ସ ଶିବିର ଉଦ୍‌ଘାଟିତ: ସନ୍ଧ୍ୟାରେ ସାଂସ୍କୃତିକ କାର୍ଯ୍ୟକ୍ରମରେ ଦୁଲୁକିଲା ମଞ୍ଚ

ଦାରିଙ୍ଗବାଡି, ୫ ।୨ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ପରିସରରେ ଗୁରୁବାର ୩ ଦିନିଆ ସ୍କାଉଟ୍‌ସ ଓ…

‘ମୋଦି, ତୁମର କବର ଖୋଳାଯିବ’, କାହିଁକି ଏପରି ସ୍ଲୋଗାନ ଦେଉଛି କଂଗ୍ରେସ? ରାଜ୍ୟ ସଭାରେ ପ୍ରଧାନମନ୍ତ୍ରୀ ମୋଦି ଦେଲେ…

ନୂଆଦିଲ୍ଲୀ,୫।୨: ରାଜ୍ୟ ସଭାରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ଉପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ବିବୃତ୍ତିରେ କଂଗ୍ରେସକୁ କଡ଼ା ଟାର୍ଗେଟ କରିଥିଲେ। ସେ କହିଥିଲେ…

ଏସିଆନ ଶୁଟିଂରେ ଭରତର ଆଧିପତ୍ୟ ଜାରି: ସୁରୁଚି-ରାଣାଙ୍କୁ ମିଳିଲା ରୌପ୍ୟ

ନୂଆଦିଲ୍ଲୀ,୫ା୨: ଭାରତ ନୂଆଦିଲ୍ଲୀଠାରେ ଚାଲିଥିବା ଏସିଆନ ଶୁଟିଂ ଚାମ୍ପିୟନଶିପ୍‌ରେ ନିଜ ଆଧିପତ୍ୟ ଜାରି ରଖିଛି। ବିଶ୍ୱ ଚାମ୍ପିୟନ ସମ୍ରାଟ ରାଣା ଓ ବିଶ୍ୱ କପ୍‌ ଫାଇନାଲ ବିଜେତା…

ଘରେ କେହି ନଥିବାର ସୁଯୋଗ ନେଇ ଘରେ କଳାକନା ବୁଲାଇଲେ ଚୋର, ନେଇଗଲେ ୧୦ ଭରି ସୁନା ଗହଣା ସହ…

କୋକସରା,୫।୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା ଆମପାଣି ଥାନା ଆମପାଣି ଗ୍ରାମର ବ୍ୟବସାୟୀ ସନ୍ତୋଷ କୁମାର ସାହୁ ତାଙ୍କ ପରିବାର ଲୋକଙ୍କ ସହିତ ବୁଧବାର ଘରେ ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri