ପାଟଣାର ପୂର୍ବତନ ବିଧାୟକ ରାମରାୟ ଗୁରୁତର

ପାଟଣା,୧୯ା୫(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ରାମରାୟ ମୁଣ୍ଡା ବାର୍ଦ୍ଧକ୍ୟ ଜନିତ ରୋଗର ଶିକାର ହୋଇ ପ୍ରଥମେ କେନ୍ଦୁଝର ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଥିଲେ। ପରେ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ କଟକ ବଡ଼ ଡାକ୍ତରଖାନା ସ୍ଥାନାନ୍ତର କରାଯାଇଛି। ରାମରାୟଙ୍କ ଘର ପାଟଣା ବ୍ଲକ ବ୍ଲକ ଚକୁଣ୍ଡାପାଳ ଗ୍ରାମରେ। ରାମରାୟ ୧୯୬୭ ମସିହାରୁ ୧୯୭୧ ପର୍ଯ୍ୟନ୍ତ ସ୍ବାଧୀନ ପ୍ରାର୍ଥୀ ଭାବେ ନିିର୍ବାଚନ ଜିତି ପାଟଣା ନିର୍ବାଚନମଣ୍ଡଳୀର ବିଧାୟକ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସମୁଦ୍ରରେ ନିଖୋଜ ଥିବା ଟ୍ରଲର ଠାବ, ୯ ମତ୍ସ୍ୟଜୀବୀଙ୍କ ମୃତଦେହ ଉଦ୍ଧାର, ମାଲିକ ପହଞ୍ଚି…

ଭୋଗରାଇ,୧୩ା୭(ପ୍ରଦୀପ ଦାସ): ପଶ୍ଚିମବଙ୍ଗ ପୂର୍ବମେଦିନୀପୁର ଜିଲା ଶଙ୍କରପୁର ମତ୍ସ୍ୟ ଅବତରଣ କେନ୍ଦ୍ର(ଜେଟିରୁ )ରୁ ଗତ ୨ ତାରିଖରୁ ସମୁଦ୍ରକୁ ଯାଇ ନିଖୋଜ ଥିବା ମା’ କାଳୀ ନାମକ…

ରାତିଅଧରେ ଏଟିଏମ୍‌ ତାଡ଼ି ଥାର୍‌ ଗାଡ଼ିରେ ବାନ୍ଧି ନେଉଥିଲେ ଦୁର୍ବୃତ୍ତ, ଭୁକିଲା କୁକୁର, ଆଉ ତା’ ପରେ…

ଖଇରା,୧୧ା୭(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅନ୍ତର୍ଗତ ତୁଡ଼ିଗଡିଆ ବଜାରରେ ଥିବା ଇଣ୍ଡିଆ -୧ ଏଟିଏମ୍‌ ମେଶିନ ତାଡ଼ି ଦୃବୁର୍ତ୍ତମାନେ ଥାର୍‌ ଗାଡ଼ି ପଛରେ ବାନ୍ଧି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri