ପାଟଣା ଥାନାରେ ଯୋଗଦେଲେ ନୂତନ ଥାନାଧିକାରୀ

ପାଟଣା,୨୪ା୫(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଥାନାରେ ରବିବାର ନୂତନ ଥାନାଧିକାରୀ ଭାବେ ସୋମନାଥ ଜେନା ଯୋଗ ଦେଇଛନ୍ତି। ଏହାପୂର୍ବରୁ ସେ କେନ୍ଦୁଝର ଟାଉନ ଥାନାରେ ଥାନାଧିକାରୀ ଭାବେ କାର୍ଯ୍ୟ କରୁଥିଲେ। ନବନିଯୁକ୍ତ ଥାନାଧିକାରୀ ଆଇନ ଶୃଙ୍ଖଳା ରକ୍ଷା ସହ ଲୋକଙ୍କ ସହ ସୁସମ୍ପର୍କ ରକ୍ଷା କରିବା ଉପରେ ଗୁରୁତ୍ୱ ଦେବେ ବୋଲି କହିଛନ୍ତି।
ସୂଚନାଯୋଗ୍ୟ, ପାଟଣା ଥାନାଧିକାରୀ ଭାବେ କାର୍ଯ୍ୟରତ ସନ୍ଧ୍ୟାରାଣୀ ଜେନା ଥାନା ଭିତରେ ଜଣେ ୨୨ ବର୍ଷୀୟ ଯୁବକ ମୁଦାଲାଙ୍କୁ ଥାର୍ଡ ଡିଗ୍ରୀ କରୁଥିବାର ଭିଡିଓ ସୋମବାର ଭାଇରାଲ ହୋଇଥିଲା। ଏହି ଘଟଣାରେ ଶନିବାର ଡିଜିପି ତାଙ୍କୁ ନିଲମ୍ବନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କଟକରେ ଫୁଟିଲା ଗୁଳି, ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ

କଟକ,୧୮।୨: ଭୋଜି ଚାଲିଥିଲା ବେଳେ ଗୁଳିମାଡ଼ । ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ ହୋଇଥିବା ନେଇ ଅଭିଯୋଗ ହୋଇଛି । କଟକ ମଧୁପାଟଣା ଥାନା ନୂଆପଡ଼ା ପ୍ରେସ୍‌…

ପୁଟୁପଡ଼ାରେ ବ୍ୟବସାୟୀଙ୍କ ଘରୁ ଚୋରି ଘଟଣା, ୪ ଜଣଙ୍କୁ ଗିରଫ କରି ପୋଲିସର କୋର୍ଟ ଚାଲାଣ

ଖଡ଼ିଆଳ,୧୮।୨(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡିଆଳ ପୁଟୁପଡା ୱାର୍ଡ ନଂ ୧୧ ନିବାସୀ ପ୍ରବୀଣ ଅଗ୍ରୱାଲ ଘରୁ ଚୋରି ହୋଇଥିବା ଫେବୃଆରୀ ୧୬ ତାରିଖରେ ଖଡ଼ିଆଳ…

ପାରିବାରିକ କଳହର କରୁଣ ପରିଣତି, ସ୍ତ୍ରୀକୁ ଶାଢ଼ୀରେ ତଣ୍ଟି ଚିପି ହତ୍ୟା କଲେ ସ୍ୱାମୀ

ବଲାଙ୍ଗୀର,୧୮।୨(ସୁନିଲ କୁମାର ମହାନ୍ତି ): ବଲାଙ୍ଗୀର ଜିଲା ସିନ୍ଧେକେଲା ଥାନା ଜାମପଡା ଗାଁ ଖୁଣ୍ଟିଆପଡାରେ ଛାତିଥରା ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଶାଢ଼ୀରେ ତଣ୍ଟି ଚିପି ହତ୍ୟା…

ବ୍ୟବସାୟୀଙ୍କ ଘରୁ ଚୋରି କରି ଧରାପଡ଼ିଲେ

ଖଡ଼ିଆଳ,୧୮।୨: ନୂଆପଡ଼ା ଜିଲା ୧୧ ନମ୍ବର ୱାର୍ଡ ପୁଟୁପଡ଼ାରେ ରହୁଥିବା ଜଣେ ବ୍ୟବସାୟୀଙ୍କ ଘରୁ ବଡ଼ଧରଣର ଚୋରି ହୋଇଥିଲା। ପୋଲିସ ବୁଧବାର ଉକ୍ତ ଘଟଣାର ପର୍ଦ୍ଦାଫାଶ କରିଛି।…

ବୋଲଗଡ଼ ବିଡିଓଙ୍କୁ ହଟାଇବା ଦାବିରେ ତାତିଲେ ଆନ୍ଦୋଳନକାରୀ; ପୋଲିସ ସହ ଠେଲାପେଲା, କାର୍‌ ଭାଙ୍ଗିଲେ…

ଖୋର୍ଦ୍ଧା,୧୮।୨(ପ୍ରଭାତ ପାଣିଗ୍ରାହୀ): ଉଗ୍ରରୂପ ନେଲା ବ୍ଲକ ସମୁଖ ଆନ୍ଦୋଳନ । ବୋଲଗଡ଼ ବ୍ଲକ ପରିସରରେ ବିଡିଓ ବିବାଦକୁ ନେଇ ଉତ୍ତେଜନା ଦେଖାଯାଉଥିବା ବେଳେ ବିଡିଓଙ୍କ ଗାଡି ଭଙ୍ଗାରୁଜା…

ପୌର ପରିଷଦ କାର୍ଯ୍ୟାଳୟ ଗେଟରେ ତାଲା ପକାଇଲେ ସଫେଇ କର୍ମଚାରୀ

ଯାଜପୁରରୋଡ଼,୧୮।୨(ପବିତ୍ର ରଞ୍ଜନ ମହାନ୍ତି): ବ୍ୟାସନଗର ପୌର ପରିଷଦ କାର୍ଯ୍ୟାଳୟ ଗେଟରେ ତାଲା ପକାଇ ବୁଧବାର ସଫେଇ କର୍ମଚାରୀମାନେ ଆନ୍ଦୋଳନ କରିଛନ୍ତି। କର୍ମଚାରୀଙ୍କ ଅଭିଯୋଗ ମୁତାବକ ସେମାନେ ୩…

ନୂତନ ସରପଞ୍ଚ ଭାବେ ଦାୟିତ୍ୱ ନେଲେ ବନିତା ଶବର, ପଞ୍ଚାୟତର ଉନ୍ନତି ନିମନ୍ତେ…..

ଗୁଡାରି,୧୮।୨(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡାରି ବ୍ଲକର ଏମକେରାଇ ଗ୍ରାମପଞ୍ଚାୟତର ନୂତନ ସରପଞ୍ଚ ଭାବେ ବୁଧବାର ଦାୟିତ୍ୱ ଗ୍ରହଣ କଲେ ବନିତା ଶବର । ଗ୍ରାମପଞ୍ଚାୟତର…

ସ୍କୁଲ ଯାଉଥିବା ବେଳେ ମହୁମାଛି ଆକ୍ରମଣ: ୩ ଛାତ୍ରୀ ଗୁରୁତର

ଭଦ୍ରକ,୧୮।୨: ଭଦ୍ରକ ଜିଲା ଭଣ୍ଡାରୀପୋଖରୀ ଥାନା ହାଟଡିହ ନିକଟରେ ବୁଧବାର ମହୁମାଛି ଆତଙ୍କ ଦେଖାଦେଇଛି। ମହୁମାଛି ଆକ୍ରମଣରେ ୩ଜଣ ଛାତ୍ରୀ ଗୁରୁତର ହୋଇଛନ୍ତି। ଛାତ୍ରୀମାନେ ସ୍କୁଲ ଯାଉଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri