ପାଟଣା ବ୍ଲକରେ ଆଉ ଜଣେ କରୋନା ପଜିଟିଭ୍‌ ଚିହ୍ନଟ: ୪ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

ପାଟଣା,୮ା୬(ସ୍ବ.ପ୍ର.) : କେନ୍ଦୁଝର ଜିଲା ପାଟଣା ବ୍ଲକ ଯମୁନାପଶି ପଞ୍ଚାୟତର ଜଣେ ୩୬ ବର୍ଷୀୟ ବିବାହିତ ଯୁବକଙ୍କ ସୋମବାର କରୋନା ପଜିଟିଭ୍‌ ଥିବା ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଏଥିସହ ପାଟଣା ବ୍ଲକରେ ପଜିଟିଭ୍‌ ସଂଖ୍ୟା ୪ରେ ପହଞ୍ଚିଛି। ଏହି ବ୍ୟକ୍ତି ଜଣକ ଉକ୍ତ ପଞ୍ଚାୟତ ବିଶୋଇପାଟ ସରକାରୀ ଉଚ୍ଚ ବିଦ୍ୟାଳୟ, ଯମୁନାପଶିର କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ରହୁଥିଲେ। ସେ ୪ ମାସ ପୂର୍ବରୁ ବାଙ୍ଗାଲୋର ଯାଇ ଶ୍ରମିକ ଭାବେ ଘର ସିଲିଂ କାମ କରୁଥିଲେ। ମେ’ ୨୬ ରେ ସେ ଓଡ଼ିଶା ଆସି ପଞ୍ଚାୟତ କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ରହୁଥିଲେ। ସେ ରହୁଥିବା କକ୍ଷର ଆଉ ୬ ଜଣ ବ୍ୟକ୍ତିଙ୍କର ସ୍ବାବ୍‌ ଟେଷ୍ଟ ହେବ ବୋଲି ଜଣାପଡ଼ିଛି। ପାଟଣା ତହସିଲଦାର ଶିବପ୍ରସଦ ମୁର୍ମୁ, ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଡା. ଶୁଭେନ୍ଦୁ ସାଗର କୁମାର ନାଏକ, ତୁରୁମୁଙ୍ଗା ଥାନାଧିକାରୀ ବରେନ୍ଦ୍ର ଶିଆଲ ଓ ବିପି ଏମ୍‌ ଦୀପକ କୁମାର ନାୟକଙ୍କ ଉପସ୍ଥିତିରେ ତାଙ୍କୁ କେନ୍ଦୁଝର ରାଙ୍କିସ୍ଥିତ କୋଭିଡ୍‌ ହସ୍ପିଟାଲକୁ ଚିକିତ୍ସା ପାଇଁ ପଠାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଂଶୁଘାତ ନେଲା ଚାଷୀଙ୍କ ଜୀବନ!

ବେଲଗୁଣ୍ଠା,୨୧ା୫(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଳକ୍‌ ଗାଙ୍ଗପୁର ଥାନା ଅନ୍ତର୍ଗତ ପାଇଲିପଡ଼ା ପଞ୍ଚାୟତର ଧାନପୁଞ୍ଜା ଗ୍ରାମରେ ଜଣେ ଭାଗ ଚାଷୀଙ୍କ ଅଂଶୁଘାତରେ ମୃତ୍ୟୁ ହୋଇଥିବା…

ବିଶ୍ୱବିଦ୍ୟାଳୟରେ ବିନା ଅନୁମୋଦନରେ ନିଯୁକ୍ତ କର୍ମଚାରୀ ଛଟେଇ ହେବେ

ଭୁବନେଶ୍ୱର,୨୧ା୫(ସୁଚିସ୍ମିତା ସାହୁ): ରାଜ୍ୟ ସରକାରୀ ବିଶ୍ୱବିଦ୍ୟାଳୟଗୁଡ଼ିକରେ ବେଆଇନ ଭାବେ ନିଯୁକ୍ତ କର୍ମଚାରୀଙ୍କୁ ଛଟେଇ କରାଯିବ। ସେମାନଙ୍କ ନିୟମିତକରଣ ଦାବିକୁ ବିଚାର କରାଯିବ ନାହିଁ। ଏପରି ନିଯୁକ୍ତି ଫଳରେ…

ନାବାଳିକାଙ୍କୁ ବଳାତ୍କାର

ହିଞ୍ଜିଳିକାଟୁ ୨୧।୫(ଦ୍ୱିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଶାସନ ଆମ୍ୱଗାଁ ପଞ୍ଚାୟତ ଅଧୀନ ଏକ ଗାଁର ଜଣେ ନାବାଳିକାଙ୍କୁ ପ୍ରଲୋଭନ ଦେଖାଇ ବଳାତ୍କାର ଅଭିଯୋଗରେ ଜଣେ…

ଷ୍ଟାଡିୟମ ପାଇଁ ହେଲା ଜାଗା ଚିହ୍ନଟ

କର୍ଲାମୁଣ୍ଡା,୨୧ା୫(ପ୍ରଦୀପ କୁମାର ସାହୁ): ରାଜ୍ୟ ସରକାର ପ୍ରତ୍ୟେକ ବ୍ଲକ୍‌ରେ ଷ୍ଟାଡିୟମ ନିର୍ମାଣ ପାଇଁ ଅର୍ଥ ମଞ୍ଜୁର କରିଥିବା ବେଳେ କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ୍‌ରେ ଜାଗା ଚିହ୍ନଟରେ…

ପ୍ରବଳ ଗ୍ରୀଷ୍ମ ପ୍ରବାହ: ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ୨ ଦିନ ବନ୍ଦ

କଟକ, ୨୧।୫ (କାର୍ତ୍ତିକ ସାହୁ): ସାରା ରାଜ୍ୟ ସମେତ କଟକ ଜିଲାରେ ମଧ୍ୟ ଗ୍ରୀଷ୍ମ ପ୍ରବାହ ଓ ପ୍ରବଳ ଖରା ପାଇଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଏହି…

ଛତ୍ରପୁରରେ ବେଆଇନ ମୋରମ ଚାଲାଣ ଉପରେ ପୋଲିସର ଚଢ଼ାଉ: ୧୦ ଟିପ୍ପର ସହ ଜେସିବି ଜବତ

ଛତ୍ରପୁର, ୨୧।୫ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲ୍ଲା ଛତ୍ରପୁର ଅଞ୍ଚଳରେ ବେଆଇନ ଖଣିଜ ସମ୍ପଦ ଚୋରା ଚାଲାଣ ଉପରେ ଚମାଖଣ୍ଡି ଥାନା ପୋଲିସ ଏକ ବଡ଼ଧରଣର କାର୍ଯ୍ୟାନୁଷ୍ଠାନ…

ନ୍‌କଆଉଟ୍‌ କ୍ରିକେଟ ପ୍ରତିଯୋଗିତା: ଚଣାଲିମା ଚାମ୍ପିୟନ

ଲାଞ୍ଜିଗଡ଼,୨୧।୫(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଞ୍ଜିଗଡ଼ ନିୟମଗିରି ବେଦାନ୍ତନଗର ଖେଳପଡିଆରେ ଗୋଲଡେନ ସ୍ପୋଟର୍‌ସ କ୍ଳବ ଏବଂ ଲାଞ୍ଜିଗଡ଼ ବେଦାନ୍ତ ଲିମିଟେଡ଼ ମିଳିତ ଆନୁକୂଲ୍ୟରେ…

ଟ୍ରେନ ଧକ୍କାରେ ବୋଲେରୋ ଚୁରମାର: ଗୋପାଳପୁର ପୋର୍ଟ ସ୍ୱତନ୍ତ୍ର ରେଳ ପଥରେ ବଡ଼ ଦୁର୍ଘଟଣା

ଛତ୍ରପୁର, ୨୧।୫ (ଦିଲ୍ଲୀପ ସାମଲ): ଛତ୍ରପୁର ଆର୍ଯ୍ୟପଲ୍ଲୀ ସ୍ଥିତ ଗୋପାଳପୁର ପୋର୍ଟର ସ୍ୱତନ୍ତ୍ର ରେଳ ପଥରେ ଏକ ଭୟାବହ ଦୁର୍ଘଟଣା ଘଟିଯାଇଛି। ଏକ ମାଲବାହୀ ଟ୍ରେନ ଧକ୍କାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri