ଭବାନୀପାଟଣା,୮।୬(ଡ.ଏନ୍.ଏ.): ବଲାଙ୍ଗୀର ଜିଲା ପାଟନାଗଡ଼ ନବନିର୍ବାଚିତ ବିଧାୟକ ସରୋଜ ମେହେର ଆଦିବାସୀ ସମ୍ପ୍ରଦାୟର ଜନୈକ କନିଷ୍ଠ ଯନ୍ତ୍ରୀଙ୍କୁ ବେଆଇନ ଭାବେ ସର୍ବସାଧାରଣରେ ଉଠ୍ବସ୍ କରାଇବା ଓ ଜନସାଧାରଣଙ୍କ ସମ୍ମୁଖରେ ଜାତିଆଣ ଆକ୍ଷେପକରି ଗାଳିଗୁଲଜ କରିବା ଘଟଣାରେ ସମ୍ପୃକ୍ତ ବିଧାୟକ ଓ ନିର୍ବାହୀଯନ୍ତ୍ରୀଙ୍କୁ ତୁରନ୍ତ ଗିରଫ କରିବାକୁ ଦାବି ହୋଇଛି। ଦାବି ପୂରଣ ନ ହେଲେ ବାଧ୍ୟହୋଇ ସାରା ରାଜ୍ୟର ଆଦିବାସୀ ରାଜରାସ୍ତାକୁ ଓହ୍ଲାଇ ଆନ୍ଦୋଳନାମତ୍କ ପନ୍ଥା ଗ୍ରହଣ କରିବେ ବୋଲି ଶୁକ୍ରବାର ଆଦିବାସୀ କଲ୍ୟାଣ ସଂଘ କଳାହାଣ୍ଡି ଶାଖା ତରଫରୁ ଚେତାବନୀ ଦିଆଯାଇଛି। ଘଟଣାରୁ ପ୍ରକାଶ ଯେ, ନିମ୍ନମାନର କାମକୁ ନେଇ ପାଟନାଗଡ଼ ନବନିର୍ବାଚିତ ବିଧାୟକ ସରୋଜ କୁମାର ମେହେର ସର୍ବସାଧାରଣଙ୍କ ସମ୍ମୁଖରେ ପାଟନାଗଡ଼ ପୂର୍ତ୍ତ ବିଭାଗ କନିଷ୍ଠ ଯନ୍ତ୍ରୀ ଜୟନ୍ତ କୁମାର ଶବରଙ୍କୁ ଉଠ୍ବସ୍ କରାଇବା ସହିତ ଜାତିଆଣ ଆକ୍ଷେପକରି ଅଶ୍ଳୀଷ ଭାଷାରେ ଗାଳିଗୁଲଜ କରିବା ଏବଂ ବିଧାୟକ ମେହେରଙ୍କ ନିର୍ଦ୍ଦେଶ କ୍ରମେ ନିର୍ବାହୀଯନ୍ତ୍ରୀ ଲୋକନାଥ ମିଶ୍ର ସଂପୃକ୍ତ କନିଷ୍ଠ ଯନ୍ତ୍ରୀ ଶ୍ରୀ ଶବରଙ୍କୁ ଗାଲରେ ଚାପୁଡା ମାରିଥିଲେ।
ପାଟନାଗଡ଼ ବିଧାୟକ, ନିର୍ବାହୀଯନ୍ତ୍ରୀଙ୍କୁ ତୁରନ୍ତ ଗିରଫ ଦାବି: ଦାବି ପୂରଣ ନ ହେଲେ ରାଜରାସ୍ତାକୁ ଓହ୍ଲାଇବାକୁ ଚେତାବନୀ
ସିବିଏସ୍ଇ ମାଟ୍ରିକ ପରୀକ୍ଷାରେ ସ୍ମିତାରାଣୀଙ୍କ କୃତିତ୍ୱ
ବଲାଙ୍ଗୀର,୧୭ା୪(ସୁନିଲ କୁମାର ମହାନ୍ତି): ସିବିଏସ୍ଇ ମାଟ୍ରିକ ପରୀକ୍ଷାରେ ସେମଫୋର୍ଡ ଫ୍ୟୁଚରିଷ୍ଟିକ ବିଦ୍ୟାଳୟର ଛାତ୍ରୀଛାତ୍ର ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। ସ୍ମିତାରାଣୀ ସାହୁ ୯୭.୨ ପ୍ରତିଶତ ସହ ସ୍କୁଲ…
ଜୀବିତ ବ୍ୟକ୍ତିଙ୍କୁ ମୃତ ଦର୍ଶାଉଛି ଆଧାରକାର୍ଡ ତଥ୍ୟ, ସଂଶୋଧନ ପାଇଁ ୪ ମାସ ହେଲା ଦୌଡୁଛନ୍ତି ଡାକସେବକ
ଦିଗପହଣ୍ଡି,୧୭ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସାହାସପୁର ଗ୍ରାମର କେ.ରକି ଦୋରା(୨୪) ଯୁକ୍ତ ୩ (ସ୍ନାତକ) ପାସ କରିବା ପରେ ଗତ ୨୦୨୩ରୁ ଦିଗପହଣ୍ଡି…
ଟଙ୍କା ଆଦାୟକୁ ନେଇ ଫାଇନାନ୍ସ କର୍ମଚାରୀଙ୍କୁ ହତ୍ୟା, ଆସିଲା କୋର୍ଟଙ୍କ ବଡ଼ ରାୟ, ଅଭିଯୁକ୍ତଙ୍କୁ…
କେନ୍ଦୁଝର,୧୭ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ନୟାକୋଟ ଥାନା ଅଞ୍ଚଳରେ ୨୦୨୫ରେ ଫାଇନାନ୍ସ ଟଙ୍କା ଆଦାୟକୁ ନେଇ ଘଟିଥିବା ବହୁଚର୍ଚ୍ଚିତ ହତ୍ୟାକାଣ୍ଡ ଘଟଣାର ଶୁକ୍ରବାର ରାୟ ପ୍ରକାଶ…
ଯାତ୍ରା ପୂର୍ବରୁ ସେକ୍ସ ରାକେଟ୍ ଉପରେ ଭଞ୍ଜନଗର ପୋଲିସର ଚଢ଼ାଉ, ଏସବୁ ଆପତ୍ତିଜନକ ଜିନିଷ ମିଳିବା ପରେ…
ଭଞ୍ଜନଗର,୧୭ା୪(ବାବୁଲା ପ୍ରଧାନ): ଆଉ କିଛି ଦିନ ପରେ ଅର୍ଥାତ୍ ଏପ୍ରିଲ ୨୬ରୁ ଗଞ୍ଜାମ ଜିଲା ଭଞ୍ଜନଗରର ପ୍ରସିଦ୍ଧ ଐତିହାସିକ ଠାକୁରାଣୀ ଯାତ୍ରା ଆରମ୍ଭ ହେବ। ଯାତ୍ରାକୁ ଶାନ୍ତିଶୃଙ୍ଖଳାର…
ସିବିଏସ୍ଇ ଦଶମ ପରୀକ୍ଷା ଫଳ : ୧୦ ସଫଳ ଛାତ୍ରୀଛାତ୍ରଙ୍କୁ ସମ୍ବର୍ଦ୍ଧନା କଲା ଜିଲା ପ୍ରଶାସନ
ନୂଆପଡ଼ା,୧୭ା୪ (ମକାରୁ ବେମାଲ): ସିବିଏସ୍ଇ ଦଶମ ଶ୍ରେଣୀ ୨୦୨୬ ପରୀକ୍ଷାରେ ନୂଆପଡ଼ା ଜିଲାର ଛାତ୍ରୀଛାତ୍ର ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। ଶୁକ୍ରବାର ଜିଲା ପ୍ରଶାସନ ପକ୍ଷରୁ ଏହି…
୧୫ ବର୍ଷ ପରେ ଜନଗଣନା: ଭଞ୍ଜନଗର ତହସିଲରେ ୬୦୦ କର୍ମଚାରୀ ନିୟୋଜିତ, ଘରକୁ ଘର ବୁଲି…
ଭଞ୍ଜନଗର,୧୭ା୪(ବାବୁଲା ପ୍ରଧାନ): ପ୍ରତି ୧୦ ବର୍ଷକୁ ଥରେ ଦେଶରେ ଜନଗଣନା ହୋଇଥାଏ। ଏହାକୁ ଦୃଷ୍ଟିରେ ରଖି ବିକାଶ ଯୋଜନା ହୋଇଥାଏ। ଶେଷଥର ପାଇଁ ୨୦୧୧ ରେ ଦେଶରେ…
ଶ୍ରାଦ୍ଧବାର୍ଷିକୀରେ ବିଜୁବାବୁଙ୍କୁ ଅବମାନନା: ଅଭାବ ପଡ଼ିଲା ଫୁଲମାଳ ସହ…
ହାଟଡିହୀ/ଆନନ୍ଦପୁର,୧୭ା୪(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରର ବିଜେଡି ତରଫରୁ ଆନନ୍ଦପୁର କଲ୍ୟାଣ ମଣ୍ଡପଠାରେ ପ୍ରବାଦପୁରୁଷ ସ୍ବର୍ଗତଃ ବିଜୁ ପଟ୍ଟନାୟକଙ୍କ ୨୯ତମ ଶ୍ରାଦ୍ଧ…
ବିଜୁବାବୁଙ୍କୁ ନେଇ ଏମିତି ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, କହିଲେ ଆମେ ତାଙ୍କର…
ଭୁବନେଶ୍ୱର,୧୭ା୪: ଆଜି ଅର୍ଥାତ୍ ଶୁକ୍ରବାର ବିଜୁବାବୁଙ୍କ ଶ୍ରାଦ୍ଧ ବାର୍ଷିକୀ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମହାନ ଜନନାୟକ ବିଜୁବାବୁଙ୍କୁ ମନେ ପକାଇ ଏକ ବଡ଼…
Archives

