ପାଟନାଗଡ଼ ବିଧାୟକ, ନିର୍ବାହୀଯନ୍ତ୍ରୀଙ୍କୁ ତୁରନ୍ତ ଗିରଫ ଦାବି: ଦାବି ପୂରଣ ନ ହେଲେ ରାଜରାସ୍ତାକୁ ଓହ୍ଲାଇବାକୁ ଚେତାବନୀ

ଭବାନୀପାଟଣା,୮।୬(ଡ.ଏନ୍‌.ଏ.): ବଲାଙ୍ଗୀର ଜିଲା ପାଟନାଗଡ଼ ନବନିର୍ବାଚିତ ବିଧାୟକ ସରୋଜ ମେହେର ଆଦିବାସୀ ସମ୍ପ୍ରଦାୟର ଜନୈକ କନିଷ୍ଠ ଯନ୍ତ୍ରୀଙ୍କୁ ବେଆଇନ ଭାବେ ସର୍ବସାଧାରଣରେ ଉଠ୍‌ବସ୍‌ କରାଇବା ଓ ଜନସାଧାରଣଙ୍କ ସମ୍ମୁଖରେ ଜାତିଆଣ ଆକ୍ଷେପକରି ଗାଳିଗୁଲଜ କରିବା ଘଟଣାରେ ସମ୍ପୃକ୍ତ ବିଧାୟକ ଓ ନିର୍ବାହୀଯନ୍ତ୍ରୀଙ୍କୁ ତୁରନ୍ତ ଗିରଫ କରିବାକୁ ଦାବି ହୋଇଛି। ଦାବି ପୂରଣ ନ ହେଲେ ବାଧ୍ୟହୋଇ ସାରା ରାଜ୍ୟର ଆଦିବାସୀ ରାଜରାସ୍ତାକୁ ଓହ୍ଲାଇ ଆନ୍ଦୋଳନାମତ୍କ ପନ୍ଥା ଗ୍ରହଣ କରିବେ ବୋଲି ଶୁକ୍ରବାର ଆଦିବାସୀ କଲ୍ୟାଣ ସଂଘ କଳାହାଣ୍ଡି ଶାଖା ତରଫରୁ ଚେତାବନୀ ଦିଆଯାଇଛି। ଘଟଣାରୁ ପ୍ରକାଶ ଯେ, ନିମ୍ନମାନର କାମକୁ ନେଇ ପାଟନାଗଡ଼ ନବନିର୍ବାଚିତ ବିଧାୟକ ସରୋଜ କୁମାର ମେହେର ସର୍ବସାଧାରଣଙ୍କ ସମ୍ମୁଖରେ ପାଟନାଗଡ଼ ପୂର୍ତ୍ତ ବିଭାଗ କନିଷ୍ଠ ଯନ୍ତ୍ରୀ ଜୟନ୍ତ କୁମାର ଶବରଙ୍କୁ ଉଠ୍‌ବସ୍‌ କରାଇବା ସହିତ ଜାତିଆଣ ଆକ୍ଷେପକରି ଅଶ୍ଳୀଷ ଭାଷାରେ ଗାଳିଗୁଲଜ କରିବା ଏବଂ ବିଧାୟକ ମେହେରଙ୍କ ନିର୍ଦ୍ଦେଶ କ୍ରମେ ନିର୍ବାହୀଯନ୍ତ୍ରୀ ଲୋକନାଥ ମିଶ୍ର ସଂପୃକ୍ତ କନିଷ୍ଠ ଯନ୍ତ୍ରୀ ଶ୍ରୀ ଶବରଙ୍କୁ ଗାଲରେ ଚାପୁଡା ମାରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ମାର୍ଟସିଟି ସ୍କୁଲରେ ଅସଜଡ଼ା ଭିତ୍ତିଭୂମି, ନିମ୍ନମାନର କାର୍ଯ୍ୟ କରି ଟଙ୍କା ହଡ଼ପ

ରାଉରକେଲା,୨୧ା୯(ଦିନେଶ ମିଶ୍ର): ଶିକ୍ଷାକ୍ଷେତ୍ରରେ ଉନ୍ନତି ଆଣିବା ପାଇଁ ରାଜ୍ୟ ସରକାର ବିଭିନ୍ନ ଯୋଜନା କାର୍ଯ୍ୟକାରୀ କରିଛନ୍ତି। ଏହାସତ୍ତ୍ୱେ ଶିକ୍ଷା ବ୍ୟବସ୍ଥାରେ ସୁଧାର ଆସୁନାହିଁ। ଏହା କୌଣସି ଅପହଞ୍ଚ…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ, ଏମ୍‌ଏମ୍‌ଡିଆର୍‌ ବିଲ୍‌ ପ୍ରତ୍ୟାହାର ପ୍ରସ୍ତାବ ନେଇ ଲୋଡ଼ିଲେ..

ଭୁବନେଶ୍ୱର,୨୧ା୯(ରବିନାରାୟଣ ଜେନା): ଖଣି, ଖଣିଜ ଦ୍ରବ୍ୟ ବିକାଶ ଓ ନିୟନ୍ତ୍ରଣ ଆଇନ (ଏମ୍‌ଏମ୍‌ଡିଆର୍‌) ଆକ୍ଟ ପ୍ରତ୍ୟାହାର ଲାଗି ଗୃହରେ ସର୍ବସମ୍ମତିକ୍ରମେ ଏକ ପ୍ରସ୍ତାବ ପାରିତ କରିବା ଲାଗି…

ଧାନ ଫସଲରେ ବ୍ୟାପୁଛି ନଳିପୋକ, ଚକଡ଼ା ରୋଗ, ଚିନ୍ତାରେ ଚାଷୀ

ବରଗଡ଼,୨୧।୯(ପ୍ରେମାନନ୍ଦ ଖମାରୀ): ବର୍ଷା କମିଛି। ଗୁଳୁଗୁଳି ଆରମ୍ଭ ହୋଇଛି। ଏଭଳି ସ୍ଥିତିରେ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଧାନ ଫସଲରେ ନଲିପୋକ (ପତ୍ରପୋଡ଼ା), ଚକଡ଼ା…

ଆଜି ଅବପାତ ରୂପ ନେବ ଲଘୁଚାପ, ପାଣିପାଗ ବିଭାଗ କହିଲା ବୁଧବାର ସକାଳ ସୁଦ୍ଧା…

ଭୁବନେଶ୍ୱର,୨୧ା୯: ଉତ୍ତର ଆଣ୍ଡାମାନ ସାଗର ଏବଂ ସଂଲଗ୍ନ ଅଞ୍ଚଳ ଉପରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରି ରବିବାର ସକାଳେ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରକୁ…

ସକାଳୁ ସକାଳୁ ଦୁର୍ଘଟଣା: ରାସ୍ତାରେ ଚାଲିଚାଲି ଯାଉଥିବାବେଳେ ଧକ୍କାଦେଲା ଅଜଣା ଗାଡ଼ି, ଚାଲିଗଲା ଅକ୍ଷୟଙ୍କ ଜୀବନ

ପରଜଙ୍ଗ,୨୧ା୯(ନିଗମାନନ୍ଦ ଦଳବେହେରା): ସକାଳୁ ସକାଳୁ ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଅନ୍ତର୍ଗତ ୫୩ ନଂ ଜାତୀୟ ରାଜପଥରେ ଘଟିଛି ଦୁର୍ଘଟଣା। ଆଦର୍ଶ ବିଦ୍ୟାଳୟଠାରୁ ଅଳ୍ପ ଦୂରରେ ସୋମବାର…

ବଲାଙ୍ଗୀରରୁ ଫରେଷ୍ଟରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ଅଫିସ ଷ୍ଟାଫ୍ କ୍ବାର୍ଟରରେ…

ବଲାଙ୍ଗୀର,୨୦।୯( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଫରେଷ୍ଟ ରେଞ୍ଜ ଅଫିସ ପଛପଟେ ଥିବା ଷ୍ଟାଫ କ୍ବାଟରୁ ଫରେଷ୍ଟରଙ୍କ ମୃତଦେହ ଉଦ୍ଧାର ହୋଇଛି । ଝୁଲନ୍ତା ଅବସ୍ଥାରେ ତାଙ୍କ…

ବିହାରୀ କଏଦୀ ଫେରାର ଘଟଣା: ଚୌଦ୍ୱାର ଜେଲ ଅଧୀକ୍ଷକ ଗିରଫ

କଟକ,୨୦।୯(ପ୍ରଭୁ କଲ୍ୟାଣ ପାଲ ): ବିହାରୀ କଏଦୀ ଫେରାର ଘଟଣାରେ ଗିରଫ ହେଲେ ଚୌଦ୍ୱାର ଜେଲ ଅଧୀକ୍ଷକ ସୁଜିତ ରାଉଳ। ଜେଲ ମିନିଟି ବୁକ୍‌ରେ ଜାଲିଆତି ନେଇ…

ଅଡବା ପୋଲିସକୁ ବଡ଼ ସଫଳତା, ଜଙ୍ଗଲରେ ଲୁଚାଇ ରଖିଥିଲେ ଗଞ୍ଜେଇ, ହଜାରେ କେଜି ଜବତ

ମୋହନା,୨୦।୯( ମନ୍ମଥ ମିଶ୍ର ): ଗଜପତି ଜିଲାରେ ବେଆଇନ ଗଞ୍ଜେଇ କାରବାର ବିରୋଧରେ ଚାଲିଥିବା ସ୍ୱତନ୍ତ୍ର ଅଭିଯାନରେ ଅଡବା ପୋଲିସ ଏକ ବଡ଼ ସଫଳତା ହାସଲ କରିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?