ପାଠ୍‌ପଢ଼ାର ବାଟ୍‌ ଛେକିଛେ ଗରିବୀ:ସରକାରୀ ସାହାଯ୍‌ ଆଶ୍‌ରେ ଦିବ୍ୟାଙ୍ଗ ଛାତ୍ର

ଲାଠୋର, ୧୮।୧୦(ଡି.ଏନ୍‌.ଏ.)- ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଲାଠୋର ପଁଚେତ୍‌ ସଦର କଲୋନିପଡ଼ାର ଶଶି ପୁଟେଲକଁର ପୁଓ ଓମକାର ପୁଟେଲ(୧୦)। ସେ ଜନ୍‌ମୁ ଅଁଧ୍‌ ଆଏ। ହେଲେ ପାଠ୍‌ପଢ଼ାରେ ତାକର ବଡ଼ଭାରି ରୁଚି ରହିଛେ। ଇଅଡ଼େ ପରିବାରଟା ନିହାତି ଗରିବ୍‌ ହେଇଥିଲାବେଲେ ପୁଓକେ ପାଠ୍‌ପଢ଼ାବାର ଲାଗି ଟଁକା ପଏସାର ଅଭାବ ରହିଛେ। ଏନ୍‌ତାଥି ଓମକାର ଗଁା ସ୍କୁଲରେ ପଢ଼ୁଛନ୍‌। ହେଲେ ଗଁା ସ୍କୁଲରେ ତାକର ଭବିଷତ୍‌କେ ନେଇ ପରିବାର ଲୋକ୍‌ ଚିନ୍‌ତାରେ ରହିଛନ୍‌।
ସୂଚନା ଅନ୍‌ସାରେ ଲାଠୋର କଲୋନିପଡ଼ାର ଶଶି ପୁଟେଲକଁର ପରିବାର କହେଲେ ମାଏକିନା ଗୋପପୁରୀ, ଝି’ ଦୀପାଞ୍ଜଳି ଆର ୩ ପୁଓ ଓମକାର, ଡିଲେଶ୍ୱର, ନରେଶକୁଁ ନେଇ ସଁସାର। ଶଶି ବଛରକ ୬ ମାସ ଚାଷ୍‌ବାସ ଆର ବାକି ୬ ମାସ ଦାଦନ୍‌ ଯାଇ କୁଟୁମ ପୁଷୁଛନ୍‌। ପୁଓ ଓମକାର ଜନ୍‌ମୁ ଅଁଧ୍‌ ହେଇଥିଲେ ବି ଶଶି ତାହାକୁ ଭିନେ ଭିନେ ଡାକ୍‌ତରଖାନାରେ ଚିକିଛା କରେଇ ନିରାଶ ହେଇଛନ୍‌। ମାସିକ ୭ ଶହ ଟଁକା ଦିବ୍ୟାଙ୍ଗ ଭତା ଆର ୧୦ କେ.ଜି. ଚାଉଲକେ ଛାଡ଼ିଦେଲେ ଓମକାର ବାକି କେହେନ୍‌ସି ସରକାରୀ ସୁବିଧା ନାଇଁ ପାଏବାର। ଇ ଗରିବ୍‌ ପରିବାର ଅଭାବ ଅନାଟନରୁ ଆଏଜ୍‌ତକ ଭଲ ଘରଖଁଡ଼େ ନାଇଁ କରିପାରି। ଏନ୍‌ତାଥି ଇ ଗରିବ ପରିବାର ଗୁଟେ ମାଏଟ୍‌ ଖପର ଘରେ ଆଶ୍‌ରେ ନେଇଛନ୍‌। ଇଆଡ଼େ ଓମକାରର ପାଠ୍‌ପଢ଼ାରେ ରୁଚି ରହିଥିଲେ ବି ଅଭାବ ଅନାଟନ ଲାଗି ପରିବାର ଲୋକ୍‌ ତାହାକୁ କେହେନ୍‌ସି ଗୁଟେ ଭଲ ସ୍କୁଲରେ ଦାଖଲ କରି ନାଇଁପାରବାର। ଓମକାର ଏହେଦେ ଗଁା ସ୍କୁଲରେ ୫ମ ଶ୍ରେଣୀରେ ପଢ଼ୁଛନ୍‌। ତାକର ପାଠ୍‌ପଢ଼ବାର ଇଛାକେ ଦେଖି ପରିବାର ଲୋକ୍‌ ପୁଓକେ କେନ୍‌ଠାନେ, କେନ୍‌ଥେଇ ପଢ଼ାବେ ତାର ବାଟ ନାଇଁପାଏବାର। ଜିଲା ପରଶାସନ ଇ ଦିଗେ ଦୁରୁଷ୍‌ଟି ଦେଇ ଓମକାରକେ କେହେନ୍‌ସି ସରକାରୀ ଅନ୍ଧ, ମୁକ ବଧିର ସ୍କୁଲରେ ପଢ଼ାବାର ବେବସ୍‌ତା କରବାକେ ବୁଧିଜୀବୀ ମହଲରେ ଦାବି ହେଉଛେ।


Enter your email to get our daily news in your inbox.

All Right Reserved By Dharitri.Com

ବଡଦିନ ପାଇଁ ବ୍ୟାପକ ପ୍ରସ୍ତୁତି: ପୋଲିସର ଫ୍ଲାଗମାର୍ଚ୍ଚ

ରାଇକିଆ, ୨୪।୧୨(ପ୍ରଦୀପ ବେହେରା)- ଆଉ ଗୋଟିଏ ଦିନ ପରେ ବଡଦିନ। ଏଥିପାଇଁ କନ୍ଧମାଳ ଜିଲା ରାଇକିଆ ବ୍ଲକର ବିଭିନ୍ନ ଚର୍ଚ୍ଚରେ ଆକର୍ଷଣୀୟ ସାଜସଜ୍ଜା ସାଙ୍ଗକୁ ବ୍ୟାପକ...

ସୋଲାର ଲାଇଟ ଅଚଳ ଘଟଣା: ସରପଞ୍ଚ ଲଗାଇଲେ ଷ୍ଟ୍ରିଟ ଲାଇଟ

ଦାରିଙ୍ଗବାଡି, ୨୪୧୨ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ପଞ୍ଚାୟତରେ ପ୍ରତି ମଙ୍ଗଳବାର ସାପ୍ତାହିକ ହାଟ ହେଉଛି। ଏହି ହାଟରେ ଭିଡ଼ ଜମୁଛି।...

ଭିଜିଲାନ୍ସ ଜାଲରେ ବରିଷ୍ଠ ରାଜସ୍ବ ସହାୟକ: ପୈତୃକ ଘର ସହ ୪ଟି ସ୍ଥାନରେ ଚଢ଼ାଉ ଜାରି…

ସମ୍ବଲପୁର,୨୪।୧୨(ପ୍ରମୋଦ ବହିଦାର): ଭିଜିଲାନ୍ସ ଜାଲରେ ସମ୍ବଲପୁର ବନ୍ଦୋବସ୍ତ କାର୍ଯ୍ୟାଳୟର ବରିଷ୍ଠ ରାଜସ୍ବ ସହାୟକ( SRA)ବାସୁଦେବ ଭୋଇ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ବିଭାଗ...

ଲୋକ ଉତ୍ସବ ପ୍ରସ୍ତୁତି ବୈଠକ: ଗଣମାଧ୍ୟମ ପ୍ରତିନିଧିଙ୍କୁ ଅଣଦେଖା

ବଲାଙ୍ଗୀର,୨୪।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପ୍ରଶାସନ ଏବଂ ଜିଲା ସଂସ୍କୃତି ବିଭାଗ ପକ୍ଷରୁ ସ୍ଥାନୀୟ ଡିଏଫ୍‌ଓ ସମ୍ମିଳନୀ କକ୍ଷରେ ବଲାଙ୍ଗୀର ଲୋକ ଉତ୍ସବ ପାଇଁ...

ପରିସ୍ରା କରିବାକୁ ଯାଇଥିଲେ ବ୍ୟବସାୟୀ, ଭୁଷୁଡିଲା କାନ୍ଥ: ଆଉ ତା’ପରେ…

ଅମରପାଲି,୨୪।୧୨(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ କେନଝିରିଆପାଲି ପଞ୍ଚାୟତ ରୁଗୁଡ଼ିପାଲି ଗ୍ରାମରେ କାନ୍ଥ ଭୁଷୁଡି ଜଣେ ଯୁବ ବ୍ୟବସାୟୀଙ୍କ ମୃତ୍ୟୁ ହୋଇଛି। ମୃତ...

ରାତି ପାହିଲେ ବଡ଼ ଦିନ: ଧରାବତରଣ କରିବେ ପ୍ରଭୁ ଯୀଶୁ

ଭୁବନେଶ୍ୱର,୨୪।୧୨: ରାତି ପାହିଲେ ବଡ଼ ଦିନ। ଆଜି ମଧ୍ୟରାତ୍ରୀରେ ଧରାବତରଣ କରିବେ ପ୍ରଭୁ ଯୀଶୁ। ପ୍ରଭୁ ଯୀଶୁଙ୍କୁ ଉପାସନା ପାଇଁ ଖ୍ରୀଷ୍ଟ ଧର୍ମାବଲମୱୀଙ୍କ ମନରେ ଉତ୍କଣ୍ଠା...

ଶୀତ ମହୋତ୍ସବକୁ ଆସିବେ ୨ କୃଷ୍ଣ: ବଢୁଛି ଚର୍ଚ୍ଚା

ଦାରିଙ୍ଗବାଡି,୨୪।୧୨(ଅରୁଣ ସାହୁ):ଦାରିଙ୍ଗବାଡିରେ ଆସନ୍ତା ୮ଠାରୁ ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ହେବାକୁ ଯାଉଛି। ଏହି ମହୋତ୍ସବରେ ରାଜ୍ୟର ବିଭିନ୍ନ ବିଭାଗ ମନ୍ତ୍ରୀମାନେ ଯୋଗଦେବାକୁ ରହିଥିବାବେଳେ କିଏ...

ଆଜିଠୁ ବରଗଡ଼ ଧନୁଯାତ୍ରା: ବରଗଡ଼ ହେବ ମଥୁରା ନଗରୀ, ଅମ୍ବାପାଲି ପାଲଟିବ ଗୋପପୁର

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାରରୁ ଆରମ୍ଭ ହେବ। ପରମ୍ପରା ଅନୁଯାୟୀ, ବରଗଡ଼ ଏମ୍‌ପି ପ୍ରଦୀପ କୁମାର ପୁରୋହିତ ଏବଂ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri