ପାଣିଟାଙ୍କିରୁ ନାବାଳକଙ୍କ ମୃତଦେହ ଉଦ୍ଧାର, ନିଶା ସେବନ କରିଥିବାରୁ ଖସି ପଡ଼ିଥିବା ସନ୍ଦେହ

ଭୁବନେଶ୍ୱର,୧୦।୧୦(ବ୍ୟୁରୋ): ସ୍ଥାନୀୟ ଖାରବେଳ ନଗର ଥାନା ଅନ୍ତର୍ଗତ ୟୁନିଟ-୯, ପ୍ଲଟ ନଂ-୧୨୯ରେ ଥିବା ଏକ ପାଣିଟାଙ୍କିରୁ ଗୁରୁବାର ଜଣେ ନାବାଳକଙ୍କ ମୃତଦେହକୁ ଖାରବେଳ ନଗର ପୋଲିସ ଉଦ୍ଧାର କରିଛି। ସେ ହେଲେ ତିର୍ଜକ ତେଜର ଜେନା(୧୨)। ମୃତ୍ୟୁର କାରଣ ସ୍ପଷ୍ଟ ହୋଇନାହିଁ। ହେଲେ ପ୍ରାଥମିକ ତଦନ୍ତରୁ ନିଶା ଖାଇଥିବା ଯୋଗୁ ପାଣିଟାଙ୍କିରେ ପଡ଼ି ଅଣନିଶ୍ୱାସୀ ହୋଇ ତାଙ୍କ ମୃତ୍ୟୁ ଘଟିଥିବା ପୋଲିସ ସନ୍ଦେହ କରୁଛି।

ସୂଚନାନୁଯାୟୀ, ତିର୍ଜକ ସକାଳେ ପେଟ୍ରୋଲ ବୋତଲ ହାତରେ ଧରି ଛାତ ଉପରକୁ ଯାଇଥିଲେ। କିଛି ସମୟ ପରେ ଘର କାମ କରିବା ସମୟରେ ଟ୍ୟାପ୍‌ରୁ ବାହାରୁଥିବା ପାଣି ପେଟ୍ରୋଲ ବାସ୍ନା ହୋଇଥିଲା। ଫଳରେ ପରିବାରଲୋକେ ପାଣିଟାଙ୍କିରେ କିଭଳି ପେଟ୍ରୋଲ ମିଶିଲା ତାହା ଜାଣିବା ଲାଗି ଯାଇଥିଲେ। ସେଠାରେ ତିର୍ଜକଙ୍କ ମୃତଦେହ ଭାସୁଥିବା ଦେଖିବାକୁ ମିଳିଥିଲା। ଏନେଇ ପୋଲିସକୁ ଖବର ଦିଆଯାଇଥିଲା। ପୋଲିସ ସେଠାରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ଲାଗି କ୍ୟାପିଟାଲ ହସ୍ପିଟାଲକୁ ପଠାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଏଣିକି ଉତ୍କେଲାରୁ ଭୁବନେଶ୍ୱରରୁ ପ୍ରତିଦିନ ଉଡ଼ିବ ବିମାନ, ଯାତ୍ରୀଙ୍କ ମହଲରେ ଖୁସିର ଲହରୀ; ଜାଣନ୍ତୁ ଟିକେଟ ଦର…

କେସିଙ୍ଗା,୨୩।୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାବାସୀଙ୍କ ପାଇଁ ଏକ ବଡ଼ ଖୁସିର ଖବର। ଜିଲାର ଏକମାତ୍ର ବିମାନବନ୍ଦର ଉତ୍କେଲା ବିମାନ ବନ୍ଦରରୁ ରାଜଧାନୀ ଭୁବନେଶ୍ୱରକୁ ପ୍ରତିଦିନ ବିମାନ ଉଡ଼ିବ।…

କାଳବୈଶାଖୀର ତାଣ୍ଡବ: କ୍ଷତିଗ୍ରସ୍ତଙ୍କୁ ସହାୟତା ପ୍ରଦାନ ପାଇଁ ଭେଟିଲା ବିଜେଡି ବ୍ଲକ ଟିମ୍‌

ଥୁଆମୂଳ ରାମପୁର,୨୩ା୫(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ନାକୁରୁଣ୍ଡି ପଞ୍ଚାୟତରେ କାଳବୈଶାଖୀ ଜନିତ ବ୍ୟାପକ କ୍ଷୟକ୍ଷତି ପରେ ପ୍ରଭାବିତ ଅଞ୍ଚଳରେ ଶନିବାର ବିଜେଡିର…

କାନଝରୀ ଡ୍ୟାମରେ ବୁଡ଼ିଗଲେ ଇଞ୍ଜିନିୟରିଂ ଛାତ୍ର

କେନ୍ଦୁଝର,୨୩।୫(ନରେଶ ଚନ୍ଦ୍ର ପଟ୍ଟନାୟକ): ସଦର ଥାନା ଅନ୍ତର୍ଗତ କାନଝରୀ ଡ୍ୟାମରେ ଶନିବାର ସକାଳେ ଗାଧୋଇବାକୁ ଯାଇଥିବା ବେଳେ ଜଣେ ଇଞ୍ଜିନିୟରିଂ ଛାତ୍ରଙ୍କ ମୃତ୍ୟୁ ଘଟିଛି। ମୃତ ଛାତ୍ରଙ୍କ…

ଆମ୍ବ ଗୋଟାଇବା ଲାଗି ତୋଟାକୁ ଯାଇଥିଲେ ନାବାଳକ, ହଠାତ୍‌ ହେଲା ବଜ୍ରପାତ, ଆଉ ତା’ ପରେ…

ଲାଞ୍ଜିଗଡ଼,୨୩ା୫(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ବିଶ୍ୱନାଥପୁର ଥାନା ଲାଞ୍ଜି ପଞ୍ଚାୟତ ଅନ୍ତର୍ଗତ ଜଙ୍ଗେରଗୁଡା ଗ୍ରାମର ଜଣେ ନାବାଳକର ବଜ୍ରାଘାତରେ ଶୁକ୍ରବାର ଅପରାହ୍ନରେ ମୃତ୍ୟୁ…

ରାଜ୍ୟରେ ଆଇନ-ଶୃଙ୍ଖଳା ସ୍ଥିତିକୁ ନେଇ ମୁଖ୍ୟମନ୍ତ୍ରୀ କଲେ ସମୀକ୍ଷା: ଛୁଟି ଦିନ ସତ୍ତ୍ୱେ…

ଭୁବନେଶ୍ୱର,୨୩।୫: ରାଜ୍ୟର ଆଇନ-ଶୃଙ୍ଖଳା ସ୍ଥିତିକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁତ୍ୱପୂର୍ଣ୍ଣ ସମୀକ୍ଷା କରିଛନ୍ତି। ଛୁଟି ଦିନ ହୋଇଥିବା ସତ୍ତ୍ୱେ ମୁଖ୍ୟମନ୍ତ୍ରୀ ଅଫିସକୁ ଆସି ଏହି…

ଶିଶୁକୁ ଝୁଣି ପକାଇଲେ କୁକୁରପଲ, ମୁଣ୍ଡରେ ଲାଗିଛି ଆଘାତ, ଡାକ୍ତର କହିଲେ…

ଦିଗପହଣ୍ଡି,୨୩ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମହାନଳା ଗ୍ରାମ ସାରଙ୍ଗ ବିହାର ଛକ ନିକଟରେ ଏକ ଭଡ଼ାଘରେ ରହୁଥିବା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା…

ମାଛକୁଣ୍ଡ ଜଳବିଦ୍ୟୁତ୍‌ କେନ୍ଦ୍ରରେ ଲାଗିଲା ନିଆଁ, ଲିଭାଇବାକୁ ଯାଇ ଯନ୍ତ୍ରୀ…

ନନ୍ଦପୁର/ଲମତରପୁଟ,୨୩ା୫(ତୁଷାରକାନ୍ତ ମହାନ୍ତି/ଭକ୍ତରାମ ବାଙ୍କିଆ): କୋରାପୁଟ ଜିଲା ଲମତାପୁଟ ବ୍ଲକରେ ଥିବା ମାଛକୁଣ୍ଡ ଜଳ ବିଦ୍ୟୁତ୍‌ କେନ୍ଦ୍ରରେ ଶନିବାର ଏକ ବଡ଼ ଧରଣର ଅଗ୍ନିକାଣ୍ଡ ଘଟି ଲକ୍ଷାଧିକ ଟଙ୍କାର…

ଏହି ୩ ଜିଲାରେ ଘଡ଼ଘଡ଼ି ସହ ବର୍ଷା, ୩ ଘଣ୍ଟାରେ ହେବ…

ଭୁବନେଶ୍ୱର,୨୩ା୫: ଓଡ଼ିଶାରେ ପ୍ରଚଣ୍ଡ ଗ୍ରୀଷ୍ମ ଜାରି ରହିଥିବାବେଳେ ଖରାତାତି ଓ ଗୁଳୁଗୁଳିରେ ଛଟପଟ ହେଉଛନ୍ତି ରାଜ୍ୟବାସୀ। ରାଜ୍ୟର ୩ ଜିଲାକୁ ପାଣିପାଗ ବିଭାଗ ସତର୍କ ସୂଚନା ଜାରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri