ପାଣିରେ ବୁଡ଼ିଛି ଚାଷଜମି: ସ୍ଥିତି ଅନୁଧ୍ୟାନ କଲେ ଜଳସେଚନ ବିଭାଗ ନିର୍ବାହୀଯନ୍ତ୍ରୀ

ତିହିଡ଼ି, ୨।୮ (ଡି.ଏନ.ଏ.) – ଭଦ୍ରକ ଜିଲା ତିହିଡ଼ି ତହସିଲ ଅଧୀନ କୁବେରା ପଞ୍ଚାୟତର ୩ଟି ମୌଜାରେ ୩ ଶହ ଏକର ଚାଷଜମି ପାଣିରେ ବୁଡ଼ି ରହିଛି। ଇଟାଗଡ଼ି ଗ୍ରାମବାସୀଙ୍କ ପକ୍ଷରୁ ଗୁରୁବାର ଏ ସମ୍ପର୍କରେ ସାଳନ୍ଦୀ ଜଳସେଚନ ବିଭାଗ କାର୍ଯ୍ୟନିର୍ବାହୀ ଯନ୍ତ୍ରୀଙ୍କୁ ଅବଗତ କରାଯାଇଥିଲା। ନିର୍ବାହୀ ଯନ୍ତ୍ରୀ ଆର୍ତ୍ତତ୍ରାଣ ସାହୁ ଶୁକ୍ରବାର ପୂର୍ବାହ୍ନରେ ଏହି ଅଞ୍ଚଳକୁ ଆସି ସ୍ଥିତି ଅନୁଧ୍ୟାନ କରି ଫେରିଛନ୍ତି। ଗୋପାଳିଆ କେନାଲର ସଂସ୍କାର କାର୍ଯ୍ୟ ଶନିବାରଠାରୁ ଆରମ୍ଭ ହେବ ବୋଲି ସେ ପ୍ରତିଶ୍ରୁତି ଦେଇଛନ୍ତି। ଗୋପାଳିଆ କେନାଲ ଦୀର୍ଘଦିନ ଧରି ସଂସ୍କାର ହୋଇପାରି ନାହିଁ। ଏହାଛଡ଼ା ଈଶାଣପୁରଠାରୁ କଷଟି ପର୍ଯ୍ୟନ୍ତ ଢଳେଇ ରାସ୍ତା ନିର୍ମାଣ ଯୋଗୁ ଜଳ ନିଷ୍କାସନରେ ବାଧା ସୃଷ୍ଟି ହୋଇଛି। ଏଥିଯୋଗୁ ଇଟାଗଡ଼ି, କଷଟି ଓ ଦେଉଳା ମୌଜାର ଏହି ଚାଷଜମି ଜଳମଗ୍ନ ହୋଇଛି। ଫଳରେ ଚାଷକାର୍ଯ୍ୟ ଆରମ୍ଭ ହୋଇପାରୁ ନ ଥିବା ଇଟାଗଡ଼ି ଗ୍ରାମର ଗଣେଶ ପ୍ରସାଦ ରାଉତ, ସରୋଜ ଖୁଣ୍ଟିଆ, ଅଭିରାମ ସେଠୀ, କମଳାକାନ୍ତ ସେଠୀ, ବିଶ୍ୱନାଥ ସେଠୀ, ନିର୍ମଳ ସେଠୀ ଓ ନିତ୍ୟାନନ୍ଦ ସ୍ବାଇଁ ପ୍ରମୁଖ ଦର୍ଶାଇଥିଲେ। ଅନୁଧ୍ୟାନ ବେଳେ ସାଳନ୍ଦୀ ଜଳସେଚନ ବିଭାଗ ନିର୍ବାହୀ ଯନ୍ତ୍ରୀ ସାହୁଙ୍କ ସହ ଏସ୍‌ଡିଓ ପ୍ରୀତମ ପୋଥାଳ, କନିଷ୍ଠ ଯନ୍ତ୍ରୀ ସତ୍ୟସୁନ୍ଦର ମଣ୍ଡଳ ଓ ଗ୍ରାମବାସୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦ୍ୱିତୀୟ ଥର ଭରସା ରଖିଥିବାରୁ ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଲେ ବିଷ୍ଣୁବ୍ରତ

ବାସୁଦେବପୁର,୨୯ା୩(ନାରାୟଣ ପ୍ରସାଦ ବାରିକ୍‌): ଭଦ୍ରକ ଜିଲା ବାସୁଦେବପୁର ବିଜେଡି ଶିବିର ଏବେ ଚଳଚଞ୍ଚଳ ହୋଇପଡ଼ିଛି। ବାସୁଦେବପୁର ବିଧାୟକ ବିଷ୍ଣୁବ୍ରତ ରାଉତରାୟ ପୁନର୍ବାର ଏହି ନିର୍ବାଚନ ମଣ୍ଡଳୀରୁ...

ଆଜି ଗୁଡ୍‌ ଫ୍ରାଇଡେ: ବାଇବେଲ ପାଠକରି ସାମୂହିକ ପ୍ରାର୍ଥନା କଲେ ଶ୍ରଦ୍ଧାଳୁ

ଦାରିଙ୍ଗବାଡି,୨୯।୩ (ଅରୁଣ ସାହୁ ): ଆଜି ଗୁଡ୍‌ ଫ୍ରାଇଡେ। ଏହାକୁ ଶ୍ରଦ୍ଧାଳୁମାନେ ରୀତିନୀତି ଅନୁସାରେ ପାଳନ କରିଛନ୍ତି। ଯିଶୁଖ୍ରୀଷ୍ଟଙ୍କୁ ଆଜିର ଦିନରେ କାଲବରୀ ନାମକ ଏକ...

ବିଜେଡି-ଭାଜପା-କଂଗ୍ରେସକୁ ମୟୂରଭଞ୍ଜରେ ଟକ୍କର ଦେବ ଏହି ଦଳ, ଘୋଷଣା କଲା ପ୍ରାର୍ଥୀ

ମୟୂରଭଞ୍ଜ,୨୯।୩: ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବୁ ସୋରେନଙ୍କ ଝିଅ ପୁଣିଥରେ ଚଳିତ ନିର୍ବାଚନରେ ମଇଦାନକୁ ଓହ୍ଲାଇଛନ୍ତି। ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା(JMM) ଶିବୁ ସୋରେନଙ୍କ ଝିଅ ଅଞ୍ଜନି...

ପୈତୃକ ଗାଁରୁ ପ୍ରଚାର ମଇଦାନକୁ ଓହ୍ଲାଇଲେ ପ୍ରଦୀପ

ବରଗଡ଼,୨୯।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଲୋକସଭା ଆସନ ପାଇଁ ଭାଜପା ପ୍ରଦୀପ ପୁରୋହିତଙ୍କୁ ପ୍ରାର୍ଥୀ କରିଛି। ବରଗଡ଼ ଲୋକସଭା କ୍ଷେତ୍ର ଅଧୀନ ବିଜେପୁର ନିର୍ବାଚନ ମଣ୍ଡଳି ପୈତୃକ...

ନବବିବାହିତ ଯୁବକଙ୍କୁ ଗଳାକାଟି ହତ୍ୟା

ଗଜପତି,୨୯।୩(ଗିରିଧାରୀ ପରିଛା): ଗଜପତି ଜିଲା ଗୋସାଣି ବ୍ଲକ ଗୁରାଣ୍ଡି ଥାନା ଅଧୀନ ତୋଟାଗୁମ୍ବୁଡା ଗାଁରେ ଏକ ଅଘଟଣ ଘଟିଛି। ଜଣେ ନବବିବାହିତ ଯୁବକଙ୍କୁ ଗଳାକାଟି ଅତି...

ଗୁଡ୍‌ ଫ୍ରାଇଡେରେ ପ୍ରାର୍ଥନା କରି ନିର୍ବାଚନ ପ୍ରଚାର ଆରମ୍ଭ କଲେ ଦିଲୀପ ତିର୍କୀ

ସୁନ୍ଦରଗଡ,୨୭ା୩(ଜୟ ନାରାୟଣ ମେଣ୍ଡୁଳି): ଚର୍ଚ୍ଚରେ ପ୍ରାର୍ଥନା କରି ପ୍ରଚାର ଆରମ୍ଭ କରିଛନ୍ତି ବିଜେଡି ଲୋକସଭା ପ୍ରାର୍ଥୀ ଦିଲୀପ ତିର୍କୀ। ପ୍ରାର୍ଥୀ ଘୋଷଣା ହେବା ପରେ ଶୁକ୍ରବାର...

ଭାଜପା ଛାଡ଼ିବା କାରଣ କହିଲେ ପ୍ରକାଶ

ଭୁବନେଶ୍ୱର,୨୯।୩: ଭାଜପା ଛାଡ଼ିବା ପରେ ମୁହଁ ଖୋଲିଛନ୍ତି ସାଲେପୁରର ପୂର୍ବତନ ବିଧାୟକ ପ୍ରକାଶ ବେହେରା। ସେ କହିଛନ୍ତି, ଲୋକଙ୍କ ସେବା କରିବା ସହ ସଙ୍ଗଠନକୁ ମଜଭୁତ...

ଭାଜପା ଛାଡ଼ିଲେ ନୀଳଗିରି ବିଧାୟକ ସୁକାନ୍ତ ନାୟକ, ବିଜେଡିରେ ହୋଇପାରନ୍ତି ସାମିଲ

ନୀଳଗିରି, ୨୯।୩(ପ୍ରଶାନ୍ତ କୁମାର ବିଶ୍ବାଳ): ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟାଇ ଭାରତୀୟ ଜନତା ପାର୍ଟି(ଭାଜପା)ରୁ ଇସ୍ତଫା ଦେଇଛନ୍ତି ନୀଳଗିରି ବିଧାୟକ ଛାଡିଲେ ସୁକାନ୍ତ। ଶୁକ୍ରବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri