ପାଣିରେ ବୁଡ଼ି ଶିଶୁ ମୃତ

ବସ୍ତା, ୧୧।୧୦(ସ୍ବ.ପ୍ର.)-ବସ୍ତା ଥାନା ଧୋବଚକୁରାଇ ଗ୍ରାମର ପତିତପାବନ ଆଚାର୍ଯ୍ୟଙ୍କ ୩ବର୍ଷର ପୁଅ ସୋନୁ ପାଣିରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ଶୁକ୍ରବାର ସେ ପରିବାର ଲୋକଙ୍କ ଦୃଷ୍ଟି ଅଗୋଚରରେ ଘରପାଖ ପୋଖରୀକୁ ଚାଲିଯାଇଥିଲେ। ପରେ ତାଙ୍କୁ ଉଦ୍ଧାର କରାଯାଇ ବସ୍ତା ହସ୍‌ପିଟାଲକୁ ଅଣାଯାଇଥିଲା। ଡାକ୍ତରଖାନାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଏ ନେଇ ସ୍ଥାନୀୟ ଗ୍ରାମରେ ଶୋକର ଛାୟା ଖେଳିଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସରକାରୀ ଅଧିକାରୀଙ୍କୁ ବ୍ଲାକ୍‌ମେଲ କରି ଟଙ୍କା ନେବା ପଡ଼ିଲା ମହଙ୍ଗା, ୨ ଖବରଦାତାଙ୍କ ସହ ଆଉ ଜଣେ ଗିରଫ

ଭବାନୀପାଟଣା,୭ା୯(ଉତ୍ତମ କୁମାର ଦାଶ): ଜଣେ ସରକାରୀ ଅଧିକାରୀଙ୍କୁ ବ୍ଲାକ୍‌ମେଲ୍‌ କରି ଟଙ୍କା ନେବା ଘଟଣାରେ ୨ ଖବରଦାତାଙ୍କ ସହ ଜଣେ ଗିରଫ ହେବା କଳାହାଣ୍ଡି ଜିଲାରେ ଏବେ…

ନନ୍ଦନକାନରେ ଖୁସି ଖବର: ପ୍ରଥମଥର ମା’ ହେଲା ସିଂହୀ ମାୟା, ଦୁଇ ଶାବକରୁ…

ବାରଙ୍ଗ,୭ା୯(ଲିଙ୍ଗରାଜ ରାଉତ): ନନ୍ଦନକାନନ ପାଇଁ ଏକ ଖୁସି ଖବର। ସିଂହୀ ମାୟା ପ୍ରଥମ କରି ମା’ ହୋଇଛି। ୧୧୨ ଦିନର ଗର୍ଭଧାରଣ ପରେ ସୋମବାର ଭୋର୍‌ରେ ସିଂହୀ…

ଖଣି ନିଲାମକୁ ନେଇ ତେଜୁଛି ବିରୋଧ, ଆନ୍ଦୋଳନ ଚେତାବନୀ ଦେଇ ଅଞ୍ଚଳବାସୀ କହିଲେ…

ଥୁଆମୂଳ ରାମପୁର,୭।୯ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା କର୍ଲାପାଟ ବନ୍ୟପ୍ରାଣୀ ଅଭୟାରଣ୍ୟ ଅନ୍ତର୍ଗତ ଖଣ୍ଡୁଆଳମାଳି ପାହାଡ଼ କର୍ଲାପାଟ ବକ୍ସାଇଟ ବ୍ଲକକୁ ନେଇ ବିରୋଧ ତେଜୁଛି। ଆନୁମାନିକ ୨୪.୮…

ଗୋ’ ଚାଲାଣବେଳେ ଫାଟିଲା ପିକ୍‌ଅପ୍‌ ଟାୟାର, ୩ ବଳଦ ମୃତ

ଜଗନ୍ନାଥପ୍ରସାଦ,୭ା୯(ବିଭୁ ପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଅଞ୍ଚଳରେ ରବିବାର ମଧ୍ୟରାତ୍ରିରେ ବେଆଇନ ଗୋ-ଚାଲାଣ ବେଳେ ଏକ ବଡ଼ ଦୁର୍ଘଟଣା ଘଟିଛି। ଜିରାବାଡ଼ି ଗ୍ରାମ ନିକଟରେ…

କେନ୍ଦୁଝରରେ ବ୍ୟାଡମିଣ୍ଟନ ଟୁର୍ନାମେଣ୍ଟ

କେନ୍ଦୁଝର,୬।୯(ନରେଶ ଚନ୍ଦ୍ର ପଟ୍ଟନାୟକ): ଜିଲା ପ୍ରଶାସନର ଅଧିକାରୀ ଓ କର୍ମଚାରୀମାନଙ୍କ ମଧ୍ୟରେ କ୍ରୀଡ଼ା ମନୋଭାବ, ସହଯୋଗିତା ଏବଂ ସୁସ୍ଥ କାର୍ଯ୍ୟ ପରିବେଶ ସୃଷ୍ଟି କରିବା ଉଦ୍ଦେଶ୍ୟରେ କେନ୍ଦୁଝର…

ବ୍ଲକ ସଂଯୋଜକ ନିଯୁକ୍ତି ପ୍ରକ୍ରିୟାରେ ଅନିୟମିତତା ଅଭିଯୋଗ, ଆବେଦନକାରୀଙ୍କୁ ମିଳିନି ପରୀକ୍ଷା ସୂଚନା

ବରଗଡ଼/ଅତାବିରା,୬।୯(ପ୍ରେମାନନ୍ଦ ଖମାରୀ/ଯୁଧିଷ୍ଠିର ମହାପାତ୍ର): ରାଜ୍ୟ ସରକାରଙ୍କ ମିଶନ ଶକ୍ତି ବିଭାଗ ଏବଂ ସେଣ୍ଟର ଫର୍‌ ରିସର୍ଚ୍ଚ ଇନ୍‌ ସ୍କିମ୍‌ ଏଣ୍ଡ୍‌ ପଲିସିଜ୍‌(ସିଆରଆଇଏସପି)ର ମିଳିତ ପ୍ରକଳ୍ପ ବ୍ଲେସ୍‌(ବିଲଡ଼ିଂ ଲାଇଭହୁଡସ୍‌…

ପାଟଣା କଲେଜରେ ୬କୋଟିରୁ ଉର୍ଦ୍ଧ୍ବ ଟଙ୍କା ହେରଫେର ଅଭିଯୋଗ, ଭିଜିଲାନ୍ସ ତଦନ୍ତ ଦାବି

ପାଟଣା,୬।୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ମୁଖ୍ୟାଳୟସ୍ଥିତ ସର୍ବ ପ୍ରଥମ ୪୪ବର୍ଷ ଆଞ୍ଚଳିକ ମହାବିଦ୍ୟାଳୟ, ସ୍ବାମପାଟଣାରେ ୬ କୋଟି ୬୦ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ହେରଫେର ଅଭିଯୋଗ…

ପୋଲିସକୁ କାହିଁକି ଡାକିଲୁ…. ସ୍ତ୍ରୀଙ୍କୁ ହତ୍ୟା ଉଦ୍ୟମ, ବନ୍ଧାହେଲେ ସ୍ବାମୀ

ଦିଗପହଣ୍ଡି,୬।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଂସାମାରି ଗ୍ରାମ ଢେପ ସାହିର ଟି.ବିଜୟ ଦୋରା ତାଙ୍କ ସ୍ତ୍ରୀ ଟି.ଲିଲି ଦୋରାଙ୍କୁ ମରଣାନ୍ତକ ମାଡ଼ ମାରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri