ପାଣିରେ ବୁଡି ଶିଶୁ ମୃତ

ଖଇରା,୧୬।୧୨(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ଜଳଦା ପଞ୍ଚାୟତ ଅଧୀନ ସମ୍ପେଇ ଗ୍ରାମର ଅରୁଣ କୁମାର ଜେନାଙ୍କ ୨ବର୍ଷର ପୁଅ ଦିବ୍ୟାଂଶୁ ପୋଖରୀ ପାଣିରେ ବୁଡି ପ୍ରାଣ ହରାଇଛନ୍ତି। ସୋମବାର ପୂର୍ବାହ୍ନରେ ପିଲାଟି ଖେଳୁଥିବାବେଳେ ବାଡି ପୋଖରୀକୁ ଚାଲିଯାଇଥିଲେ। ସମସ୍ତଙ୍କ ଅଜାଣତରେ ପାଣିରେ ବୁଡି ଯାଇଥିଲେ। ବହୁ ଖୋଜାଖୋଜି କରିବା ପରେ ମଧ୍ୟ ପରିବାର ଲୋକେ ପତ୍ତା ପାଇ ନ ଥିଲେ। ପରେ ତାଙ୍କ ଶବ ପାଣିରେ ଭାସୁଥିବା ଦେଖି ସୋର ଡାକ୍ତରଖାନାକୁ ଅଣାଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଦୁଇ ବର୍ଷର କାର୍ଯ୍ୟଦକ୍ଷତା ନେଇ ପ୍ରଧାନମନ୍ତ୍ରୀ ମାଗିଛନ୍ତି ତଥ୍ୟ: ମନମୋହନ କହିଲେ…

ଭୁବନେଶ୍ୱର,୩୧।୫: ରାଜ୍ୟରେ ବିଜେପି ସରକାରଙ୍କ ଦୁଇ ବର୍ଷର କାର୍ଯ୍ୟଦକ୍ଷତା ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତଥ୍ୟ ମାଗିଥିବା ସୂଚନା ମିଳିଛି। ଏନେଇ ରାଜ୍ୟ ଭାଜପା ସଭାପତି ମନମୋହନ…

ରାଜ୍ୟରେ ଭତ୍ତାକୁ ନେଇ ଆସିଲା ବଡ଼ ଅପ୍‌ଡେଟ୍: ମନମୋହନ ସାମଲ କହିଲେ…

ଭୁବନେଶ୍ୱର,୩୧।୫: ରାଜ୍ୟରେ ଭତ୍ତା ବଣ୍ଟନ ସମସ୍ୟାକୁ ନେଇ ବଡ଼ ଘୋଷଣା କରିଛନ୍ତି ମନମୋହନ ସାମଲ। ସେ କହିଛନ୍ତି, ଆସନ୍ତା ୧୫ ଦିନ ମଧ୍ୟରେ ଭତ୍ତା ସମସ୍ୟାର ସମାଧାନ…

୧୫ ଦିନ ତଳେ କରିଥିଲେ ବିବାହ, ସ୍ବାମୀଙ୍କ ସହ ଯିବାବେଳେ ବ୍ରିଜ୍‌ ଉପରୁ ନଈକୁ ଡେଇଁପଡ଼ିଲେ ସ୍ତ୍ରୀ

ସୋନପୁର,୩୧ା୫(ମୃତ୍ୟୁଞ୍ଜୟ ଶତପଥୀ): ମେଟକାନି ମନ୍ଦିର ଦର୍ଶନ କରିବାକୁ ସ୍ବାମୀଙ୍କ ସହିତ ବାଇକ୍‌ରେ ଯାଉଥିଲେ ସ୍ତ୍ରୀ। ମହାନଦୀର ସୁନ୍ଦରତା ଉପଭୋଗ କରିବା ଓ ଫଟୋ ଉଠାଇବା ପାଇଁ ସ୍ବାମୀ-ସ୍ତ୍ରୀ…

ସଘନ ସଂଶୋଧନ (SIR)-୨୦୨୬ : ଘରେ ଘରେ ପହଞ୍ଚୁଛନ୍ତି BLO

ବଞ୍ଚୋ, ୩୧।୫ (ପ୍ରଦୋଷ କୁମାର ବିଶ୍ୱାଳ): ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶକ୍ରମେ ସ୍ୱତନ୍ତ୍ର ସଘନ ସଂଶୋଧନ (SIR)-୨୦୨୬ କାର୍ଯ୍ୟକ୍ରମ ଅଧୀନରେ ମତଦାତା ତାଲିକାକୁ ସଠିକ୍ ଓ ନିର୍ଭୁଲ କରିବା…

ଯୌନ କାର୍ଯ୍ୟରେ ଲିପ୍ତ ପ୍ରତ୍ୟେକ ମହିଳାଙ୍କୁ ନେଇ ଗୁରୁତ୍ୱପୂର୍ଣ୍ଣ ଟିପ୍ପଣୀ ଦେଲେ ସୁପ୍ରମି କୋର୍ଟ

ନୂଆଦିଲ୍ଲୀ,୩୧।୫: ଏକ ଐତିହାସିକ ରାୟରେ, ସୁପ୍ରିମକୋର୍ଟ କହିଛନ୍ତି ଯେ ବେଶ୍ୟାବୃତ୍ତିରେ ଲିପ୍ତ ପ୍ରତ୍ୟେକ ମହିଳା ବଳପୂର୍ବକ ଶିକାର ହୋଇଥିବା ଏବଂ ଫଳସ୍ବରୂପ ତାଙ୍କୁ ପୁନର୍ବାସ କେନ୍ଦ୍ରକୁ ପଠାଇବା…

ୱାସ୍‌ରୁମ୍‌ରୁ ହିଡେନ୍ କ୍ୟାମେରା: ଖୋଲିଲା ବଡ଼ ରହସ୍ୟ: ପ୍ରତି ସପ୍ତାହରେ କରୁଥିଲେ କ୍ୟାମେରା ଚାର୍ଜ

ଜଗତସିଂହପୁର,୩୧।୫: ଜଗତସିଂହପୁର ଜିଲାର DRDA କାର୍ଯ୍ୟାଳୟର ମହିଳା ୱାସ୍‌ରୁମ୍‌ରୁ ହିଡେନ୍ କ୍ୟାମେରା ଜବତ ଘଟଣାରେ ନୂଆ ତଥ୍ୟ ସାମ୍ନାକୁ ଆସିଛି। ଘଟଣାରେ ଜଡିତ ଜୁନିୟର କିରାଣି ସଞ୍ଜୟ…

ପରିତ୍ୟକ୍ତ ଘରେ ଯୁବକଙ୍କ ମୃତଦେହ: ପାଖରେ ପଡ଼ିଛି…

ବ୍ରହ୍ମପୁର,୩୧ା୫(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ପୋଲିସ ଜିଲାରେ ଲାଗି ରହିଥିବା ହତ୍ୟା ଘଟଣାରେ ରୋକ ଲାଗିପାରୁନାହିଁ। ଏପ୍ରିଲ ୧୫ରେ ଗୋପାଳପୁର ଥାନା ଅଞ୍ଚଳରୁ ପ୍ଲଟ ବ୍ୟବସାୟ ସୁଧୀର…

ପଶ୍ଚିମବଙ୍ଗରେ ଆଉ ଜଣେ ଟିଏମସି ନେତାଙ୍କୁ ଆକ୍ରମଣ, ମୁଣ୍ଡରେ ଲାଗିଛି ଗଭୀର ଆଘାତ, ସାମ୍ନାକୁ ଆସିଲା ଭିଡିଓ

କୋଲକାତା,୩୧।୫: ପଶ୍ଚିମବଙ୍ଗରେ ତୃଣମୂଳ କଂଗ୍ରେସ ସରକାର କ୍ଷମତା ଗ୍ରହଣ କରିବା ପରେ, ଟିଏମସି ନେତାଙ୍କ ଉପରେ ଆକ୍ରମଣ ଆରମ୍ଭ ହୋଇଛି। ପ୍ରଥମେ, ଦକ୍ଷିଣ ୨୪ ପରଗନାର ସୋନାରପୁରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri