Posted inଜାତୀୟ

ପାଣି ଭର୍ତ୍ତି ନାଳରେ ଖସିପଡ଼ିଲା ବସ୍‌: ଗଁ।ଲୋକେ ବଞ୍ଚାଇଲେ ଯାତ୍ରୀଙ୍କ ଜୀବନ

ଭୋପାଳ,୩୧।୮: ମଧ୍ୟପ୍ରଦେଶର ରତଲାମ ଜିଲାର ଜ୍ୱାରା ତହସିଲର ରିଙ୍ଗନୋଦ ଥାନା ଅନ୍ତର୍ଗତ ରୋଲା ଗଁ। ନିକଟରେ ଶୁକ୍ରବାର ଏକ ଯାତ୍ରାବହୀ ବସ୍‌ ପାଣି ଭର୍ତ୍ତି ଥିବା ଏକ ନାଳକୁ ଖସି ପଡ଼ିଥିଲା। ନାଳରେ ପାଣିର ଗଭୀରତା ଏତେ ଥିଲା ଯେ ବସ୍‌ଟି ଅଧାରୁ ଅଧା ବୁଡ଼ିଯାଇଥିଲା। ଲୋକମାନେ ବାହାରକୁ ବାହାରିବାକୁ ଯେତେ ଚେଷ୍ଟା କଲେ ମଧ୍ୟ ବାହାରି ପାରି ନ ଥିଲେ। ଅନ୍ୟପଟେ ବସ୍‌ଟି ବୁଡ଼ିବା ଦେଖି ସ୍ଥାନୀୟ ଲୋକେ ପୋଲିସକୁ ଖବର ଦେଇଥିଲେ। ଏହାପରେ ପୋଲିସ ଓ ଗଁାଲୋକେ ମିଶି ବସ୍‌ ଝରକା ଦେଇ ସମସ୍ତ ଯାତ୍ରୀଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରିଥିଲେ। ଏହି ବସ୍‌ ଜ୍ୱାରାରୁ ରିଙ୍ଗନୋଦ ଯାଉଥିବା ବେଳେ ଏଥିରେ ପ୍ରାୟ ୫୦ ଜଣ ଯାତ୍ରୀ ରହିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ବଢୁଛି ବୈତରଣୀ: ଚାରିଆଡ଼େ ଜଳମଗ୍ନ

କେନ୍ଦୁଝର, ୨୮।୭: (ନରେଶ ଚନ୍ଦ୍ର ପଟ୍ଟନାୟକ) : କେନ୍ଦୁଝର ଜିଲାରେ ଗତ ୨୪ ଘଣ୍ଟାରେ ପ୍ରବଳ ବର୍ଷା ଯୋଗୁ ବୈତରଣୀ ନଦୀର ଜଳ ସ୍ତର ବୃଦ୍ଧି ପାଇବାରେ…

ସକାଳୁ କାମରେ ଆସୁଥିଲେ ସୁଶାନ୍ତ: ପଛପଟୁ ଧକ୍କା ଦେଇ ଚମ୍ପଟ ମାରିଲା କାର୍‌, ଅବସ୍ଥା ଗୁରୁତର ହେବାରୁ…

ଦିଗପହଣ୍ଡି,୨୮।୭(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି – ରାୟଗଡ଼ା ୩୨୬ନଂ ଜାତୀୟ ରାଜପଥର ପୁଞ୍ଜିକଂୟା ଛକ ନିକଟ ବିଏସଏନଏଲ ଅଫିସ ସମ୍ମୁଖରେ ମଙ୍ଗଳବାର ସକାଳେ ଏକ ଦ୍ରୁତଗାମୀ କାର୍‌…

ଗଞ୍ଜେଇ ଚାଲାଣରେ ରାଜସ୍ଥାନ ସିଣ୍ଡିକେଟ୍‌ର ପର୍ଦ୍ଦାଫାଶ କଲା STF

ଭୁବନେଶ୍ୱର,୨୮।୭: ଗଞ୍ଜେଇ ଚାଲାଣରେ ରାଜସ୍ଥାନ ସିଣ୍ଡିକେଟର ପର୍ଦ୍ଦାଫାଶ କରିଛି STF ଟିମ୍‌। ଟାର୍ଗେଟରେ ଥିବା ଗଞ୍ଜାମ ଜିଲାର ୩ଜଣ ଗଞ୍ଜେଇ ମାଫିଆ ଗିରଫ ହୋଇଛନ୍ତି। STF ଗିରଫ…

ଅନ୍ତରଙ୍ଗ ଦୃଶ୍ୟକୁ ନା… ନିହାରିକାଙ୍କ ମନର କଥା

କଣ୍ଟେଣ୍ଟ କ୍ରିଏଟର ଭାବରେ ନିଜର ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ନିହାରିକା ଏନଏମ ଅଭିନେତା ରାଘବ ଜୁୟାଲଙ୍କ ସହ ‘ଭାଇ ତେରା ଷ୍ଟାର ହୈ’ ଜରିଆରେ…

ବଡ଼ ଘୋଷଣା କରିଦେଲେ ଶରଦ ପାୱାର: ରାଜନୀତିରେ ପଡିଗଲା ଚହଳ

ମୁମ୍ବାଇ,୨୮।୭: ମହାରାଷ୍ଟ୍ରରେ ଏନ୍‌ସିପିର ଉଭୟ ଗୋଷ୍ଠୀର ମିଶ୍ରଣ ନେଇ ଚର୍ଚ୍ଚା ଜାରି ରହିଥିବାବେଳେ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଏନ୍‌ସିପିି-ଏସପି (NCP-SP) ର ମୁଖ୍ୟ ଶରଦ ପାୱାରଙ୍କ ଏକ…

ଭାରୋତ୍ତଳନ ପ୍ରତିଯୋଗିତାରେ ଚମକିଲେ ଭଞ୍ଜନଗରର ଶିବା: ଜିତିଲେ ସ୍ବର୍ଣ୍ଣ

ଭଞ୍ଜନଗର, ୨୮।୭ (ବାବୁଲା ପ୍ରଧାନ): ଭୁବନେଶ୍ୱରସ୍ଥିତ କଳିଙ୍ଗ ଷ୍ଟାଡିୟମରେ ଗତ ୨୪ ତାରିଖରୁ ୨୭ ତାରିଖ ପର୍ଯ୍ୟନ୍ତ ଆୟୋଜିତ ୨ୟ ଓଡ଼ିଶା ଭାରୋତ୍ତଳନ ପ୍ରତିଯୋଗିତାରେ ଭଞ୍ଜନଗରର ଉଦୀୟମାନ…

ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପ, କୁମିଆ ପାଲିରେ ଆରମ୍ଭ ହେଲା ସର୍ଭେ

ବଲାଙ୍ଗୀର,୨୮।୭ ( ସୁନିଲ କୁମାର ମହାନ୍ତି) : ଲଗାଣ ବର୍ଷା ଯୋଗୁ ଲୋୟର ସୁକତେଲ ଜଳଭଣ୍ଡାର ଭିତରେ ଥିବା ବଲାଙ୍ଗୀର ଜିଲା କୁମିଆପାଲି ଗାଁରେ ରବିବାର ସାଂଘାତିକ…

ବିଚ୍‌ ରାସ୍ତାରେ ଯୁବତୀଙ୍କୁ ଅସଦାଚରଣ ଘଟଣା: ଅଭିଯୁକ୍ତ ରୋଡ଼ ରୋମିଓଙ୍କୁ ବାନ୍ଧିଲା ପୋଲିସ

ବରଗଡ଼,୨୮।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ କଲେଜ ରୋଡ଼ ନାକାଛକ ନିକଟରେ ବିଚ ରାସ୍ତା ଉପରେ ଜଣେ ଯୁବତୀ(ଛାତ୍ରୀ)ଙ୍କୁ ଅସଦାଚରଣ ପ୍ରଦର୍ଶନ ଘଟଣାର ଅଭିଯୁକ୍ତ ପୋଲିସ ହାତରେ ଧରାପଡ଼ିଛନ୍ତି। ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri