Odisha Elections 2024

ପାଣ୍ଡିଆନଙ୍କୁ କଡ଼ା ସମାଲୋଚନା କଲେ ପ୍ରଦୀପ, କହିଲେ…

ଭୁବନେଶ୍ୱର,୧।୫: ମୁଖ୍ୟମନ୍ତ୍ରୀ ଓ କାର୍ତ୍ତିକ ପାଣ୍ଡିଆନଙ୍କୁ ସମାଲୋଚନା କରିଛନ୍ତି ଭାଜପା ନେତା ତଥା ବ୍ରହ୍ମପୁରରୁ ଲୋକ ସଭା ପ୍ରାର୍ଥୀ ପ୍ରଦୀପ ପାଣିଗ୍ରାହୀ । ଯଦି ତାଙ୍କ ବିରୋଧରେ ଆରୋପ ଆସିଛି ତା’ ହେଲେ ମୁଖ୍ୟମନ୍ତ୍ରୀ ଓ ପାଣ୍ଡିଆନଙ୍କ ବିରୋଧରେ ବି ଅଭିଯୋଗ ଅଛି। ଗତକାଲି ଚିକିଟିରେ ପ୍ରଚାର ବେଳେ ପ୍ରଦୀପଙ୍କୁ ଅଭିଯୁକ୍ତ ବୋଲି ଦର୍ଶାଇଥିଲେ ପାଣ୍ଡିଆନ। ଯାହା ପରେ ଏବେ ପ୍ରଦୀପ ମୁଖ୍ୟମନ୍ତ୍ରୀ ଓ ପାଣ୍ଡିଆନଙ୍କୁ ଟାର୍ଗେଟ୍‌ କରିଛନ୍ତି।
ଅନ୍ୟପଟେ ପ୍ରଦୀପ ଲଗାଇଥିବା ଅଭିଯୋଗ ନେଇ ପାଣ୍ଡିଆନ କିମ୍ବା ମୁଖ୍ୟମନ୍ତ୍ରୀଙ୍କ କୌଣସି ପ୍ରତିକ୍ରିୟା ମିଳିପାରିନି ।


Enter your email to get our daily news in your inbox.

All Right Reserved By Dharitri.Com

 ଓଡ଼ିଶାରେ ତାମିଲ ଲୋକ ଶାସନ କରିପାରିବେ ନାହିଁ: ଧର୍ମେନ୍ଦ୍ର

ଭୁବନେଶ୍ୱର, ୨୧।୫(ସୁନିତ୍‌ ମିଶ୍ର): ନବୀନବାବୁ ଓଡ଼ିଆ ଅସ୍ମିତାର କଣ୍ଠରୋଧ କରିବାକୁ ପ୍ରୟାସ କରୁଛନ୍ତି। ଓଡ଼ିଶାରେ ତାମିଲ ଲୋକ ଶାସନ କରିପାରିବେ ନାହିଁ। ଓଡ଼ିଶାର ଶାସନ ଭାର...

ଖୋର୍ଦ୍ଧା ଜିଲାରେ ନିର୍ବାଚନ ପ୍ରସ୍ତୁତି: ଭୁବନେଶ୍ୱର ମଧ୍ୟରେ ବୁଥ୍‌ ପରିଚାଳନା କରିବେ ମହିଳା

ଖୋର୍ଦ୍ଧା(ପ୍ରଭାତ ପାଣିଗ୍ରାହୀ),୨୧।୫ : ରାଜ୍ୟରେ ୩ୟ ପର୍ଯ୍ୟାୟରେ ଖୋର୍ଦ୍ଧା ଜିଲାର ସମସ୍ତ ଆଠଟି ବିଧାନସଭା ନିର୍ବାଚନ ମଣ୍ଡଳୀରେ ଆସନ୍ତା ୨୫ ତାରିଖରେ ମତଦାନ ହେବ ।...

୨୩ରେ ଧାମନଗର ଆସିବେ ଜେପି ନଡ୍ଡା

ଧାମନଗର,୨୧।୫ (ସନ୍ତୋଷ କୁମାର ମହାପାତ୍ର): ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଆସନ୍ତା ୨୩ ତାରିଖରେ ଭଦ୍ରକ ଜିଲା ଧାମନଗର ଆସିବେ। ଏହି ବିଧାନସଭା ଆସନ...

ପୋଖରୀରେ ବୁଡ଼ି ଚାଲିଗଲା ୨ ସମ୍ପର୍କୀୟ ଭଉଣୀଙ୍କ ଜୀବନ

ବିଞ୍ଝାରପୁର,୨୧ା୫(ରାମକୃଷ୍ଣ ଦାସ): ଯାଜପୁର ଜିଲା ବିଞ୍ଝାରପୁର ବ୍ଲକ ଅଳକୁଣ୍ଡ ଥାନା ଅଧୀନ କପିଳା ପଞ୍ଚାୟତ ରଁାସ-ଗୁହାଳି ଗ୍ରାମରେ ମଙ୍ଗଳବାର ଏକ ଅଘଟଣ ଘଟିଛି। ଗାଁ ପୋଖରୀରେ...

କେନ୍ଦୁଝରରେ ଅମିତ ଶାହା ଦେଲେ ବଡ଼ ବୟାନ 

କେନ୍ଦୁଝର,୨୧।୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ମଙ୍ଗଳବାର କେନ୍ଦୁଝର ଜିଲା ଗସ୍ତରେ ଆସି ଭାଜପା ଲୋକ ସଭା ପ୍ରାର୍ଥୀ ଅନନ୍ତ ନାୟକ...

ନା ବିଜୁ ବାବୁ କରିଥିଲେ, ନା ନବୀନ କରିବେ; ଜାଣନ୍ତୁ ଏଭଳି କାହିଁକି କହିଲେ ପାଣ୍ଡିଆନ…

ଭୁବନେଶ୍ୱର,୨୧।୫: ଚଳିତ ନିର୍ବାଚନରେ ବିଜେଡିର ପ୍ରଚାର ମଙ୍ଗ ଏକପ୍ରକାର ସମ୍ଭାଳିଛନ୍ତି ୫ଟି ଅଧ୍ୟକ୍ଷ ଭି କେ ପାଣ୍ଡିଆନ। ଏଥିଲାଗି ବିରୋଧୀ ଦଳ ପକ୍ଷରୁ ତାଙ୍କୁ ପ୍ରାୟତଃ...

ପାଗ ବିଗାଡିବ ନିର୍ବାଚନ: ୨୪ ଘଣ୍ଟାରେ ବଙ୍ଗୋପସାଗରରେ ବଡ଼ ଲଘୁଚାପ, ଏହି ଜିଲାରେ ଛେଚିବ

ଭୁବନେଶ୍ୱର,୨୧।୫: ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ବୁଧବାର ସୁଦ୍ଧା ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି ।...

ପାଣ୍ଡିଆନ କହିଲେ ଭିତିରି କଥା! ମେଣ୍ଟ ପାଇଁ ଭାଜପା-ବିଜେଡି ମଧ୍ୟରେ କୌଣସି ବୈଠକ ହୋଇ ନ ଥିଲା, କେବଳ ଦୁଇ ଜଣ ନେତା…

ଭୁବନେଶ୍ୱର,୨୧।୫: ଓଡ଼ିଶାରେ ନିର୍ବାଚନକୁ ନେଇ ରାଜନୀତି ସରଗରମ ରହିଛି। ରାଜ୍ୟର ଦୁଇ ପ୍ରମୁଖ ଦଳ ବିଜେଡି ଏବଂ ଭାଜପା ପରସ୍ପରକୁ କଟାକ୍ଷ କରୁଥିବା ଦେଖିବାକୁ ମିଳୁଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri