ପାତ୍ରପଡାରେ ଶ୍ରୀ ଦୁର୍ଗାର ନୂଆ ଶୋ’ରୁମ

ଭୁବନେଶ୍ୱର,୨୭-୫: ଦକ୍ଷିଣ ଓଡିଶାର ପ୍ରମୁଖ ଶାଢି ଏବଂ ଗାର୍ମେଣ୍ଟ ରିଟେଲର ଶ୍ରୀ ଦୁର୍ଗା ସ୍ଥାନୀୟ ପାତ୍ରପଡାରେ ନୂଆ ଶୋ’ରୁମ ଶୁଭାରମ୍ଭ କରିଛି। ବ୍ରହ୍ମପୁରରେ ଏହା ପ୍ରଥମ ଶୋ’ରୁମ ଖୋଲିଥିବା ବେଳେ ଭୁବନେଶ୍ୱରର ରାଜମହଲ ପରେ ଏହା ତୃତୀୟ ଶୋ’ରୁମ । ନୂଆ ଷ୍ଟୋରକୁ ଶ୍ରୀ ଦୁର୍ଗାର ଏମ୍‌ଡି କେ.ନିର୍ମଳ କୁମାର ଏବଂ ନିର୍ଦ୍ଦେଶକ କେ.ରବି କୁମାର ଶୁଭାରମ୍ଭ କରିଥିଲେ। ୧୦,୦୦୦ ବର୍ଗଫୁଟ ସ୍ଥାନରେ ଏହି ଶୋ’ରୁମ ଖୋଲିଛି। ଏଠାରେ ପୁରୁଷ ଏବଂ ମହିଳାଙ୍କ ପରିଧାନ ସାମଗ୍ରୀ ସମେତ ହୋମ ଫର୍ନିସିଂ, ଘରୋଇ ସାଜସଜ୍ଜା ଉପକରଣ ମିଳି ପାରିବ। ଏହି ଅବସରରେ ପୁରୁଷ ବର୍ଗରେ ଭବ୍ୟ ଉତ୍ସବ ପରିଧାନ ଭେଟି ଦେବା ପାଇଁ ‘ସଂସ୍କୃତି’ ନାମରେ ଏକ ବିଭାଗ ଶୁଭାରମ୍ଭ ହୋଇଛି। ଷ୍ଟୋରରେ ମହିଳାଙ୍କ ଲାଗି ଶାଢି, ବ୍ରାଣ୍ଡେଡ ପୋଷାକ, ପୁରୁଷ ଏବଂ ମହିଳାଙ୍କ ବର୍ଗରେ ବ୍ରାଣ୍ଡେଡ ଡିଜାଇନର ପରିଧାନ, ବ୍ରାଇଡାଲ କଲେକ୍ସନ, ଲେଦର ସାମଗ୍ରୀ ଉପଲବ୍ଧ। ଆଗାମୀ ଦିନରେ ଅଧିକ ଷ୍ଟୋର ଖୋଲିବା ନେଇ ଯୋଜନା ରହିଥିବା ଏମ୍‌ଡି କେ.ନିର୍ମଳ କୁମାର କହିଛନ୍ତି। ଗ୍ରାହକଙ୍କ ପସନ୍ଦକୁ ସର୍ବଦା ପ୍ରାଥମିକତା ଦିଆଯାଉଥିବା ବେଳେ ୨୦୨୧ ସୁଦ୍ଧା ଇ-କମର୍ସ ପ୍ଲାଟଫର୍ମରେ ଶ୍ରୀଦୁର୍ଗା ପ୍ରବେଶ କରିବ ବୋଲି ନିର୍ଦ୍ଦେଶକ କେ.ରବି କୁମାର ସୂଚନା ଦେଇଛନ୍ତି। କାର୍ଯ୍ୟକ୍ରମରେ କେ.ଚରଣ କୁମାର, କେ.ତିରୁମଲ କୁମାର, କେ.ଦର୍ଶନ କୁମାର ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଡାଇନିଂ ଟେବୁଲରେ ହେଲା ଝଗଡ଼ା, ଭାଉଜ-ଭାଇଙ୍କୁ ହତ୍ୟା କଲା ଭାଇ

ଲକ୍ଷ୍ନୌ,୧୯।୨ ଉତ୍ତର ପ୍ରଦେଶର ସୀତାପୁର ଜିଲାରେ ଏକ ସାମାନ୍ୟ ଝଗଡ଼ା ରକ୍ତାକ୍ତ ସଂଘର୍ଷରେ ପରିଣତ ହୋଇଛି । ଜଣେ ଯୁବକ ତାଙ୍କ ଭାଉଜ ଏବଂ ଭାଇଙ୍କୁ ଧାରୁଆ…

ଚିତାରେ ସତୀ

ୟୁରୋପରେ ସଇତାନଙ୍କୁ ପୂଜା କରୁଥିବା ସନ୍ଦେହରେ ମହିଳାଙ୍କୁ ଡାହାଣୀ ଆଖ୍ୟା ଦେଇ ଖ୍ରୀଷ୍ଟିଆନ୍‌ ଧର୍ମଯାଜକମାନେ ସେମାନଙ୍କୁ ଜିଅନ୍ତା ପୋଡ଼ିଦେଉଥିଲେ। ଆରବରେ ଇସ୍‌ଲାମ ଛାଡ଼ିବାକୁ ମନା କରୁଥିବା ଲୋକଙ୍କୁ…

ଆଜିଠୁ ମାଟ୍ରିକ୍‌ ପରୀକ୍ଷା: ପରୀକ୍ଷା ଦେବେ ୫ ଲକ୍ଷ ୬୧ ହଜାର ୯୭୯ଜଣ ପରୀକ୍ଷାର୍ଥୀ

କଟକ,୧୯।୨(କାର୍ତ୍ତିକ ସାହୁ):ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଦଶମ ଶ୍ରେଣୀ ମାଟ୍ରିକ ପରୀକ୍ଷା ଗୁରୁବାରଠାରୁ ଆରମ୍ଭ ହେବ। ପ୍ରଥମ ଦିନ ମାତୃଭାଷା ପରୀକ୍ଷା ଅନୁଷ୍ଠିତ ହେବ।…

ବିକଶିତ ବରଗଡ଼ରେ ଆଇନଶୃଙ୍ଖଳା ବ୍ୟବସ୍ଥା ହୁଗୁଳା

ବରଗଡ଼,୧୯।୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହର ବିକାଶପଥକୁ ମୁହଁାଉଛି। ରାସ୍ତା ପ୍ରଶସ୍ତୀକରଣ ସହିତ ରାସ୍ତାପାର୍ଶ୍ୱରେ ନୂତନ ଭାବେ ଡ୍ରେନ ନିର୍ମାଣ ହେଉଛି। ସେହିପରି ରାସ୍ତା ପ୍ରଶସ୍ତୀକରଣ ସମୟରେ ଉଚ୍ଛେଦ ଉଠାଦୋକାନୀଙ୍କୁ…

ଭାରତ ପାଇଁ ଗୁଗୁଲର ମେଗା ପ୍ଲାନ୍: ସମୁଦ୍ର ତଳେ ଆମେରିକା ଯାଏଁ ବିଛାଯିବ କେବୁଲ୍, ନିବେଶ ହେବ ୧.୩୬ ଲକ୍ଷ କୋଟି

ନୂଆଦିଲ୍ଲୀ,୧୮।୨: ଭାରତରେ ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ ବା AI କ୍ଷେତ୍ରରେ ଏକ ବଡ଼ ବିପ୍ଳବ ଆସିବାକୁ ଯାଉଛି। ଟେକ୍ ଜଗତର କମ୍ପାନୀ ‘ଗୁଗୁଲ’ ଭାରତରେ ବ୍ୟାପକ ପୁଞ୍ଜି ନିବେଶ…

ଭୁତପ୍ରେତ ଭୟରେ ମାରୀଗୁଡା ଗ୍ରାମବାସୀ: ରାତିରେ ଶୁଭୁଛି ବିକଟାଳ ଶବ୍ଦ, ଲୋକଙ୍କ ଘରେ ଚୁଲି ଜଳୁନି

ରାୟଗଡା, ୧୮।୨(ଆଶିଷ ରଞ୍ଜନ ପଣ୍ଡା)- ଦକ୍ଷିଣ ଓଡିଶାର ଉପାନ୍ତ ରାୟଗଡା ଜିଲ୍ଲାର ଗ୍ରାମାଞ୍ଚଳରେ ଏବେ ବି ଭରି ରହିଛି ଅନ୍ଧବିଶ୍ବାସ । ଭୂତପ୍ରେତକୁ ନେଇ ଆଜି ମଧ୍ୟ…

ଗ୍ଲୋକାଲ ବାଇପାସ ନିକଟରେ ଦୁର୍ଘଟଣା, ଘଟଣାସ୍ଥଳରେ ଚାଲିଗଲା ଜଣଙ୍କର ଜୀବନ

ଜୟପୁର,୧୮।୨(ପବନ ପାଣିଗ୍ରାହୀ): ଜୟପୁର ଗ୍ଲୋକାଲ ହସପିଟାଲ ବାଇପାସ ରୋଡ ନିକଟରେ ଏକ ବାଇକ ଧକ୍କାରେ ଘଟଣାସ୍ଥଳରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ଅନ୍ୟଜଣେ ଗୁରୁତର ଅବସ୍ଥାରେ…

ଜନସେବା କ୍ଷେତ୍ରରେ କଳାହାଣ୍ଡି ପ୍ରଶାସନର ବଡ଼ ପଦକ୍ଷେପ, ଲୋକାର୍ପିତ ହେଲା ଏଆଇ ଚାଟବଟ୍ ‘ଆମର ସହାୟକ’

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): ଡିଜିଟାଲ୍ ଶାସନ ଏବଂ ଜନକୈନ୍ଦ୍ରିକ ପ୍ରଶାସନ ଦିଗରେ ଏକ ବଡ଼ ପଦକ୍ଷେପ ସ୍ୱରୂପ କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ ବୁଧବାର ଅତ୍ୟାଧୁନିକ ଏଆଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri