ପାନାସୋନିକର ଡ୍ରିମ୍‌ ମୋର ସେଲିବ୍ରେଟ ମୋର୍‌

ଭୁବନେଶ୍ୱର,୬-୧୦: ପାର୍ବଣ ଉପଲକ୍ଷେ ପାନାସୋନିକ ପକ୍ଷରୁ ଡ୍ରିମ ମୋର ସେଲିବ୍ରେଟ ମୋର ଅଫର ଘୋଷଣା କରାଯାଇଛି। ଏହି ସମୟରେ ଗ୍ରାହକ ପାନାସୋନିକ ପ୍ରଡକ୍ଟ କ୍ରୟରେ ଆବର୍ଷଣୀୟ ଅଫର ଲାଭ କରିପାରିବେ। ଗ୍ରାହକ ସୁଲଭରେ କଞ୍ଜ୍ୟୁମର ଡ୍ୟୁରେବୁଲ୍ସ ଘରକୁ ନେଇ ପାରିବେ ବୋଲି ପାନାସୋନିକ ପକ୍ଷରୁ ସୂଚନା ରହିଛି। ଏହି ଅଫରର ସୁବିଧା ନେଇ ଭାଗ୍ୟଶାଳୀ ବିଜେତା ଜାପାନରେ ହେବାକୁ ଥିବା ଅଲିମ୍ପିକ କ୍ରୀଡା ଦେଖିବାର ସୁବିଧା ପାଇବେ। କମ୍ପାନୀର ବଚ୍ଛାବଚ୍ଛା ପ୍ରଡକ୍ଟ କ୍ରୟରେ ଏହି ସୁବିଧା ଗ୍ରାହକ ଲାଭ କରିପାରିବେ। ଏଥିଲାଗି କମ୍ପାନୀ ପକ୍ଷରୁ ଏକ ପ୍ରମୋଶନାଲ ଅଫର ଆରମ୍ଭ କରାଯାଇଛି। ଟିଭି, ଫ୍ରିଜ, ଓ୍ବାଶିଂମେଶିନ, ଏସି, ମାଇକ୍ରୋଓ୍ବେଭ, ଲ୍ୟୁମିକ୍ସ କ୍ୟାମେରା, ବିୟୁଟି ପ୍ରଡକ୍ଟ, ସ୍ମଲ ଆପ୍ଳାଏନ୍ସ ଭଳି ଆଉ କିଛି ପ୍ରଡକ୍ଟ ବର୍ଗରେ ଗ୍ରାହକଙ୍କୁ ଅଫର ଉପଲବ୍ଧ ହେଉଛି। ବଚ୍ଛାବଚ୍ଛା ପ୍ରଡକ୍ଟରେ କମ୍ପ୍ଲିମେଣ୍ଟାରୀ ଓ୍ବାରେଣ୍ଟି, କ୍ୟାଶବ୍ୟାକ ଏବଂ ଗ୍ରାହକଙ୍କୁ ସୁବିଧା ହେଲା ଭଳି ଫାଇନାନ୍ସ ସୁବିଧା ରହିଛି। ଏହି ଅଫର ଚଳିତ ମାସ ୩୧ ଯାଏ ରହିଛି। ଏହାବାଦ ୧୫% ପର୍ଯ୍ୟନ୍ତ କ୍ୟାଶବ୍ୟାକ ସୁବିଧା କରାଯାଇଛି। ଏହି ଅଫର ଗ୍ରାହକଙ୍କ ଦ୍ୱାରା ଆଦୃତ ହେବ ବୋଲି ପାନାସୋନିକ ଇଣ୍ଡିଆର ସଭାପତି ତଥା ସିଇଓ ମନିଷ ଶର୍ମା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୮ ଏପ୍ରିଲରୁ ଏୟାର ଇଣ୍ଡିଆର ଯାତ୍ରା ହେବ ମହଙ୍ଗା! ଜାଣନ୍ତୁ କେତେ ବଢ଼ିବ

ନୂଆଦିଲ୍ଲୀ,୭।୪: ଟାଟା ଗ୍ରୁପ୍ ନେତୃତ୍ୱରେ ପରିଚାଳିତ ବିମାନ କମ୍ପାନୀ ଏୟାର ଇଣ୍ଡିଆ ଯାତ୍ରୀମାନଙ୍କୁ ଏକ ଝଟକା ଦେଇଛି । ବଢି଼ପାରେ ଭଡ଼ା । କମ୍ପାନୀ ୮ ଏପ୍ରିଲରୁ…

ଗ୍ରାହକକୈନ୍ଦ୍ରିକ ଆଭିମୁଖ୍ୟ ଆମକୁ ସ୍ବତନ୍ତ୍ର କରିଛି: ଜୀବନ କୁମାର ବଡୁ

ଓଡ଼ିଶାର ବିଦ୍ୟୁତ୍‌ ଭିତ୍ତିଭୂମି କ୍ଷେତ୍ରର ଅନ୍ୟତମ ପ୍ରତିଷ୍ଠିତ ସଂସ୍ଥା ଭୁବନେଶ୍ୱରର ମଞ୍ଚେଶ୍ୱର ଶିଳ୍ପାଞ୍ଚଳସ୍ଥିତ ‘ଓଡ଼ିଶା ଟ୍ରାନ୍ସଫର୍ମର୍ସ ପ୍ରାଇଭେଟ ଲିମିଟେଡ’ (ଓଟିପିଏଲ୍‌) ର ପରିଚାଳନା ନିର୍ଦ୍ଦେଶକ ହେଉଛନ୍ତି ଜୀବନ…

ପଶ୍ଚିମ ଏସିଆ ଯୁଦ୍ଧ, ଭାରତରେ ୨୦-୨୫% ମହଙ୍ଗା ହେବ କପଡ଼ା

ନୂଆଦିଲ୍ଲୀ,୭।୪: ପଶ୍ଚିମ ଏସିଆ ଯୁଦ୍ଧ ଏବେ ଭାରତର ସାଧାରଣ ଲୋକଙ୍କ ପକେଟ ଉପରେ ପ୍ରଭାବ ପକାଉଛି। ଖାଦ୍ୟ, ପେଟ୍ରୋଲ ଏବଂ ଗାଡ଼ି ମରାମତି ପରେ ଏବେ କପଡ଼ା…

ସଂସ୍ଥା ପ୍ରତି ନିଷ୍ଠା,ଏକାଗ୍ରତା ଜରୁରୀ: କରିମ୍‌ କବିରୁଦ୍ଦିନ

କଟକଠାରେ ପ୍ରତିଷ୍ଠିତ ହେଲ୍‌ଥ ଫୁଡ୍‌ ପ୍ରଡକ୍ଟ ପ୍ରା. ଲିଃ.ର ଏକ୍‌ଜିକ୍ୟୁଟିଭ ଡାଇରେକ୍ଟର କରିମ୍‌ କବିରୁଦ୍ଦିନ ଓଡ଼ିଶାର ଅନେକ ପରିବାରକୁ ରୋଜଗାରକ୍ଷମ କରି ବେକାର ସମସ୍ୟାର ସମାଧାନ କରିବାର…

ଯୁଦ୍ଧ ଭିତରେ ଭାରତ ଠାରୁ ମିସାଇଲ କିଣିଲା ଆମେରିକା, ବିଶ୍ୱରେ ଚହଳ…

ନୂଆଦିଲ୍ଲୀ,୫।୪: ୨୦୨୫-୨୬ ଆର୍ଥିକ ବର୍ଷରେ ଭାରତର ପ୍ରତିରକ୍ଷା ରପ୍ତାନି ସର୍ୱକାଳୀନ ସର୍ୱାଧିକ ସ୍ତରରେ ପହଞ୍ଚିଛି। ଏହା ବିଶ୍ୱ ଅସ୍ତ୍ରଶସ୍ତ୍ର ବଜାରରେ ଭାରତର ବର୍ଦ୍ଧିତ ଉପସ୍ଥିତିକୁ ସ୍ପଷ୍ଟ କରେ।…

ପ୍ରକୃତ ଉଦ୍ୟୋଗୀ କେବଳ ନିଜ ପାଇଁ ସମ୍ପତ୍ତି ସୃଷ୍ଟି କରନ୍ତି ନାହିଁ

ଭାଲଚନ୍ଦ୍ର ମହାନ୍ତି ଜଣେ ପ୍ରଥମ ପିଢିର ଓଡ଼ିଆ ଉଦ୍ୟୋଗୀ ଏବଂ ଓରିକ୍ଲିନ୍‌ ପ୍ରାଇଭେଟ୍‌ ଲିମିଟେଡ୍‌ର ପରିଚାଳନା ନିର୍ଦ୍ଦେଶକ। ୧୯୯୦ ମସିହାରେ କମ୍ପାନୀ ପ୍ରତିଷ୍ଠା ହେବା ପରଠାରୁ ସେ…

ଧନୀ ହେବାକୁ ଛାହୁଁଥିଲେ, ଛାଡ଼ନ୍ତୁ ଏହି ୫ ଅଭ୍ୟାସ: ନଚେତ୍‌ ପଡ଼ିବ ଅଭାବ

ମଧ୍ୟବିତ୍ତ ବର୍ଗର ଲୋକମାନେ ପ୍ରାୟତଃ ଭାବନ୍ତି, ବେଳେବେଳେ ହଠାତ୍‌ ସେମାନଙ୍କର ଆର୍ଥିକ ସଙ୍କଟ ଆସିଯାଉଛି; କିନ୍ତୁ ଏହା ବାସ୍ତବରେ ନୁହେଁ। ଏହା ଏକ ପରିସ୍ଥିତି ଯାହା ଧୀରେ…

ଏକାଗ୍ରତା ଆଣେ ସଫଳତା: ସୁରେଶଙ୍କ ସହ ସ୍ବତନ୍ତ୍ର ସାକ୍ଷାତ୍‌କାର

ହାଇଟେକ୍‌ ଗ୍ରୁପ୍‌ ଅଫ୍‌ ଇନ୍‌ଷ୍ଟିଚ୍ୟୁଶନର ମ୍ୟାନେଜିଂ ଟ୍ରଷ୍ଟି ତଥା ସିଇଓ ସୁରେଶ କୁମାର ପାଣିଗ୍ରାହୀ ଜଣେ ଉଦ୍ୟୋଗୀ ଏବଂ ଶିକ୍ଷାବିତ୍‌ ଭାବରେ ଅନୁଷ୍ଠାନ ଆରମ୍ଭରୁ ଏହାର ଭିତ୍ତିଭୂମିକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri