ପାନାସୋନିକ ପକ୍ଷରୁ କାରାଭାନର ଶୁଭାରମ୍ଭ

ଭୁବନେଶ୍ୱର, ୧୫-୮: ପାର୍ବଣକୁ ଧ୍ୟାନରେ ରଖି ପାନାସୋନିକ ପକ୍ଷରୁ ନୂଆ କାରାଭାନର ଶୁଭାରମ୍ଭ ଘୋଷଣା କରାଯାଇଛି। କମ୍ପାନୀ ନୂଆ ମାର୍କେଟିଂ କ୍ୟାମ୍ପେନ ଅନ୍ତର୍ଗତ ବିଭିନ୍ନ ପଦକ୍ଷେପ ଗ୍ରହଣ କରୁଛି। ଶହୀଦ ନଗରଠାରେ ଏକ କାର୍ଯ୍ୟକ୍ରମରେ ଏହାକୁ ଆରମ୍ଭ କରାଯାଇଛି। କମ୍ପାନୀର ଡିସପ୍ଲେ କାରାଭାନ ଆକ୍ଟିଭିଟି ଦ୍ୱାରା ଭିନ୍ନ ଭିନ୍ନ ସହରରେ ଏହାର ପ୍ରଡକ୍ଟକୁ ନେଇ ଗ୍ରାହକଙ୍କ ମଧ୍ୟରେ ସଚେତନତା ସୃଷ୍ଟି କରିବ। କାରାଭାନ ରାଜ୍ୟର ବିଭିନ୍ନ ସହର ପରିକ୍ରମା କରିବାର କାର୍ଯ୍ୟକ୍ରମ ରହିଛି। କାରାଭାନରେ କମ୍ପାନୀର ବିଭିନ୍ନ ପ୍ରଡକ୍ଟ ଯଥା-ଏଲ୍‌ଇଡି, ରେଫ୍ରିଜରେଟର, ଓ୍ବାଶିଂମେଶିନ, ମାଇକ୍ରୋଓଭନ, ଭାକ୍ୟୁମକ୍ଲିନର,ଓ୍ବାଟର – ଏୟାର ପ୍ୟୁରିଫାୟର, ବିୟୁଟି କେୟାର ପ୍ରଡକ୍ଟ, କ୍ୟାମେରା, ହୋମ୍‌ ଆପ୍ଲାଏନ୍ସ ଭଳି ପ୍ରଡକ୍ଟ ସାମିଲ ରହିଛି। କାର୍ଯ୍ୟକ୍ରମ ଅବସରରେ ପୂର୍ବାଞ୍ଚଳ-୨ ବାଣିଜ୍ୟ ମୁଖ୍ୟ ସନ୍ତୋଷ କୁମାର ସାମନ୍ତରାୟ, ଓଡ଼ିଶା ବାଣିଜ୍ୟ ମୁଖ୍ୟ ଦୁର୍ଗେସ ଶୁକ୍ଳା, ରାଜ ଇଲେକଟ୍ରୋନିକ୍ସ ସ୍ବତ୍ତ୍ୱାଧିକାରୀ ପ୍ରକାଶ କୁମାର ବିଶ୍ୱାଳ, ଗୁପ୍ତା ଡିଷ୍ଟ୍ରିବ୍ୟୁଟର୍ସ ଓନର ରାଜେଶ ଗୁପ୍ତା, ମହାବୀର ଏଜେନ୍ସି ମୁଖ୍ୟ ମନମୋହନ ଖୁଣ୍ଟିଆ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅର୍ଗାନେଲ୍‌ ଫାର୍ମର ନୂଆ ରିଟେଲ୍‌ ଷ୍ଟୋର ଉଦ୍‌ଘାଟିତ

ଭୁବନେଶ୍ୱର, ୧୮ା୭: ଓଡ଼ିଶାର ଅର୍ଗାନିକ୍‌ ବ୍ରାଣ୍ଡ୍‌ ଅର୍ଗାନେଲ୍‌ ଫାର୍ମସ୍‌ ପକ୍ଷରୁ ପଟିଆ କଳାରାହାଙ୍ଗ ଜେଡ୍‌ – ୧ ଆପାର୍ଟମେଣ୍ଟ ନିକଟରେ ଗୁରୁବାର ଆଉ ଏକ ରିଟେଲ୍‌ ଷ୍ଟୋର…

UPI ବ୍ୟବହାରକାରୀଙ୍କ ପାଇଁ ବଡ଼ ଖବର; ₹୨,୦୦୦ରୁ ଅଧିକ UPI ପେମେଣ୍ଟ ଉପରେ ଏବେ ଗଣିବାକୁ ପଡ଼ିବ ଚାର୍ଜ!

ନୂଆଦିଲ୍ଲୀ,୧୭।୭: ଯଦି ଆପଣ ଦୈନନ୍ଦିନ ଜୀବନରେ ୟୁପିଆଇ (UPI) ମାଧ୍ୟମରେ ବଡ଼ ଧରଣର ଆର୍ଥିକ କାରବାର କରୁଛନ୍ତି, ତେବେ ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ। ଦେଶରେ…

୮ମ ବେତନ ଆୟୋଗ: କେବେଠାରୁ ଲାଗୁ ହେବ ନୂଆ ଦରମା? ୫୦ ଲକ୍ଷ କର୍ମଚାରୀ ଓ ୭୦ ଲକ୍ଷ ପେନସନଭୋଗୀଙ୍କ ପାଇଁ ଜରୁରୀ ଅପଡେଟ୍

ନୂଆଦିଲ୍ଲୀ,୧୭।୭: ଦେଶର ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଏକ ବଡ଼ ଖବର। ୮ମ ବେତନ ଆୟୋଗ ଗଠନ ହେବାର ପ୍ରାୟ ୯ ମାସ…

ସାଧାରଣ ଲୋକ ବି ଖୋଲିପାରିବେ ନିଜର ଏକ ବ୍ୟାଙ୍କ? ଜାଣନ୍ତୁ କେତେ ଟଙ୍କା ଆବଶ୍ୟକ…

ନୂଆଦିଲ୍ଲୀ,୧୭।୭: ଅନେକ ଲୋକ ନିଜର ବ୍ୟାଙ୍କ ଆରମ୍ଭ କରିବାର ସ୍ୱପ୍ନ ଦେଖନ୍ତି, କିନ୍ତୁ ଭାରତରେ ଏହା ପ୍ରକୃତରେ ସମ୍ଭବ କି? ଏହାର ଉତ୍ତର ହେଉଛି ହଁ। ଭାରତୀୟ…

ଇଲେକ୍ଟ୍ରିକ୍ ଗାଡ଼ିରେ ନିଆଁ ଲାଗିଲେ ମିଳିବ କି ଇନ୍ସୁରାନ୍ସ ଟଙ୍କା? ଜାଣନ୍ତୁ ବୀମା କମ୍ପାନୀର ନିୟମ

ନୂଆଦିଲ୍ଲୀ, ୧୬।୭: ନୋଏଡାର ସେକ୍ଟର ୬୬ ସ୍ଥିତ ଏକ ବିଲ୍ଡିଂର ପାର୍କିଂରେ ଛିଡ଼ା ହୋଇଥିବା ଇଲେକ୍ଟ୍ରିକ୍ ବାଇକ୍‌ରେ ସ୍ପାର୍କିଂ ହୋଇ ପ୍ରଚଣ୍ଡ ନିଆଁ ଲାଗିଯାଇଥିଲା। ଏହି ଦୁଃଖଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri