ଭୁବନେଶ୍ୱର,୧୪ା୯ ପାନ୍ ବାହାର ଇଲାଇଚି ପକ୍ଷରୁ ନୂଆ ଅଭିଯାନ ‘କାମୟାବି’ ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ଏଭଳି ଏକ ପୁରାତନ ବ୍ରାଣ୍ଡ୍କୁ ଗ୍ରାହକଙ୍କ ନିକଟତର କରାଇବା ଲାଗି କମ୍ପାନୀ ପକ୍ଷରୁ ସାଉଥ୍ ସୁପରଷ୍ଟାର ତଥା ତେଲୁଗୁ ସିନେମା ଅଭିନେତା ମହେଶ ବାବୁ ଏବଂ ହିନ୍ଦୀ ସିନେମା ଅଭିନେତା ଟାଇଗର ସ୍ରଫଙ୍କ ସହ କମ୍ପାନୀ ଯୋଡ଼ି ହୋଇଛି। ୧୦ ସେପ୍ଟେମ୍ବରଠାରୁ କମ୍ପାନୀର ଏହି ବ୍ରାଣ୍ଡ୍ କ୍ୟାମ୍ପେନରେ ୨ ଅଭିନେତା ନଜର ଆସିବେ। ଗତ କିଛି ବର୍ଷ ପାନ୍ ବାହାର ସାରା ଦେଶରେ ନିଜର ଉପସ୍ଥିତି ଜାହିର କରିଛି। ବିଶେଷକରି ଦେଶର ଦକ୍ଷିଣ ପ୍ରାନ୍ତରେ କମ୍ପାନୀ ଗ୍ରାହକଙ୍କ ନିକଟତର ହୋଇପାରିଛି। ଦକ୍ଷିଣ ଭାଗରେ ଗ୍ରାହକ ହୃଦୟରେ ସ୍ଥାନ ଦେଇଥିବା କମ୍ପାନୀ ପକ୍ଷରୁ କୁହାଯାଇଛି। ମହେଶ ବାବୁଙ୍କୁ କମ୍ପାନୀ ଏହାର ବ୍ରାଣ୍ଡ୍ ଆମ୍ବାସାଡର ଭାବେ ନିଯୁକ୍ତ କରିଛି। ମହେଶ ବାବୁ ଏବଂ ଟାଇଗର ସ୍ରଫଙ୍କ ଯୋଡ଼ି ପାନ୍ ବାହାର ବ୍ରାଣ୍ଡର ଉପସ୍ଥିତିକୁ ଆଗକୁ ବଢ଼ାଇବାରେ ସହାୟକ ହୋଇପାରିବ ବୋଲି କମ୍ପାନୀ ପକ୍ଷରୁ ସୂଚନା ଦିଆଯାଇଛି।
ସୁନା ବଜାରରେ ନିଆଁ: ହଠାତ ଏତିକି ବଢ଼ିଗଲା ସୁନା ଦର, ରୂପା ବି… ଏକ୍ସପର୍ଟ ଚକିତ!
ନୂଆଦିଲ୍ଲୀ, ୨୫।୩: ଅନ୍ତର୍ଜାତୀୟ ବଜାରରେ ସୁନା ଓ ରୂପା ଦରରେ ବୃଦ୍ଧି ଯୋଗୁ ଘରୋଇ ବଜାରରେ ଏହାର ପ୍ରଭାବ ଦେଖିବାକୁ ମିଳିଛି। ଦିଲ୍ଲୀ ସର୍ରଫା ବଜାରରେ ବୁଧବାର…
ଜୀବନ ବଞ୍ଚାନ୍ତୁ, ପୁରସ୍କାର ପାଆନ୍ତୁ: ସଡ଼କ ଦୁର୍ଘଟଣାଗ୍ରସ୍ତଙ୍କୁ ସାହାଯ୍ୟ କଲେ ସରକାର ଦେବେ ୨୫,୦୦୦ ଟଙ୍କା!
ନୂଆଦିଲ୍ଲୀ,୨୫।୩: ସାଧାରଣତଃ ସଡ଼କ ଦୁର୍ଘଟଣା ସମୟରେ ପୋଲିସ କିମ୍ବା ଆଇନଗତ ଝାମେଲାରେ ପଡ଼ିବା ଭୟରେ ଲୋକମାନେ ଆହତଙ୍କୁ ସାହାଯ୍ୟ କରିବାକୁ ପଛଘୁଞ୍ଚା ଦିଅନ୍ତି। କିନ୍ତୁ ଏବେ ସରକାର…
“ପିଲାଦିନ ଅବସର ନ ନେବା ଉଚିତ୍”: ଆନନ୍ଦ, ଗାରିମା ଏବଂ ପ୍ରତିଷେଧକ ଯତ୍ନ ସହିତ ବାର୍ଦ୍ଧକ୍ୟକୁ ପୁନଃସଂଜ୍ଞାୟିତ କରିବା ପାଇଁ ଏକ ଜାତୀୟ ଆହ୍ୱାନ
ଭାପି, ୨୫।୩ : ମେରିଲର ଭାପିସ୍ଥିତ ବିଶ୍ୱ ମୁଖ୍ୟାଳୟକୁ ଭାରତର ପୂର୍ବତନ କ୍ରିକେଟ୍ ଅଧିନାୟକ ମହେନ୍ଦ୍ର ସିଂଧୋନିଙ୍କର ପ୍ରଥମ ଗସ୍ତ ଅବସରରେ ଧୋନି “ପିଲାଦିନ ଅବସର ନ…
କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା, ଏଲପିଜି ବୁକିଂ ନିୟମରେ ହୋଇନି ପରିବର୍ତ୍ତନ
ନୂଆଦିଲ୍ଲୀ,୨୫।୩: ବିଭିନ୍ନ ମହଲରେ ରିପୋର୍ଟ ଆସିଛି ଯେ ସରକାର ଏଲପିଜି ବୁକିଂ ପାଇଁ ନିୟମ ପରିବର୍ତ୍ତନ କରିଛନ୍ତି। ଦୁଇଟି ସିଲିଣ୍ଡର କିମ୍ୱା ଡବଲ କନେକ୍ସନ ଥିବା ଗ୍ରାହକମାନଙ୍କୁ…
LPG ଅଭାବ ମଧ୍ୟରେ ଆହୁରି କଡ଼ାକଡ଼ି ହେଲା ନିୟମ: ବୁକିଂ ସମୟସୀମା ବଢିଲା, ଏଣିକି ଏତେ ଦିନ କରିବାକୁ ପଡିବ ଅପେକ୍ଷା
ନୂଆଦିଲ୍ଲୀ,୨୫।୩: ଏଲପିଜି ସିଲିଣ୍ଡରର ଅଭାବ ମଧ୍ୟରେ, ଗ୍ୟାସ କମ୍ପାନୀଗୁଡ଼ିକ ସେମାନଙ୍କର ବୁକିଂ ନିୟମରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ କରିଛନ୍ତି। ଗ୍ରାହକମାନଙ୍କୁ ସେମାନଙ୍କର ପରବର୍ତ୍ତୀ ସିଲିଣ୍ଡର ବୁକ୍ କରିବା ପାଇଁ…
୪୦ ବର୍ଷ ଭିତରେ କେବେ ଘଟିନଥିଲା! ୨୦% କମିଲା ସୁନା ଦର, 22k କିଣିଲେ GST ଓ ମେକିଂ ଚାର୍ଜ ବାଦରେ ଦେବେ…
ନୂଆଦିଲ୍ଲୀ,୨୪।୩: ୪୦ ବର୍ଷ ମଧ୍ୟରେ ସୁନାର ମୂଲ୍ୟ ସବୁଠାରୁ ଅଧିକ ହ୍ରାସ ପାଇଛି। ବିଶ୍ୱ ବଜାରରେ, ସୁନାର ମୂଲ୍ୟ ହ୍ରାସ ପାଇଛି। ତଥାପି ଇରାନ ଯୁଦ୍ଧ ଆରମ୍ଭ…
ଯୁଦ୍ଧ ଭିତରେ ୫୦ବର୍ଷର ରେକର୍ଡ ଭାଙ୍ଗିଲା ସୁନା, ଏତେ ଖସିଲା ଯେ ବିଶେଷଜ୍ଞ ହୋଇଗଲେ ତାଜୁବ!
ନୂଆଦିଲ୍ଲୀ,୨୪।୩: ବିଶ୍ୱ ବଜାରରେ ଚାଲିଥିବା ଅସ୍ଥିରତା ମଧ୍ୟରେ, ସୁନା ମୂଲ୍ୟ ନିବେଶକମାନଙ୍କୁ ଏକ ବଡ଼ ଝଟ୍କା ଦେଇଛି। ଗତ 25 ଦିନ ମଧ୍ୟରେ ସୁନା ମୂଲ୍ୟରେ ହ୍ରାସ…
LPG ବୁକିଂ ନେଇ ଆସିଲା ନୂଆ ନିୟମ: ଗୋଟିଏ ମାସରେ କେତେ ଗ୍ୟାସ ସିଲିଣ୍ଡର ହୋଇପାରିବ ବୁକ୍, ଜାଣନ୍ତୁ…
ନୂଆଦିଲ୍ଲୀ,୨୪।୩: ପଶ୍ଚିମ ଏସିଆରେ ଚାଲିଥିବା ଉତ୍ତେଜନା ମଧ୍ୟରେ ପ୍ରତ୍ୟେକ ଘରକୁ ନିରବଚ୍ଛିନ୍ନ ଗ୍ୟାସ ଯୋଗାଣ ସୁନିଶ୍ଚିତ କରିବା ପାଇଁ, ସରକାର କିଛି ନିୟମ ସ୍ଥାପନ କରିଛନ୍ତି। ପ୍ରତ୍ୟେକ…
Archives

