ପାରାଦୀପରେ ‘ବୁଲ୍‌ବୁଲ୍‌’: ବିଦ୍ୟୁତ୍‌ ସେବା ବନ୍ଦ

ପାରାଦୀପ,୯।୧୧(ସ୍ବ.ପ୍ର.): ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପଜନିତ ବାତ୍ୟା ‘ବୁଲ୍‌ବୁଲ୍‌’ର ପ୍ରଭାବ ରାଜ୍ୟର ବିଭିନ୍ନ ଅଞ୍ଚଳରେ ଦେଖିବାକୁ ମିଳିଛି। ଏହା ପ୍ରଭାବରେ ପାରାଦୀପ ଅଞ୍ଚଳରେ ବ୍ୟାପକ କ୍ଷୟକ୍ଷତି ଘଟିଛି। ଗତ ଗୁରୁବାରଠାରୁ ଆରମ୍ଭ ହୋଇଥିବା ବର୍ଷା ଶୁକ୍ରବାର ମଧ୍ୟରାତିରୁ ଆହୁରି ବଢ଼ିଛି। ପବନର ବେଗ ମଧ୍ୟ ବଢ଼ିବାକୁ ଲାଗିଛି। ଏହାର ପ୍ରଭାବରେ ପାରାଦୀପ ଶିଳ୍ପାଞ୍ଚଳ ଓ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ବଡ଼ ବଡ଼ ଗଛ ପଡ଼ି କେତେକ ସ୍ଥାନରେ ରାସ୍ତା ଅବରୋଧ ହୋଇଛି। ଗଛକାଟିବା ଲାଗି ଓଡ୍ରାଫ୍‌ କର୍ମଚାରୀ ନିୟୋଜିତ ଅଛନ୍ତି। କେତେକ ସ୍ଥାନରେ ବିଦ୍ୟୁତ୍‌ ସେବା ମଧ୍ୟ ବନ୍ଦ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଖାଉଟି ଅଦାଲତରେ ଦଣ୍ଡିତ ହେଲେ ‘ମୁକେଶ ଏଣ୍ଟରପ୍ରାଇଜେସ’: ନୂଆ ଟିଭି ସହ…

ଭବାନୀପାଟଣା, ୧୨।୩ (ଉତ୍ତମ କୁମାର ଦାଶ): ଗ୍ରାହକଙ୍କୁ ସେବା ଯୋଗାଇବାରେ ଅବହେଳା କରିବା ଜୁନାଗଡ଼ର ଏକ ବ୍ୟବସାୟିକ ପ୍ରତିଷ୍ଠାନ ଓ ବିଶ୍ୱପ୍ରସିଦ୍ଧ ଟିଭି ନିର୍ମାତା ସଂସ୍ଥା ‘ସାମସଙ୍ଗ’କୁ…

ବାଲି ବୋଝେଇ ହାଇୱାରେ ପାଲ ଢାଙ୍କିବା ସାଜିଲା କାଳ: ୧୧ କେଭି ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ନାବାଳକ ଗୁରୁତର

ବଞ୍ଚୋ, ୧୨।୩ (ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ନନ୍ଦିପଦା ଥାନା ଅନ୍ତର୍ଗତ ହାବଳେଶ୍ୱର ହାଇସ୍କୁଲ ନିକଟରେ ଏକ ଅଭାବନୀୟ ଘଟଣା ଘଟିଛି। ବାଲି…

ବନ୍ତଳାରେ ଭୟାବହ ଅଗ୍ନିକାଣ୍ଡ: ଗ୍ୟାସ ଟାଙ୍କି ଫାଟି ଜଳିଗଲା ୧୦ ଦୋକାନ, ୫ ଦମକଳ ଗାଡ଼ି…

ବନ୍ତଳା, ୧୨।୩(ସୁଶିତ ସାହୁ): ଅନୁଗୋଳ ଜିଲା ଶଙ୍ଖପୁର ମଦନମୋହନ ଛକସ୍ଥିତ ବନ୍ତଳା ବଜାରରେ ଗୁରୁବାର ଅପରାହ୍ନରେ ଏକ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଗ୍ୟାସ ଟାଙ୍କି ବିସ୍ଫୋରଣ ଯୋଗୁ…

ମଞ୍ଚ ନାଟକକୁ ବଞ୍ଚେଇ ରଖିଛି ତୋଫାନ କଳା ସଂସଦ: ଏବର୍ଷ ପରିବେଷଣ ହେଲା…

ଭଞ୍ଜନଗର,୧୨। ୩(ବାବୁଲା ପ୍ରଧାନ)-ବର୍ତ୍ତମାନ ସମୟରେ ବ୍ୟବସାୟିକ ଉଦ୍ଦେଶ୍ୟରେ ଖୋଲା ମଞ୍ଚ ନାଟକର ଚାହିଦା ବୃଦ୍ଧି ପାଉଥିବା ବେଳେ ଗଞ୍ଜାମ ଜିଲା ଭଞ୍ଜନଗରଠାରେ ବିଗତ ୪୦ ବର୍ଷ ହେଲା…

WFP ଉପ-ନିର୍ଦ୍ଦେଶକଙ୍କ ଭଞ୍ଜନଗର ଗସ୍ତ: ଜଳବାୟୁ-ଅନୁକୂଳ ଚାଷକୁ ପ୍ରଶଂସା, ସକାରାତ୍ମକ ପ୍ରଭାବ ଉପରେ…

ଭଞ୍ଜନଗର,୧୨।୩(ବାବୁଲା ପ୍ରଧାନ)- ଜଳବାୟୁ ପରିବର୍ତ୍ତନ ଯୋଗୁ ରାଜ୍ୟରେ ବାରମ୍ବାର ପ୍ରାକୃତିକ ବିପର୍ଯ୍ୟୟ ପଡୁଛି। ସେଥିମଧ୍ୟରେ ଗଞ୍ଜାମ ଜିଲାରେ ଏହାର  ଅଧିକ ପ୍ରଭାବ ବିଗତ କିଛି ବର୍ଷ ମଧ୍ୟରେ…

ଦିଗପହଣ୍ଡି ସହରର ବିକାଶ ପାଇଁ କାଉନସିଲରଙ୍କ ୮ ଦଫା ଦାବିପତ୍ର: ଜଳବନ୍ଦୀ- ପାନୀୟ ଜଳ ସମସ୍ୟା ଉପରେ…

ଦିଗପହଣ୍ଡି, ୧୨।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ବହୁବିଧ ବିକାଶ ଓ ଜନସାଧାରଣଙ୍କ ମୌଳିକ ସମସ୍ୟାର ସମାଧାନ ପାଇଁ ୧୧ ନମ୍ବର ୱାର୍ଡ…

ବନ୍ୟପ୍ରାଣୀ ଶିକାର ସୂଚନା ଦେଲେ ମିଳିବ ୫ ହଜାର ଟଙ୍କା, ଟାଟା ପାଓ୍ବାର ପକ୍ଷରୁ ଘୋଷଣା…

ଭଞ୍ଜନଗର, ୧୨।୩ (ବାବୁଲା ପ୍ରଧାନ):ବନ୍ୟପ୍ରାଣୀ ସୁରକ୍ଷା ଏବଂ ହାତୀ-ମଣିଷ ଲଢ଼େଇକୁ ରୋକିବା ପାଇଁ ଜନସାଧାରଣଙ୍କ ସହଭାଗିତା ଅପରିହାର୍ଯ୍ୟ। ଏହି ଲକ୍ଷ୍ୟକୁ ନେଇ ଗୁରୁବାର ଭଞ୍ଜନଗରଠାରେ ଟାଟା ପାୱାର,…

ଗଞ୍ଜାମ କଳା ସାଂସ୍କୃତିକ ମଞ୍ଚର ବନ୍ଧୁମିଳନ: ପୁରୁଣା ସ୍ମୃତି ଚାରଣ ସହ କଳାକାରଙ୍କୁ ସମ୍ମାନ

ଗଞ୍ଜାମ,୧୨।୩(ବିଦ୍ୟାଧର ସାହୁ): ଗଞ୍ଜାମ କଳାକାର ମଞ୍ଚ ତଥା ଗଞ୍ଜାମ କଳା ସାଂସ୍କୃତିକ ମଞ୍ଚ ପକ୍ଷରୁ ପ୍ରସିଦ୍ଧ ପର୍ଯ୍ୟଟନସ୍ଥଳୀ ଟାମ୍ପରା ହ୍ରଦ କୂଳରେ ଏକ ଭବ୍ୟ ବନ୍ଧୁମିଳନ କାର୍ଯ୍ୟକ୍ରମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri