Posted inଖେଳ

ପାରାଲିସିସ୍‌ରେ ପୀଡ଼ିତ ୩ ଥର ଅଲିମ୍ପିକ୍‌ ରୋଇଂ ଚାମ୍ପିୟନ

ଲଣ୍ଡନ,୧।୧୧(ଏଏଫ୍‌ପି)- ଟ୍ରିପଲ ଅଲିମ୍ପିକ୍‌ ରୋଇଂ (ନୌଚାଳନା) ଚାମ୍ପିୟନ ପିଟ ରିଡ୍‌ ପକ୍ଷାଘାତରେ ପୀଡ଼ିତ ହୋଇଛନ୍ତି। ମେରୁଦଣ୍ଡରେ ଷ୍ଟ୍ରୋକ୍‌ ଯୋଗୁ ତାଙ୍କ ଛାତି ତଳ ସମ୍ପୂର୍ଣ୍ଣ ଅକ୍ଷମ ହୋଇଯାଇଥିବା ସେ ଘୋଷଣା କରିଛନ୍ତି। ରୟାଲ ନେଭିରେ ଲ୍ୟୁଟ୍‌ନାଣ୍ଟ କମାଣ୍ଡର ଭାବେ କାର୍ଯ୍ୟରତ ୩୮ ବର୍ଷୀୟ ରିଡ୍‌ ୨୦୦୮ ବେଜିଂ ଅଲିମ୍ପିକ୍ସରେ କକ୍ସଲେସ ଫୋରରେ ସ୍ବର୍ଣ୍ଣ ପଦକ ଜିତିଥିଲେ। ୨୦୧୨ ଲଣ୍ଡନ ଓ ୨୦୧୬ ରିଓ ଅଲିମ୍ପିକ୍ସରେ ସମାନ ଇଭେଣ୍ଟରେ ମଧ୍ୟ ସ୍ବର୍ଣ୍ଣ ପଦକ ପାଇଥିଲେ। ଚଳିତ ମାସରେ ରିଡ୍‌ ସ୍ପାଇନାଲ ଷ୍ଟ୍ରୋକ୍‌ର ସମ୍ମୁଖୀନ ହୋଇଥିବା ଇନ୍‌ଷ୍ଟାଗ୍ରାମ୍‌ରେ ଟୁଇଟ୍‌ କରିଥିଲେ। ମୁଁ ସମ୍ପୂର୍ଣ୍ଣ ଫିଟ୍‌ ହେବାର ଖୁବ୍‌ କମ୍‌ ସମ୍ଭାବନା ଅଛି ବୋଲି ଉକ୍ତ ପୋଷ୍ଟରେ ଲେଖିଥିଲେ। ଗତବର୍ଷ ରୋଇଂରୁ ଅବସର ଘୋଷଣା କରିଥିବା ରିଡ୍‌ କହିଛନ୍ତି ଯେ, ଏହା ମୋ ମେରୁଦଣ୍ଡର ମଧ୍ୟଭାଗରେ ହୋଇଛି। ଏଣୁ ମୋ ଛାତି ତଳର ନିମ୍ନଭାଗ ସମ୍ପୂର୍ଣ୍ଣ ପକ୍ଷାଘାତ ହୋଇଯାଇଛି। ମୋ ହାତ ସମ୍ପୂର୍ଣ୍ଣ ଠିକ୍‌ ଥିବାବେଳେ ମୁଣ୍ଡ ଏବେ ମଧ୍ୟ କାର୍ଯ୍ୟକ୍ଷମ ଅଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

୨୦୨୬ରେ ଅବସର ନେବେ ଏହି ୫ କ୍ରିକେଟର ! ଲିଷ୍ଟରେ ଅଛି ଚକିତ କଲା ଭଳି ନାଁ

ନୂଆଦିଲ୍ଲୀ,୧।୧: ସମଗ୍ର ବିଶ୍ୱ ଏକ ନୂତନ ବର୍ଷରେ ପ୍ରବେଶ କରିବାକୁ ଯାଉଛି। ୨୦୨ ମସିହାରେ କ୍ରିକେଟ ଜଗତରେ ପ୍ରମୁଖ ଟୁର୍ନାମେଣ୍ଟ ଦେଖିବାକୁ ମିଳିଥିଲା, ଯେପରିକି ଚାମ୍ପିଅନ୍ସ...

ହାତରେ ମଦ ବୋତଲ ଧରି ବୁଲୁଛନ୍ତି ତେନ୍ଦୁଲକରଙ୍କ ଝିଅ ସାରା, ଭିଡିଓ ଭାଇରାଲ୍

ଗୋଆ,୩୧ା୧୨: କ୍ରିକେଟ୍ ଦୁନିଆର ମହାନ ଖେଳାଳି ସଚିନ ତେନ୍ଦୁଲକରଙ୍କ ଝିଅ ସାରା ତେନ୍ଦୁଲକର ଏବେ ଚର୍ଚ୍ଚାରେ। ନିକଟରେ ସାରାଙ୍କର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ୍...

ଶକ୍ତିଶାଳୀ ଦିଲ୍ଲୀକୁ ହରାଇଲା ଓଡ଼ିଶା, ବିରାଟ ଅନୁପସ୍ଥିତିରେ ମାଟି କାମୁଡ଼ିଲା ରିଷଭଙ୍କ ଟିମ୍

ବେଙ୍ଗାଲୁରୁ,୩୧ା୧୨: ବିଜୟ ହଜାରେ ଟ୍ରଫିର ଏଲିଟ୍ ଗ୍ରୁପ୍-ଡି ମୁକାବିଲାରେ ଓଡ଼ିଶା କ୍ରିକେଟ୍ ଦଳ ଶକ୍ତିଶାଳୀ ଦିଲ୍ଲୀକୁ ୭୯ ରନ୍‌ରେ ପରାସ୍ତ କରିଛି। ଷ୍ଟାର୍ ବ୍ୟାଟର ବିରାଟ...

ବିରାଟ-ରୋହିତଙ୍କୁ ଟେଷ୍ଟରୁ ଅବସର ନେବାକୁ କରାଯାଇଥିଲା ବାଧ୍ୟ! ଏହି ଖେଳାଳିଙ୍କ ବୟାନ ପରେ କ୍ରିକେଟ ଜଗତରେ ଝଡ

ନୂଆଦିଲ୍ଲୀ,୩୧।୧୨: କ୍ରିକେଟର ଦୁଇ ବଡ ନାମ ବିରାଟ କୋହଲି ଏବଂ ରୋହିତ ଶର୍ମାଙ୍କ ହଠାତ୍‌ ଟେଷ୍ଟ କ୍ରିକେଟରୁ ଅବସରକୁ ନେଇ ଚର୍ଚ୍ଚା ପୁଣି ଥରେ ତୀବ୍ର...

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା...

ମୁଜାଗଡ଼ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ, ସାନକୋଦଣ୍ଡାକୁ ହରାଇ ବୋଇରାଣୀ ଚାମ୍ପିୟନ

ଭଞ୍ଜନଗର,୩୦।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ରେ ଆଜକୁ ଏକ ସପ୍ତାହ ଧରି ଚାଲିଥିବା ମୁଜାଗଡ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟର ଫାଇନାଲ ମ୍ୟାଚ୍ ମଙ୍ଗଳବାର ସାନକୋଦଣ୍ଡା ଓ...

ଆଇସିସି ମହିଳା ର଼୍ୟାଙ୍କିଙ୍ଗରେ ଦୀପ୍ତି ନମ୍ବର ଓ୍ବାନ୍‌

ଦୁବାଇ, ୩୦ା୧୨: ଆଇସିସି ଅନ୍ତର୍ଜାତୀୟ ଟି୨୦ ପ୍ଲେୟର୍ସ ର଼୍ୟାଙ୍କିଙ୍ଗ ତାଲିକାରେ ଭାରତର ବିସ୍ଫୋରକ ଓପନର ଶେଫାଳୀ ବର୍ମା ୬ଷ୍ଠ ସ୍ଥାନକୁ ଉନ୍ନୀତ ହୋଇଛନ୍ତି। ଏହି ୨୧...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri