ଚଣ୍ଡିଖୋଲ,୨୫।୧୧(ଡ.ଏନ୍.ଏ.): ଯାଜପୁର ଜିଲା ଚଣ୍ଡିଖୋଲ ସ୍ଥିତ ଏକ ହୋଟେଲରେ ଜଣେ ବ୍ୟାଙ୍କ ଅଧିକାରୀ ବେକରେ ବେଡସିଟ୍ ଗୁଡ଼ାଇ ଗୁରୁବାର ରାତିିରେ ଆତ୍ମହତ୍ୟା କରିଛନ୍ତି। ମୃତକ ହେଲେ ଯାଜପୁର ଥାାନା ଅନ୍ତର୍ଗତ ନରହରିପୁର ଗ୍ରାମର ଆଶିଷ ରଞ୍ଜନ ସାମଲ। ସେ ଗୌହାଟିରେ ରିଜର୍ଭ ବ୍ୟାଙ୍କ ଅଫ ଇଣ୍ଡିଆ(ଆର୍ବିଆଇ)ର ଜେନେରାଲ ମ୍ୟାନେଜର ଭାବେ କାମ କରୁଥିଲେ। ଗୁରୁବାର ମା’ଙ୍କୁ ଦେଖା କରିବା ଲାଗି ସେ ନିଜ ଘରକୁ ଆସିଥିଲେ। ସେଠାରୁ ସ୍ତ୍ରୀ ଏବଂ ପିଲାଙ୍କୁ ଦେଖିବା ଲାଗି ଭୁବନେଶ୍ୱର ଯାଇଥିଲେ। ଏହାପରେ ସେ ଉକ୍ତ ହୋଟେଲରେ ରୁମ୍ ବୁକ୍ କରି ଆତ୍ମହତ୍ୟା କରିଛନ୍ତି। ତେବେ ପାରିବାରିକ ଅଶାନ୍ତିରୁ ସେ ଆତ୍ମହତ୍ୟା କରିଥିବା ଜଣାପଡ଼ିଛି।
Posted inଆମ ଜିଲା ଖବର, ଯାଜପୁର, ରାଜ୍ୟ View All
ଦାଦନ ଖଟିବାକୁ ଯାଇ ମୁମ୍ବାଇରେ ଓଡ଼ିଆ ଶ୍ରମିକଙ୍କ ଜୀବନ ଗଲା
ଦିଗପହଣ୍ଡି,୧ା୧୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକରେ ଦାଦନ ଯନ୍ତ୍ରଣା ଲାଗି ରହିଥିବାବେଳେ ପୁଣିଥରେ ଜଣେ ଦାଦନ ଶ୍ରମିକଙ୍କ ମୁମ୍ବାଇରେ ମୃ୍ତ୍ୟୁ ହୋଇଥିବା ଜଣାପଡ଼ିଛି। ମୃତକ…
ବନ୍ୟା ବାତ୍ୟା ଟଳିଲା, ବଢ଼ିଲା ଲୋକଙ୍କ ଦୁର୍ଦ୍ଦଶା, ବିପନ୍ନଙ୍କ ନିକଟରେ ଯୁବ ସ୍ବେଚ୍ଛାସେବୀ ପହଞ୍ଚି…
ଗଞ୍ଜାମ,୧ା୧୧(ବିଦ୍ୟାଧର ସାହୁ): ବାତ୍ୟା ଅର୍ଣ୍ଣବ ପ୍ରଭାବରେ ବିଶେଷ କ୍ଷତି ଗ୍ରସ୍ତ ହୋଇଛି ଗଞ୍ଜାମ ଜିଲା। ଏହି ବ୍ଲକର ଅଧିକାଂଶ ପଞ୍ଚାୟତ ଲଗାଣ ବର୍ଷା ଓ ପବନ ଯୋଗୁ…
ବନ୍ୟାରେ ଫସଲ ନଷ୍ଟ, ଜମି ବିବାଦକୁ ନେଇ ଚିନ୍ତିତ ଥିଲେ ଚାଷୀ: ଶେଷରେ କୀଟନାଶକ ପିଇ…
ବ୍ରହ୍ମପୁର, ୧/୧୧ (ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା ଶେରଗଡ଼ ବ୍ଲକ୍ରେ ଜଣେ ଚାଷୀ କୀଟନାଶକ ପିଇ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି। ବନ୍ୟାରେ ଫସଲ ନଷ୍ଟ…
ବନ୍ୟାଞ୍ଚଳ ବୁଲି କ୍ଷୟକ୍ଷତିର ଅନୁଧ୍ୟାନ, ପ୍ରଶାସନ ପକ୍ଷରୁ ଖାଦ୍ୟ ବଣ୍ଟନ
ଗଞ୍ଜାମ, ୧।୧୧ (ଅନାଥ ତରାଇ): ଋଷିକୁଲ୍ୟା ନଦୀରେ ବନ୍ୟା ଯୋଗୁଁ ଗଞ୍ଜାମ ବ୍ଲକର ବିଭିନ୍ନ ଗ୍ରାମରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ଏହି ପରିପ୍ରେକ୍ଷୀରେ ଗଞ୍ଜାମ ବ୍ଲକ ଅନ୍ତର୍ଗତ…
କଇଁ ଫୁଲ ତୋଳିବା ହେଲା କାଳ! ପୋଖରୀରେ ବୁଡ଼ି ୩ ଶିଶୁ ମୃତ, ଆଉ ଜଣେ ନିଖୋଜ ସନ୍ଦେହ
ନିଶ୍ଚିନ୍ତକୋଇଲି,୧।୧୧ (ଅଶୋକ କୁମାର ମହାପାତ୍ର): କଟକ ଜିଲା ଭଦ୍ରେଶ୍ୱର ଥାନା ଅନ୍ତର୍ଗତ ଗୋପାଳପୁର ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ପୋଖରୀରେ ବୁଡ଼ି ୩ ଜଣ ଶିଶୁଙ୍କ…
କଲଭର୍ଟ ଧୋଇଗଲା, ଯାତାୟାତ ବନ୍ଦ ବାଇକ୍ ପାର୍ କରାଇବାକୁ ନେଉଛନ୍ତି ୨୦୦ ଟଙ୍କା
ରାଇକିଆ, ୩୧/୧୦ (ପ୍ରଦୀପ ବେହେରା): କନ୍ଧମାଳ ଜିଲ୍ଲାର ରାଇକିଆ ବ୍ଲକ୍ରେ ବାତ୍ୟା ‘ଅର୍ଣ୍ଣବ’ର ପ୍ରଭାବରେ ବିଭିନ୍ନ ସ୍ଥାନକୁ ଯୋଗାଯୋଗ ବିଚ୍ଛିନ୍ନ ହୋଇପଡ଼ିଛି। ପୋଲ ଭାଙ୍ଗିଯିବା ଯୋଗୁଁ ଜରୁରୀ…
ବନ୍ୟା ବିପନ୍ନଙ୍କ ପାଖରେ ବିଧାୟକ, ସ୍ଥିତି ପରଖିଲେ ମନ୍ତ୍ରୀ ଗିଡ଼ିପାବାଲି ଗଲେ ପରିବହନ ମନ୍ତ୍ରୀ, ଭଞ୍ଜନଗର ଆସୁଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ
ଭଞ୍ଜନଗର, ୧/୧୧ (ବାବୁଲା ପ୍ରଧାନ): ବାରମ୍ବାର ବନ୍ୟା ଓ ବାତ୍ୟା ଗଞ୍ଜାମ ଜିଲାବାସୀଙ୍କ ଆର୍ଥିକ ମେରୁଦଣ୍ଡକୁ ଦୋହଲାଇ ଦେଇଛି। ବାତ୍ୟା ପରବର୍ତ୍ତୀ ବନ୍ୟା ଓ ଭୂସ୍ଖଳନ ଯୋଗୁଁ…
ଆଇପିଏସ୍ ସ୍ତରରେ ବଡ଼ ଅଦଳବଦଳ, ସୁଶାନ୍ତ ନାଥ ଗୃହ ବିଭାଗକୁ ବଦଳି, ଜାଣନ୍ତୁ ଆଉ କାହାକୁ କେଉଁଠିକୁ
ଭୁବନେଶ୍ୱର,୧।୧୧: ରାଜ୍ୟ ପୋଲିସ ପ୍ରଶାସନରେ ବଡ଼ ଧରଣର ଅଦଳବଦଳ ହୋଇଛି। ଆଇପିଏସ୍ ସ୍ତରରେ ଏହି ଅଦଳବଦଳରେ ବରିଷ୍ଠ ଅଧିକାରୀଙ୍କଠାରୁ ଆରମ୍ଭ କରି ଜିଲା ଏସ୍ପି ପର୍ଯ୍ୟନ୍ତ ଅନେକଙ୍କୁ…

