ପାରିବାରିକ କଳହ: ଦେହରେ ନିଆଁ ଲଗାଇଲେ ମହିଳା, ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି

ମହାକାଳପଡ଼ା, ୨୦।୨(ଡି.ଏନ୍‌.ଏ.): ପାରିବାରିକ କଳହକୁ କେନ୍ଦ୍ରକରି କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ଥାନା ବରକନ୍ଧା ପଞ୍ଚାୟତ ଛେଡାକଣି ଗ୍ରାମର ଜନୈକା ମହିଳା ଗୁରୁବାର ସକାଳେ ଦେହରେ କିରୋସିନ ଢାଳି ନିଆଁ ଲଗାଇ ଆତ୍ମହତ୍ୟା ଉଦ୍ୟମ କରିଥିଲେ। ସେ ହେଲେ ଗ୍ରାମର ବିପିନ ସାହୁଙ୍କ ସ୍ତ୍ରୀ ଉର୍ମିଳା। ଗୁରୁତର ଅବସ୍ଥାରେ ତାଙ୍କୁ ପ୍ରଥମେ କେନ୍ଦ୍ରାପଡା ଓ ପରେ କଟକ ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କାର୍ ଭିତରୁ ୮.୪୭ଲକ୍ଷର ଜାଲ ନୋଟ ଜବତ, ବରଗଡ-ଛତିଶଗଡକୁ ଲମ୍ବିଛି ଚେର

ସୋନପୁର,୧୫।୪(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ସହର ସ୍ଥିତ ଏସ୍‌ବିଆଇ ମୁଖ୍ୟ ଶାଖା ସମ୍ମୁଖରେ ପୋଲିସ ଚଢାଉ କରି ବିପୁଳ ପରିମାଣର ଜାଲ ନୋଟ ଜବତ କରିଛି । ଏଥିରେ…

ସାମ୍ବାଦିକତା କ୍ଷେତ୍ରରେ ବଢୁଛି ନିଯୁକ୍ତି ସୁଯୋଗ, ଜଣେ ଭଲ ସାମ୍ବାଦିକ….

ଭଞ୍ଜନଗର,୧୫।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ସାମ୍ବାଦିକତା ଓ ଗଣଯୋଗାଯୋଗ ବିଭାଗର ଶେଷ ବର୍ଷ ଛାତ୍ରୀଛାତ୍ରଙ୍କୁ ବୁଧବାର ବିଦାୟ ସମ୍ବର୍ଦ୍ଧନା…

କ୍ଳଚ ତାରରେ ସ୍ତ୍ରୀର ତଣ୍ଟି ଚିପି ହତ୍ୟା ମାମଲା, ଆଜୀବନ କାରାଦଣ୍ଡ ଶୁଣାଇଲେ କୋର୍ଟ

ପାରଳାଖେମୁଣ୍ଡି,୧୫।୪(ଗିରିଧାରୀ ପରିଛା): ବିବାହର ମାତ୍ର ବର୍ଷେ ପରେ ଅଧିକ ଯୌତୁକ ଦାବି କରି ଥରକୁ ଥର ମାନସିକ ଓ ଶାରୀରିକ ନିର୍ଯ୍ୟାତନା ଦେଇ ଶେଷରେ କ୍ଳଚ ତାରରେ…

ସ୍କୁଲ୍‌ରେ ଅଘଟଣ, ପାଚେରୀ ଭୁଶୁଡ଼ି ଚାଲିଗଲା ୨ ଛାତ୍ରୀଙ୍କ ଜୀବନ

ପାରଳାଖେମୁଣ୍ଡି/ମୋହନା,୧୫।୪(ଗିରିଧାରୀ ପରିଛା/ମନ୍ମଥ ମିଶ୍ର): ରା.ଉଦୟଗିରିରେ ଅଭାବନୀୟ ଘଟଣା । ସ୍କୁଲ ପାଚେରୀ ତଳେ ଚାପି ହୋଇ ଦୁଇ ଛାତ୍ରୀଙ୍କର ମୃତ୍ୟୁ ହୋଇଛି । ରା.ଉଦୟଗିରି ଥାନା ୠବୁଡିସିଂ…

ଆଇନମନ୍ତ୍ରୀଙ୍କ ଘୋଷଣା, ମହାପ୍ରଭୁଙ୍କ ଦର୍ଶନ ବ୍ୟବସ୍ଥାରେ ହେବ ବଡ଼ ପରିବର୍ତ୍ତନ

ଭୁବନେଶ୍ବର,୧୫।୪: ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ନେଇ ବଡ଼ ଘୋଷଣା କଲେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ। ବଦଳିବ ଦର୍ଶନ ବ୍ୟବସ୍ଥା । ଖୁବଶୀଘ୍ର ସ୍ଲଟ ବୁକିଂ ମାଧ୍ୟମରେ…

ରାଜଧାନୀରେ ଚାଞ୍ଚଲ୍ୟ: ଟ୍ୟୁଶନ ଯାଇ ନିଖୋଜ ହେଲେ ନାବାଳିକା

ଭୁବନେଶ୍ୱର,୧୫।୪: ଟ୍ୟୁଶନ ଯାଇ ନିଖୋଜ ହେଲେ ନାବାଳିକା। ଏଭଳି ଅଭାବନୀୟ ଘଟଣା ଘଟିଛି ନୟାପଲ୍ଲୀ ଥାନା ଅଞ୍ଚଳରେ। ନୟାପଲ୍ଲୀ ଥାନା ସାଲିଆସାହି ନାବାଳିକାଙ୍କ ପତ୍ତା ମିଳୁନି ।…

ସମ୍ବଲପୁରରେ ବଡ଼ ଘୋଷଣା କଲେ କେନ୍ଦ୍ରମନ୍ତ୍ରୀ : ଉଦ୍‌ଘାଟିତ ହେଲା ବୀର ସୁରେନ୍ଦ୍ର ସାଏ ସଂଗ୍ରହାଳୟ

ସମ୍ବଲପୁର,୧୫।୪(ପ୍ରମୋଦ ବହିଦାର): ସମ୍ବଲପୁରର ଐତିହାସିକ ଗୌରବକୁ ନୂଆ ପରିଚୟ ଦେବା ପାଇଁ ବୁଧବାର ବୀର ସୁରେନ୍ଦ୍ର ସାଏ ସଂଗ୍ରହାଳୟ ଲୋକାର୍ପିତ ହୋଇଯାଇଛି। କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର…

ଗଜପତି ପାଇଁ ଗୌରବ ଆଣିଲେ ଯାଜ୍ଞସେନୀ: ପ୍ରବନ୍ଧ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରି ମୁଖ୍ୟମନ୍ତ୍ରୀଙ୍କଠୁ ପାଇଲେ ପୁରସ୍କାର

ମୋହନା,୧୫।୪( ମନ୍ମଥ ମିଶ୍ର ): ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ ଓଡ଼ିଶା ସରକାର ପକ୍ଷରୁ ଓଡ଼ିଆ ସାହିତ୍ୟ ପକ୍ଷ ୨୦୨୬ ପ୍ରବନ୍ଧ ଲିଖନ ପ୍ରତିଯୋଗିତାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri