Posted inଅପରାଧ

ପାରିବାରିକ ବିବାଦକୁ ନେଇ ମାରପିଟ୍‌ : ଜଣେ କୋର୍ଟଚାଲାଣ

ଧର୍ମଶାଳା,୮ା୬(ଡି.ଏନ.ଏ.)- ପାରିବାରିକ ବିବାଦକୁ ନେଇ ମାରପିଟ୍‌ ଘଟଣାରେ ଧର୍ମଶାଳା ପୋଲିସ ଶନିବାର ଜଣଙ୍କୁ କୋର୍ଟଚାଲାଣ କରିଛି। ଅଭିଯୁକ୍ତ ହେଲେ ସେକ୍‌ ରିକୁ। ପ୍ରକାଶ ଯେ, ପାରିବାରିକ ବିବାଦ ଯୋଗୁ ଗତ ୫ ତାରିଖରେ ଧର୍ମଶାଳା ଥାନା ଅନ୍ତର୍ଗତ ସୁନ୍ଦରିଆ ଗ୍ରାମର ସେକ୍‌ ରହେମନ୍‌ଙ୍କୁ ଉକ୍ତ ଗ୍ରାମର ଦୁଇଭାଇ ସେକ୍‌ ରିକୁ ଓ ତାଙ୍କ ଭାଇ ସେକ୍‌ ସକୁ ବାଡ଼େଇ ମୁଣ୍ଡ ଫଟାଇ ଦେଇଥିଲେ। ଫଳରେ ରହେମନ୍‌ ଗୁରୁତର ହୋଇଥିଲେ। ଏ ନେଇ ରହେମନ୍‌ ଥାନାରେ ଅଭିଯୋଗ କରିଥିଲେ। ଅଭିଯୋଗକୁ ଭିତ୍ତିକରି ପୋଲିସ ଏକ ମାମଲା (ନଂ. ୨୬୦/୧୯) ରୁଜୁ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପରକୀୟା ପ୍ରୀତିକୁ କେନ୍ଦ୍ରକରି ଯୁବକଙ୍କୁ ହତ୍ୟା ଉଦ୍ୟମ: କାତି ଜବତ, ଅଭିଯୁକ୍ତ ଗଲେ ଜେଲ   

ଦିଗପହଣ୍ଡି,୧୬|୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଉଡ଼ିଆ ଗ୍ରାମରେ ପରକୀୟା ପ୍ରୀତିକୁ କେନ୍ଦ୍ରକରି ଶୁକ୍ରବାର ସନ୍ଧ୍ୟାରେ ଗ୍ରାମର ବଳରାମ ପ୍ରଧାନ(୨୬)ଙ୍କ ବେକକୁ କାତିରେ ଚୋଟ…

ଚେକ୍‌ ଡ୍ୟାମ୍‌ ନିର୍ମାଣକୁ ଚାଷୀଙ୍କ ବିରୋଧ

ଲାଠୋର,୧୬।୫(ଭୁବନେଶର ବାରିକ): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଟଙ୍କପାଣି ପଞ୍ଚାୟତ ପତ୍ରାପାଲି ଗ୍ରାମ ଏବଂ ବରଗଡ଼ ଜିଲା ପାଇକମାଲ ବ୍ଲକ ଝାରବନ୍ଧ ପଞ୍ଚାୟତ ମେନକାମୁଣ୍ଡା ଗ୍ରାମର ଚାଷୀମାନେ…

ଚିତା ବାଘ ଛାଲ, ଅଫୁଟା ବୋମା,ଅସ୍ତ୍ରଶସ୍ତ୍ର ଜବତ: ତିନି ଗିରଫ

ପାତ୍ରପୁର, ୧୬।୫ (ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅଞ୍ଚଳରେ ପୋଲିସ ଚଢ଼ାଉ କରି ଚିତା ବାଘ ଛାଲ ସହ ଅଫୁଟା ବୋମା ଓ…

ବାହାଘରକୁ ହୋଇଥିଲା ବର୍ଷେ ଟ୍ରାକ୍ଟର ଚକା ତଳେ ଗଲା ଯୁବକଙ୍କ ଜୀବନ: ବାହୁନି ବାହୁନି କାନ୍ଦୁଛି …

ଚାନ୍ଦବାଲି, ୧୬/୦୫ (ଅଶୋକ ପଣ୍ଡା/କିଷାନ )ପାତ୍ର: ସାବିତ୍ରୀ ବ୍ରତ ଦିନ ଟ୍ରାକ୍ଟର ଚକା ତଳେ ଗଲା ଯୁବକଙ୍କ ଜୀବନ ଏଭଳି ଅଭାବନୀୟ ଘଟଣା ଘଟିଛି ଭଦ୍ରକ ଜିଲା…

ସାତ୍ତ୍ୱିକ-ଚିରାଗ ଫାଇନାଲରେ

ବ୍ୟାଙ୍କକ୍‌,୧୬ା୫: ସାତ୍ତ୍ୱିକସାଇରାଜ ରାଙ୍କିରେଡ୍ଡୀ ଏବଂ ଚିରାଗ ଶେଟ୍ଟି ଥାଇଲାଣ୍ଡ ଓପନ ସୁପର ୫୦୦ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟର ପୁରୁଷ ଡବଲ୍ସ ଫାଇନାଲରେ ପ୍ରବେଶ କରିଛନ୍ତି। ୨୦୧୯ ଓ ୨୦୨୪ରେ…

କ୍ରିକେଟ ଖେଳୁଥିବା ବେଳେ ଯୁବକଙ୍କ ଉପରେ ହେଲା ବଜ୍ରପାତ: ଟଳିପଡ଼ିଲେ…

ମୋହନା,୧୬।୫(ମନ୍ମଥ ମିଶ୍ର ):  ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ବାଘମାରି ପଞ୍ଚାୟତ ଶୁଲୁବା ଗାଁ ରେ ଅଘଟଣ ଘଟିଛି।  ଗାଁ ନିକଟସ୍ଥ ଏକ ପଡିଆରେ ବୟନ୍ତ…

ସନ୍ତରଣରେ ପ୍ରତିଭା ଦେଖାଇଲେ ଛାତ୍ରୀଛାତ୍ର

ରାଉରକେଲା,୧୫।୫(ବିପ୍ଳବ ରଞ୍ଜନ ଦାଶ): ନବଗଠିତ ଜିଲା ସୁଇମିଂ ଆସୋସିଏଶନ ପକ୍ଷରୁ ବିର୍ସାମୁଣ୍ଡା ଆଥଲେଟିକ ସୁଇମିଂ ପୁଲ୍‌ରେ ଜିଲାସ୍ତରୀୟ ସନ୍ତରଣ ପ୍ରତିଯୋଗିତା ସଫଳତାର ସହ ଆୟୋଜିତ ହୋଇଯାଇଛି। ବିଭିନ୍ନ…

୩୩ କେଭି ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଦିବ୍ୟାଙ୍ଗ ମହିଳା ଗୁରୁତର

ନନ୍ଦପୁର,୧୬ା୫(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ମାଳିବେଲଗାଁ ପଞ୍ଚାୟତ ଖୁଜେଲ ଗ୍ରାମର ଚାଷଜମି ଦେଇ ଯାଇଥିବା ୩୩ କେଭି ବିଦ୍ୟୁତ୍‌ ଲାଇନର ଖୁଣ୍ଟ ଓ ତାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri