ପାର୍କ, ଆଇ ଲଭ୍‌ ଛତ୍ରପୁର ସେଲ୍‌ଫି ପଏଣ୍ଟ ଉଦ୍‌ଘାଟିତ

ଛତ୍ରପୁର,୪ା୧୨(ଡି.ଏନ.ଏ.)-ଛତ୍ରପୁର ଏନ୍‌ଏସି ପୋଲିସ ପଡିଆଠାରୁ ଜିଲାପାଳଙ୍କ ବଙ୍ଗଳା ପର୍ଯ୍ୟନ୍ତ ସୌନ୍ଦର୍ଯ୍ୟକରଣ, ପାର୍କ, ସେଲ୍‌ଫି ପଏଣ୍ଟ ମଙ୍ଗଳବାର ଉଦ୍‌ଘାଟିତ ହୋଇଯାଇଛି। ଏଥିପାଇଁ ୩୦ ଲକ୍ଷ ଟଙ୍କା ବ୍ୟୟ ହୋଇଛି। ଛତ୍ରପୁରକୁ ଏକ ସ୍ମାର୍ଟ ସହରରେ ପରିଣତ କରିବା ଲକ୍ଷ୍ୟ ରଖି ଏହି କାର୍ଯ୍ୟକ୍ରମ ଏନ୍‌ଏସି ହାତକୁ ନେଇଛି ା ମଙ୍ଗଳବାର ଛତ୍ରପୁର ବିଧାୟକ ସୁବାସ ଚନ୍ଦ୍ର ବେହେରା, ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ, ଡିଆରଡିଏ ପିଡି ଇଂ ସିଦ୍ଧାର୍ଥ ଶଙ୍କର ସ୍ବାଇଁ, ଡୁଡା ପିଡି ସୁଦାମ ଚରଣ ମଣ୍ଡଳ, ଉପଜିଲାପାଳ ପ୍ରିୟ ରଞ୍ଜନ ପୃଷ୍ଟି, ଏନ୍‌ଏସି ନିର୍ବାହୀ ଅଧିକାରୀ ଗିରିଜା ଶଙ୍କର ମଲ୍ଲିକ, ତହସିଲଦାର ନୀଳମାଧବ ଭୋଇ ପ୍ରମୁଖଙ୍କ ଉପସ୍ଥିତିରେ ରାସ୍ତା ପାର୍ଶ୍ୱ ସୌନ୍ଦର୍ଯ୍ୟକରଣ, ଆଲୋକୀକରଣ ଓ ଆଇ ଲଭ୍‌ ଛତ୍ରପୁର ସେଲ୍‌ଫି ପଏଣ୍ଟ ଉଦ୍‌ଘାଟିତ ହୋଇଯାଇଛି ା ଆଗାମୀ ଦିନରେ ଏନ୍‌ଏସି ପକ୍ଷରୁ ମହାବୀର ନଗରରେ ସ୍ମାର୍ଟ ପାର୍କ, ଉପଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ର୍ତ୍ତିି ସ୍ଥାପନ, ଭେଣ୍ଡିଂ ଜୋନ୍‌ ପ୍ରତିଷ୍ଠା କରାଯିବ ବୋଲି ସୂଚନା ଦିଆଯାଇଛି ା


Enter your email to get our daily news in your inbox.

All Right Reserved By Dharitri.Com

ଟେଲିଫୋନ ଏକ୍ସଚେଞ୍ଜରୁ ବ୍ୟାଟେରୀ ଚୋରି: ବିଜୁଳି ଚାଲିଗଲେ ଉପଭୋକ୍ତା ସେବାରୁ ବଞ୍ଚିତ

ଭଞ୍ଜନଗର, ୧।୬(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୁଲାଡ ଟେଲିଫୋନ ଏକ୍ସଚେଞ୍ଜରୁ ଗତ ଶୁକ୍ରବାର ମୂଲ୍ୟବାନ ସବୁ ବ୍ୟାଟେରୀ ଚୋରି ହୋଇଯାଇଛି । ଏହାପୂର୍ବରୁ…

ପାଣି ପାଇଁ ବ୍ଲକ ସମ୍ମୁଖରେ ଅନଶନ କଲେ ସମିତି ସଭ୍ୟ, ବାଲଟି ଧରି ମହିଳାମାନେ

ବଲାଙ୍ଗୀର,୧।୬(ସୁନିଲ କୁମାର ମହାନ୍ତି): ପାଣି ପାଇଁ ସମିତି ସଭ୍ୟ ବ୍ଲକ ସମ୍ମୁଖରେ ଅନଶନ କରିଥିବା ବେଳେ ମହିଳାମାନେ ରାସ୍ତା ଅବରୋଧ କରିଛନ୍ତି । ଏଭଳି ଦୃଶ୍ୟ ଦେଖିବାକୁ…

ଗୁଣପୁରର ସୁଧାରାଣୀଙ୍କୁ ସମ୍ମାନସୂଚକ ଡକ୍ଟରେଟ୍, ସ୍ଥାନୀୟ ଅଞ୍ଚଳରେ ଖୁସିର ଲହରୀ

ଗୁଣପୁର,୧।୬(ସଂକେତ ପାତ୍ର): ରାୟଗଡ଼ା ଜିଲାର ଗୁଣପୁର ସହର ପୁରୁଣା ବସ୍‌ଷ୍ଟାଣ୍ଡ ଅଞ୍ଚଳସ୍ଥ ବେବର୍ତ୍ତା ସାହିର ବାସିନ୍ଦା ତଥା ସମାଜସେବୀ ଚିନାରି ସୁଧାରାଣୀ (୪୩ଙ୍କୁ ତାଙ୍କର ଉଲ୍ଲେଖନୀୟ ସାମାଜିକ…

OMC ଗେଟ୍‌ରେ ତାଲା ପକାଇଲେ ସୁରକ୍ଷାକର୍ମୀ

ବଣାଇଁ,୧।୬(ପ୍ରଦୀପ ତ୍ରିପାଠୀ): ଖରା, ବର୍ଷା ଶୀତ କାକରକୁ ଖାତିର ନ କରି ଖଣିକୁ ସୁରକ୍ଷା ଦେଲେ। ଅପ୍ରୀତିକର ପରିସ୍ଥିତିର ମୁକାବିଲା କରି ନିଜ ଜୀବନକୁ ବାଜି ଲଗାଇ…

ଡହଡହ ଖରାରେ କାମ କରୁଥିଲେ ସୋମନାଥ, ଅଂଶୁଘାତରେ ଚାଲିଗଲା ଜୀବନ; ପରିବାରକୁ ସହାୟତା ଯୋଗାଇ ଦେବାକୁ…

ବଲାଙ୍ଗୀର, ୧।୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ମ୍ୟୁନିସିପାଲିଟି ଓ୍ବାର୍ଡ ନମ୍ବର ୧୮ ଅନ୍ତର୍ଗତ ତୁଲସୀନଗର ପଡାର ଦୁର୍ଗାମଣ୍ଡପ ପଛପଟେ ରହୁଥିବା ସୋମନାଥ ବନଗୁଲା (୬୫)ଙ୍କ ଶୁକ୍ରବାର ଅଂଶୁଘାତରେ…

ଟୋକନ ସମସ୍ୟା ନେଇ ଆମରଣ ଅନଶନରେ ଚାଷୀ : ସ୍ଥାୟୀ ସମାଧାନ ନ ହେଲେ…

ଝାରବନ୍ଧ, ୧।୬ (ଦେବେନ୍ଦ୍ର ସାହୁ): ବରଗଡ଼ ଜିଲା ଝାରବନ୍ଧ ବ୍ଲକ ଅନ୍ତର୍ଗତ ଡଭା ଆଞ୍ଚଳିକ କୃଷକ ସଂଗଠନ ତରଫରୁ ଟୋକନ ସମସ୍ୟାର ସମାଧାନ ଦାବିରେ ସୋମବାର ଡଭା…

ଅର୍ଥ ବିଭାଗର ବଡ଼ ନିର୍ଦ୍ଦେଶ: ସରକାରୀ କାର୍ଯ୍ୟରେ EV ବାଧ୍ୟତାମୂଳକ

ଭୁବନେଶ୍ୱର,୧।୬: ଅର୍ଥ ବିଭାଗ ପକ୍ଷରୁ ସୋମବାର ଏକ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶାବଳି ଜାରି କରାଯାଇଛି। ସରକାରୀ କାର୍ଯ୍ୟରେ ଇଲେକ୍ଟ୍ରିକ ଯାନବାହନ (EV) ବ୍ୟବହାର ପାଇଁ ଅର୍ଥ ବିଭାଗ ପକ୍ଷରୁ…

ଇନ୍ଦ୍ରମଣି ସ୍କୁଲ ଚୋରି ଘଟଣା; ୱାଚମ୍ୟାନକୁ ଉଠାଇନେଲା ଧାମନଗର ପୋଲିସ

ତିହିଡ଼ି,୧।୬(କାଳନ୍ଦୀ ବେହେରା): ଧାମନଗର ଥାନା ଅନ୍ତର୍ଗତ ଇନ୍ଦ୍ରମଣି ଉଚ୍ଚ ବିଦ୍ୟାପୀଠରେ ଘଟିଥିବା ବଡ଼ଧରଣର ଚୋରି ଘଟଣା ଏବେ ଚର୍ଚ୍ଚାର ବିଷୟ ପାଲଟିଛି । ବିଦ୍ୟାଳୟରୁ ଇନଭର୍ଟର, ଦୁଇଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri