Posted inଜାତୀୟ

ପାର୍ଥ, ରାଜୀବଙ୍କୁ ସିବିଆଇ ସମନ

କୋଲକାତା, ୧୭ା୮(ପି.ଟି.): ସାରଦା ଚିଟ୍‌ଫଣ୍ଡ ଦୁର୍ନୀତି ମାମଲାରେ ପଶ୍ଚିମବଙ୍ଗର ମନ୍ତ୍ରୀ ତଥା ଟିଏମ୍‌ସି ମହାସଚିବ ପାର୍ଥ ଚାଟାର୍ଜୀଙ୍କୁ ସିବିଆଇ ସମନ ଜାରିକରିଛି। ସିବିଆଇ କାର୍ଯ୍ୟାଳୟରେ ବ୍ୟକ୍ତିଗତ ହାଜର ହୋଇ ପକ୍ଷ ରଖିବାକୁ ତାଙ୍କୁ ନିର୍ଦ୍ଦେଶ ଦିଆଯାଇଥିବା ଜଣାପଡ଼ିଛି। ପଶ୍ଚିମବଙ୍ଗର ଶିକ୍ଷାମନ୍ତ୍ରୀ ଥିବା ଚାଟାର୍ଜୀ ଏହି ଚିଟ୍‌ଫଣ୍ଡ ମାମଲାରେ ସିବିଆଇ ଅଧିକାରୀମାନେ ଜେରା କରିବେ ବୋଲି ଜଣାପଡ଼ିଛି। ସେହିଭଳି ରୋଜଭ୍ୟାଲି ଚିଟ୍‌ଫଣ୍ଡ ମାମଲାରେ କୋଲକାତାର ପୂର୍ବତନ ପୋଲିସ କମିଶନର ରାଜୀବ କୁମାରଙ୍କୁ ମଧ୍ୟ ସିବିଆଇ ପକ୍ଷରୁ ସମନ ଜାରି କରାଯାଇଛି। ସାରଦା ଚିଟ୍‌ଫଣ୍ଡ ମାମଲାରେ ପୂର୍ବରୁ ସିବିଆଇ ତାଙ୍କୁ ବହୁବାର ଜେରା କରିସାରିଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଇକିଆ ଆଦର୍ଶ ବିଦ୍ୟାଳୟର ୧୦ମ ପରୀକ୍ଷା ଫଳାଫଳ: ସ୍ନେହାଶିଷ ପଣ୍ଡା ଟପ୍ପର

ରାଇକିଆ,୧୬।୪(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ଛାତ୍ର ସ୍ନେହାସିଶ ପଣ୍ଡା ସିବିଏସ୍‌ଇର ୧୦ମ ଶ୍ରେଣୀ ପରୀକ୍ଷାରେ ୯୭.୬% ମାର୍କ ରଖି ଟପ୍ପର ହୋଇ…

ଧାନମଣ୍ଡି ପାଇଁ ଜିଲାପାଳଙ୍କୁ ଫେରାଦ

ବରଗଡ଼,୧୬।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବରପାଲି ବ୍ଲକ ଅନ୍ତର୍ଗତ କେବାଡ଼ ଗ୍ରାମରେ ଏକ ଧାନମଣ୍ଡି ଖୋଲିବାକୁ ଦାବି ହୋଇଛି। ଏହି ଦାବି ନେଇ ବୁଧବାର ଗ୍ରାମର ଚାଷୀମାନେ…

ରାସ୍ତା ନ ଥିବାରୁ ରନ୍ଧା ସାମଗ୍ରୀ ଧରି ଧାରଣା ବସିଲେ ପଡ଼ାବାସୀ

ବରଗଡ଼,୧୬ା୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ବ୍ଲକ ଅନ୍ତର୍ଗତ ଟୁକୁର୍ଲା ଗ୍ରାମର ନୂଆଁପଡ଼ା। ଦୀର୍ଘ ୭ବର୍ଷ ପୂର୍ବରୁ ଲୋକେ ଏଠାରେ ବସତି ସ୍ଥାପନ କରିଛନ୍ତି। ଏହି ପଡ଼ାରେ…

ହର୍ମୁଜକୁ ନେଇ ଇରାନ ଆଗରେ ସର୍ତ୍ତ ରଖିଦେଲେ ଟ୍ରମ୍ପ, ନ ମାନିଲେ ହେବ ବଡ଼ ଯୁଦ୍ଧ

ଓ଼୍ବାଶିଂଟନ,୧୬।୪: ଆମେରିକା ଏବଂ ଇରାନ ମଧ୍ୟରେ ସଂଘର୍ଷ ସମାପ୍ତ କରିବା ପାଇଁ କୂଟନୈତିକ ପ୍ରୟାସ ପୁଣି ଆରମ୍ଭ ହୋଇଛି। ଉଭୟ ଦେଶ ଦ୍ୱିତୀୟ ପର୍ଯ୍ୟାୟ ଶାନ୍ତି ଆଲୋଚନା…

ସିବିଏସ୍‌ଇ ଦଶମ ପାସ୍‌ ହାର ୯୩.୭୦%

ଭୁବନେଶ୍ୱର,୧୬ା୪(ସୁଚିସ୍ମିତା ସାହୁ): କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ(ସିବିଏସ୍‌ଇ) ଦ୍ୱାରା ପରିଚାଳିତ ଦଶମ ପରୀକ୍ଷାଫଳ ବୁଧବାର ପ୍ରକାଶ ପାଇଛି। ସର୍ବ ଭାରତୀୟସ୍ତରରେ ଦଶମ ପାସ୍‌ ହାର ୯୩.୭୦% ରହିିଥିବାବେଳେ…

ଇରାନ୍‌ରେ ମୁନିର, ସାଉଦି ଆରବରେ ଶରିଫ୍‌

ତେହରାନ୍‌/ରିୟାଦ,୧୬ ୪: ପାକିସ୍ତାନର ସର୍ବୋଚ୍ଚ ସାମରିକ ଅଧିକାରୀ ଫିଲ୍ଡ ମାର୍ଶାଲ ଆସିମ ମୁନିର ବୁଧବାର ଇରାନ୍‌ରେ ପହଞ୍ଚତ୍ଥିବାବେଳେ ପ୍ରଧାନମନ୍ତ୍ରୀ ଶେହବାଜ ଶରିଫ୍‌ ସାଉଦି ଆରବ ଗସ୍ତ କରିଛନ୍ତି।…

ଆମେରିକା ଦେଲା ଝଟକା: ଆଉ ରୁଷିଆଠାରୁ ଶସ୍ତା ତେଲ କିଣିପାରିବ ନାହିଁ ଭାରତ

ତେହରାନ୍‌,୧୬।୪: ହର୍ମୁଜ ଅବରୋଧ ମଧ୍ୟରେ, ଆମେରିକା ଏକ ଗୁରୁତ୍ୱପୂର୍ଣ୍ଣ ଆଘାତ ଦେଇଛି। ଯାହା ଅନେକ ଦେଶକୁ ପ୍ରଭାବିତ କରିବ। ପ୍ରକୃତରେ, ଆମେରିକା ଆଉ ଭାରତକୁ ରୁଷୀୟ ତେଲ…

RCBର ଏତିହାସିକ ବିଜୟ, ପ୍ରଥମ ଥର ପାଇଁ ଘରୋଇ ମଇଦାନରେ ଲକ୍ଷ୍ନୌକୁ କଲା ପରାସ୍ତ

ନୂଆଦିଲ୍ଲୀ,୧୫।୪: ଭାରତୀୟ ପ୍ରିମିୟର ଲିଗ୍  ର ଏକ ରୋମାଞ୍ଚକର ମୁକାବିଲାରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ନିଜର ଘରୋଇ ଗ୍ରାଉଣ୍ଡ ଏମ୍.ଏ. ଚିନ୍ନାସ୍ୱାମୀ ଷ୍ଟାଡିୟମରେ ଲକ୍ଷ୍ନୌ ସୁପର ଜାଏଣ୍ଟସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri