ପାଲଲହଡ଼ାରେ ମୁକେଶ ୬୬୫୩ଭୋଟରେ ଆଗରେ

ପାଲଲହଡ଼ା, ୨୩ା୫(ଡି.ଏନ.ଏ.)- ପାଲଲହଡ଼ା ବିଧାନସଭା ନିର୍ବାଚନମଣ୍ଡଳୀରେ ୨୦ତମ ରାଉଣ୍ଡ ଶେଷ ସୁଦ୍ଧା ବିଜେଡିର ମୁକେଶ ପାଲ ୬୬୫୩ ଖଣ୍ଡ ଭୋଟରେ ଆଗୁଆ ଅଛନ୍ତି। ମୁକେଶ ୩୯୪୪୮ ଖଣ୍ଡ ଭୋଟ ପାଇଥିବା ବେଳେ ଭାଜପାର ଅଶୋକ ମହାନ୍ତି ୩୨୭୯୫ ଖଣ୍ଡ ଭୋଟ ପାଇଛନ୍ତି।