ପାଲଲହଡ଼ାରେ ମୁକେଶ ୬୭୯୧ ଭୋଟରେ ଆଗରେ

ପାଲଲହଡ଼ା, ୨୩ା୫(ଡି.ଏନ.ଏ.)- ପାଲଲହଡ଼ା ବିଧାନସଭା ନିର୍ବାଚନମଣ୍ଡଳୀରେ ୨୧ତମ ରାଉଣ୍ଡ ଶେଷ ସୁଦ୍ଧା ବିଜେଡିର ମୁକେଶ ପାଲ ୬୭୯୧ ଖଣ୍ଡ ଭୋଟରେ ଆଗୁଆ ଅଛନ୍ତି। ମୁକେଶ ୪୧୬୬୮ ଖଣ୍ଡ ଭୋଟ ପାଇଥିବା ବେଳେ ଭାଜପାର ଅଶୋକ ମହାନ୍ତି ୩୪୮୭୭ ଖଣ୍ଡ ଭୋଟ ପାଇଛନ୍ତି।