ବରଗଡ଼ ଅଫିସ୍,୪।୪- କରୋନା ଭୂତାଣୁ(କୋଭିଡ୍-୧୯) ସଂକ୍ରମଣକୁ ପ୍ରତିହତ କରିବା ପାଇଁ ବରଗଡ଼ ଜିଲା ଅତାବିରା ବ୍ଲକ୍ ବୁଗବୁଗା ପଞ୍ଚାୟତ ପକ୍ଷରୁ ବିଶୋଧନ ଅଭିଯାନ ଆରମ୍ଭ ହୋଇଛି। ଉକ୍ତ ପଞ୍ଚାୟତର ପାଲି ବୁଗବୁଗା ଗ୍ରାମରୁ ସ୍ଥାନୀୟ ସରପଞ୍ଚ ପୁଷ୍ପକାନ୍ତୀ ସେଟ୍ ଶନିବାର ଏହି ଅଭିଯାନର ଶୁଭାରମ୍ଭ କରିଥିଲେ। ଗ୍ରାମର ରାସ୍ତାଘାଟ, ମନ୍ଦିର ପରିସର ଆଦି ସ୍ଥାନରେ ବିଶୋଧକ ସ୍ପ୍ରେ କରାଯାଇଥିଲା। ପଞ୍ଚାୟତର ପ୍ରାୟ ସବୁ ଗ୍ରାମକୁ ଏଭଳି ବିଶୋଧନ କରାଯିବା କାର୍ଯ୍ୟକ୍ରମ ରହିଛି।
Posted inଆମ ଜିଲା ଖବର, ବରଗଡ଼ View All
ଓମ୍ସାର ଆନ୍ଦୋଳନ ଆଜି ବି ଜାରି: ଆଉଟ୍ଡୋରରେ ଘଣ୍ଟାଏ ରୋଗୀସେବା ବନ୍ଦ
ଛତ୍ରପୁର,୨୭ା୧୨(ଦିଲ୍ଲୀପ ସାମଲ): ସାରା ରାଜ୍ୟରେ ମଞ୍ଜୁରୀପ୍ରାପ୍ତ ପଦ ଅପେକ୍ଷା ପାଖାପାଖି ଅଧାରୁ ଅଧିକ ଡାକ୍ତର ପଦବୀ ଖାଲି ରହିଛି। ଏହି ପଦବୀ ସବୁ ପୂରଣ କରିବା...
୫ ଶ୍ରେଣୀ ଛାତ୍ରୀଙ୍କୁ ଶିକ୍ଷକଙ୍କ ଅସଦାଚରଣ ଅଭିଯୋଗ: ବାନ୍ଧିଲା ପୋଲିସ
ବାରିପଦା,୨୭ା୧୨: ଜଣେ ନାବାଳିକା ଛାତ୍ରୀଙ୍କୁ ଅସଦାଚରଣ କରିବା ଅଭିଯୋଗରେ ଗିରଫ ହୋଇଛନ୍ତି ଜଣେ ଶିକ୍ଷକ। ଏପରି ଏକ ନିନ୍ଦନୀୟ ଘଟଣା ଘଟିଛି ମୟୂରଭଞ୍ଜ ଜିଲା-ଝାରପୋଖରିଆ ଥାନା...
ମୟୂରଭଞ୍ଜ ଜିଲାରେ ଖୋଲିଲା ଧାନମଣ୍ଡି
ମୋରଡ଼ା,୨୭ା୧୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ୍ ଅଧୀନ ଚିତ୍ରଡ଼ା ବୃହଦାକାର ଆଦିବାସୀ ବହୁମୁଖୀ ସମବାୟ ସମିତି ପରିସରରେ ଶୁକ୍ରବାର ପୂର୍ବାହ୍ନ ୧୦ଟାରେ ଜିଲାସ୍ତରୀୟ ଖରିଫ...
ବାଇକ୍ରେ ଦାରିଙ୍ଗବାଡ଼ି ଫେରିବାବେଳେ ଦୁର୍ଘଟଣା: ୨ ଯୁବକ ଗୁରୁତର
ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଡବେରୀ ନିକଟରେ ଶୁକ୍ରବାର ବିଳମ୍ବିତ ରାତିରେ ବାଇକ୍ ଦୁର୍ଘଟଣା ଘଟି ୨ ଯୁବକ ଗୁରୁତର ହୋଇଥିବାବେଳେ ଜଣେ...
ଓଡ଼ିଶା ଆସି ଓଡ଼ିଆରେ କହିଲେ ନିର୍ବାଚନ କମିଶନର, ଜୟ ଜଗନ୍ନାଥରୁ ଅଭିଭାଷଣ ଆରମ୍ଭ କରି…
ପୁରୀ,୨୭ା୧୨: ଓଡ଼ିଶାରେ ଆସି ପହଞ୍ଚିଛନ୍ତି ଭାରତୀୟ ନିର୍ବାଚନ କମିଶନର ଜ୍ଞାନେଶ କୁମାର। ୩ ଦିନିଆ ଓଡ଼ିଶା ଗସ୍ତରେ ସପରିବାର ଆସିଛନ୍ତି। ବିମାନବନ୍ଦରରେ ପହଞ୍ଚିବା ପରେ ସମସ୍ତ...
ପାଖେଇ ଆସୁଛି ନୂଆବର୍ଷ, ପୁରୀରେ ଭକ୍ତଙ୍କ ପ୍ରବଳ ଭିଡ଼କୁ ଦୃଷ୍ଟିରେ ରଖି ପ୍ରଶାସନ ନେଲା ବଡ଼ ନିଷ୍ପତ୍ତି
ପୁରୀ,୨୭।୧୨: ଡିସେମ୍ବର ମାସର ଶେଷ ଦିନଗୁଡ଼ିକରେ ପୁରୀ ଜଗନ୍ନାଥ ଧାମରେ ଭକ୍ତଙ୍କ ସଂଖ୍ୟାରେ ତୀବ୍ର ବୃଦ୍ଧି ପରିଲକ୍ଷିତ ହୋଇଛି। ଅଧିକାରୀଙ୍କ ଅନୁଯାୟୀ, ଏହି ବର୍ଦ୍ଧିତ ଭିଡ଼...
ଶ୍ରୀମନ୍ଦିରରେ ମୁଖ୍ୟ ନିର୍ବାଚନ କମିଶନର: ପରିବାର ସହ ମହାପ୍ରଭୁଙ୍କୁ କଲେ ଦର୍ଶନ
ପୁରୀ,୨୭।୧୨: ମୁଖ୍ୟ ନିର୍ବାଚନ କମିଶନ ଜ୍ଞାନେଶ କୁମାର ଶନିବାର ପୁରୀ ଗସ୍ତରେ ଆସି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ସହିତ ଆର୍ଶୀବାଦ ଲାଭ କରିଛନ୍ତି । ମୁଖ୍ୟ...
ଡାକ୍ତରଙ୍କ ଆନ୍ଦୋଳନ: ଲାଇନ୍ରେ ଛିଡ଼ା ହୋଇଛନ୍ତି ରୋଗୀ
ଧର୍ମଶାଳା,୨୭।୧୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଡାକ୍ତରମାନେ ବିଭିନ୍ନ ଦାବି ନେଇ ୧ ଘଣ୍ଟିଆ ଆନ୍ଦୋଳନ ଆରମ୍ଭ କରିଛନ୍ତି। ରାଜ୍ୟରେ ମଞ୍ଜୁରୀପ୍ରାପ୍ତ...
Archives


