Posted inଜାତୀୟ

ପାଶ୍ଚାତ୍ୟ-ମଧ୍ୟପ୍ରାଚ୍ୟ ସଙ୍କଟ: ଭାରତ ଶାନ୍ତି ପ୍ରସ୍ତାବ ଦେଲେ ସ୍ବାଗତ କରିବ ଇରାନ

ନୂଆଦିଲ୍ଲୀ,୮।୧: ପାଶ୍ଚାତ୍ୟ ମଧ୍ୟପ୍ରାଚ୍ୟ ମଧ୍ୟରେ ସଙ୍କଟ ବଢ଼ିଚାଲିଛି। ଆମେରିକା ବାଗଦାଦ୍‌ ଉପରେ କରିଥିବା ଆକ୍ରମଣର ଜବାବ୍‌ ଇରାନ୍‌ ବୁଧବାର ଦେଇଛି। ଇରାନ୍‌ର କ୍ଷେପଣାସ୍ତ୍ର ମାଡ଼ରେ ପଶ୍ଚିମ ଇରାକର ଅଲ୍‌ ଅସଦ ଏବଂ ଉତ୍ତର ଇରାକର ଇରବିଲ୍‌ ଏୟାର ବେସ୍‌ଠାରେ ୮୦ ଜଣ ଆମେରିକା ସୈନ୍ୟଙ୍କ ମୃତ୍ୟୁ ଘଟିଛି। ଏନେଇ ଭାରତରେ ଅବସ୍ଥାପିତ ଥିବା ଇରାନର ରାଷ୍ଟ୍ରଦୂତ ଅଲୀ ଚେଗେନୀ କହିଛନ୍ତି ଯେ, ଇରାନ ଯୁଦ୍ଧ ନୁହେଁ ଶାନ୍ତିି ଚାହେଁ। ଆମେରିକା ଇରାନ ମଧ୍ୟରେ ଜାରି ରହିଥିବା ସଙ୍କଟରେ ଭାରତ ଶାନ୍ତି ପ୍ରସ୍ତାବ ଆଣିଲେ ଏହାକୁ ସ୍ବାଗତ କରାଯିବ। ଇତିମଧ୍ୟରେ ଭାରତ ବହିର୍ବ୍ୟାପାର ମନ୍ତ୍ରୀ ଏସ୍‌ .ଜୟଶଙ୍କର ଇରାନ ଏବଂ ଆମେରିକା ପ୍ରତିପକ୍ଷ ଜାବେଦ୍‌ ଜରିଫ୍‌ ଓ ମାଇକ୍‌ ପମ୍ପିୟୋଙ୍କ ସହିତ ଫୋନ୍‌ରେ ଆଲୋଚନା କରି ଶାନ୍ତି ଜାରି ରଖିବାକୁ ଅନୁରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗାଁକୁ ସମ୍ପୂର୍ଣ୍ଣ ମଦମୁକ୍ତ କରିବା ପାଇଁ ଜିଲାପାଳଙ୍କଠାରେ ପହଞ୍ଚିଲେ ଶତାଧିକ ମହିଳା

ବଲାଙ୍ଗୀର,୧୨ା୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ବଙ୍ଗୋମୁଣ୍ଡା ବ୍ଲକ ବେଲପଡ଼ା ପଞ୍ଚାୟତ ଦେଓଗାଁ ଗ୍ରାମରେ ସମ୍ପୂର୍ଣ୍ଣ ମଦ ବିକ୍ରିକୁ ବନ୍ଦ କରିବା ନେଇ ସୋମବାର ଜିଲାପାଳ ଅଫିସରେ…

ଅର୍ଥନୀତି କ୍ଷେତ୍ରରେ ନୋବେଲ ପୁରସ୍କାର ଘୋଷଣା: ଏହି ୨ ଜଣଙ୍କୁ ମିଳିଲା

ନୂଆଦିଲ୍ଲୀ,୧୨।୧୦: ୨୦୨୬ ମସିହାର ଅର୍ଥନୀତି କ୍ଷେତ୍ରରେ ନୋବେଲ ପୁରସ୍କାର ଆମେରିକୀୟ ଅର୍ଥନୀତିଜ୍ଞ ରବର୍ଟ ଇ. ହଲ (Robert E. Hall) ଏବଂ ମାଇକେଲ ୱୁଡଫୋର୍ଡ (Michael Woodford)ଙ୍କୁ…

ସରକାରୀ କର୍ମଚାରୀଙ୍କ ଦରମା-ପେନସନ ଉପରେ ବଡ଼ ଖବର: ଏହି ରାଜ୍ୟ ଗଠନ କଲା ଅଷ୍ଟମ ବେତନ ଆୟୋଗ

ନୂଆଦିଲ୍ଲୀ, ୧୨।୧୦: କେନ୍ଦ୍ର ସରକାର ୨୦୨୫ ନଭେମ୍ବରରେ ଅଷ୍ଟମ ବେତନ ଆୟୋଗ ଗଠନକୁ ମଞ୍ଜୁରି ଦେଇଥିଲେ। ଏହା ପରେ ଏକ କମିଟି ଗଠନ କରାଯାଇଛି। ଏହି କମିଟି…

ଝିଅ ସାରାଙ୍କୁ ନେଇ ଏମିତି କହିଲେ ସଚିନ ତେନ୍ଦୁଲକର: ସୋସିଆଲ ମିଡିଆରେ ବଢୁଛି ଚର୍ଚ୍ଚା

ମୁମ୍ବାଇ,୧୨।୧୦: ଭାରତୀୟ କ୍ରିକେଟ୍‌ର କିମ୍ବଦନ୍ତୀ ଖେଳାଳି ସଚିନ ତେନ୍ଦୁଲକରଙ୍କ ଝିଅ ସାରା ତେନ୍ଦୁଲକର ଆଜି ୨୯ ବର୍ଷରେ ପାଦ ଥାପିଛନ୍ତି। ଏହି ବିଶେଷ ଅବସରରେ ସାରାଙ୍କୁ ସୋସିଆଲ…

କୋହଲିଙ୍କ ଉପରେ ଟଙ୍କା ନେବା ଅଭିଯୋଗ କରିଥିବା ବାବା ଦେଲେ ବଡ଼ ବୟାନ, ଏବେ କହିଲେଣି ଏମିତି…ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ, ୧୨।୧୦: ମଥୁରାର ବୃନ୍ଦାବନସ୍ଥିତ ରାଧା କୁଟୀ ଆଶ୍ରମରେ ସାଧୁସନ୍ଥମାନେ ଶ୍ରୀକୃଷ୍ଣ ଜନ୍ମଭୂମି ମାମଲାର ପକ୍ଷକାର ଦିନେଶ ଫଳାହାରୀଙ୍କୁ ‘ବ୍ରଜ ରତ୍ନ’ ସମ୍ମାନରେ ସମ୍ମାନିତ କରିଛନ୍ତି। ଭଗବାନ…

ମାତ୍ର ୧୩ ରନ କରି ଭାରତକୁ ଜିତାଇଲେ ପ୍ରିନ୍ସ, ତାଙ୍କ ବ୍ୟାଟ୍‌ ପଛର ରୋଚକ କାହାଣୀ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଇନ୍ଦୋର,୧୨।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ତୃତୀୟ ଟି-୨୦ ମ୍ୟାଚ୍‌ରେ ଭାରତୀୟ ଦଳ ୧୪ ରନ୍‌ରେ ବିଜୟୀ ହୋଇଛି। ଏହି ମ୍ୟାଚ୍‌ରେ ପ୍ରିନ୍ସ ଯାଦବ ବୋଲିଂରେ କୌଣସି ଉଇକେଟ ନେଇପାରି…

କରାଟେରେ ଗଞ୍ଜାମର ୫ ଜଣଙ୍କୁ ଗୋଲ୍ଡ ମେଡାଲ, କମାଲ କଲେ ଯାଆଁଳା ଭାଇ

ଗଞ୍ଜାମ,୧୨ା୧୦(ବିଦ୍ୟାଧର ସାହୁ): ଗୁଜରାଟରେ ଅନୁଷ୍ଠିତ ରାଜ୍ୟସ୍ତରୀୟ ପ୍ରଥମ ଓପନ ନ୍ୟାଶନାଲ କଣ୍ଟ୍ରାକ୍ଟ କରାଟେ ଚାମ୍ପିଅନଶିପ୍‌-୨୬ରେ ଗଞ୍ଜାମର ୫ ଜଣ ପ୍ରତିଭାବାନ ଗୋଲ୍ଡ ମେଡାଲ ଜିତି ରାଜ୍ୟ ଓ…

ଧୋନୀଙ୍କ ରେକର୍ଡକୁ ଧୂଳିସାତ୍‌ କଲେ ଶ୍ରେୟସ ଆୟର: କରିଦେଲେ ଏମିତି କାରନାମା

ଇନ୍ଦୋର,୧୨।୧୦: ଟି-୨୦ କ୍ରିକେଟ୍‌ରେ ବଡ଼ ସ୍କୋର କରିବା ସହ ଆକ୍ରମଣାତ୍ମକ ବ୍ୟାଟିଂ ଜାରି ରଖିବା ଯେକୌଣସି ଦଳ ପାଇଁ ଏକ ବଡ଼ ଚ୍ୟାଲେଞ୍ଜ। କିନ୍ତୁ ଶ୍ରେୟସ ଆୟରଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?