ପାହାଡରୁ ଧସିଲା ପଥର, ଯାତାୟତରେ ବାଧାପ୍ରାପ୍ତ

ଗୁଣପୁର,୨୪ା୧୦(ଡି.ଏନ.ଏ)-ଦୁଇ ଦିନ ଧରି ଲଗାଣ ବର୍ଷା ଯୋଗୁ ପାହାଡ଼ରୁ ଏକ ବଡ଼ ପଥର ଖସି ରାୟଗଡା ଜିଲା ଗୁଣପୁର ବ୍ଲକ ପୁଟାସିଂ ପଞ୍ଚାୟତ ରିଜିଂତାଲ ରାସ୍ତାରେ ପଡ଼ିଛି ା ଫଳରେ ଯାତାୟତାରେ ବାଧାସୃଷ୍ଟି ହୋଇଛି ା ହେଲେ ଏଥିରେ କେହି ମୃତାହତ ହୋଇନାହାନ୍ତି ା ପୁଟାସିଂ ସହ ଶଗଡା, ଆବାଡା ପଞ୍ଚାୟତର ଲୋକମାନେ ଦୈନନ୍ଦିନ କାମ ପାଇଁ ଗୁଣପୁର ସହର ଉପରେ ନିର୍ଭର କରିଥାନ୍ତି ା ହେଲେ ବର୍ତ୍ତମାନ ପଥର ରାସ୍ତା ଉପରେ ପଡି ରହିବା ଯୋଗୁ ଲୋକେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି ା ଖବରପାଇ ବ୍ଲକ ଅଧ୍ୟକ୍ଷା ଦେବକୀ ଗମାଙ୍ଗ, ଉପାଧ୍ୟକ୍ଷ ଏସୋ ଶବର, ଜିଲାପରିଷଦ ସଭ୍ୟ ଅଶ୍ୱିନି ଗମାଙ୍ଗ, ବିଡିଓ ଶାନ୍ତିିପ୍ରଭା ପ୍ରଧାନ, ସହକାରୀ ଯନ୍ତ୍ରୀ ଦୂର୍ଯ୍ୟୋଧନ ଜାନି ପ୍ରମୁଖ ଘଟଣାସ୍ଥଳରେ ପହଞ୍ଚତ୍ ପରିସ୍ଥିତି ଅନୁଧ୍ୟାନ କରିଛନ୍ତି ା ପ୍ରଶାସନ ପକ୍ଷରୁ ତୁରନ୍ତ ରାସ୍ତାରୁ ପଥର ହଟାଇବା ପାଇଁସାଧାରଣରେ ଦାବି ହୋଇଛି ା


Enter your email to get our daily news in your inbox.

All Right Reserved By Dharitri.Com

ବାଲି ଚୋରାଚାଲାଣ ବଢୁଛି

ରଘୁନାଥପୁର,୨୬।୪(ରାଜେନ୍ଦ୍ର ନାରାୟଣ ସିଂହ): ବାଲି ସୈରାତଗୁଡ଼ିକର ନିଲାମରେ ସ୍ବଚ୍ଛତା ଆଣିବା ପାଇଁ ସରକାର ଏବେ ଏହି ପ୍ରକ୍ରିୟାକୁ ତହସିଲ ଅଧୀନରୁ କାଢ଼ିନେଇ ଖଣି ବିଭାଗକୁ ହସ୍ତାନ୍ତର...

ଏକାଠି ଶୋଭାଯାତ୍ରାରେ ଯିବେ ପ୍ରଶାନ୍ତ, ଚିରଞ୍ଜୀବ

ଜଗତ୍‌ସିଂହପୁର,୨୬ା୪(ପ୍ରମୋଦ କୁମାର ନାୟକ): ଚିରଞ୍ଜୀବ ବିଶ୍ୱାଳ କଂଗ୍ରେସ ଛାଡି ବିଜେଡିରେ ମିଶିଲା ପରେ ଜଗତ୍‌ସିଂହପୁର ବିଧାନସଭା ନିର୍ବାଚନମଣ୍ଡଳୀରେ ରାଜନୈତିକ ପରିବେଶ ବଦଳିବାରେ ଲାଗିଛି। ଦଳ ପ୍ରଶାନ୍ତ...

ପ୍ରବାସୀ ଶ୍ରମିକଙ୍କ ଉପରେ ନେତାଙ୍କ ଆଖି

କେନ୍ଦ୍ରାପଡ଼ା,୨୬ା୪ (ଜଗନ୍ନାଥ ଧଳ): ଦାଦନ ସମସ୍ୟାରେ ପୀଡିତ କେନ୍ଦ୍ରାପଡ଼ା ଜିଲାର ଶ୍ରମିକଙ୍କ ଉପରେ ଚଳିତ ସାଧାରଣ ନିର୍ବାଚନର ପ୍ରର୍ଥୀଙ୍କ ଆଖିପଡିଛି। ଏଥିପାଇଁ ପରିବାର ଓ ଦଳୀୟ...

ମାପଚୁପ ରିପୋର୍ଟ ଦାଖଲରେ ବିଳମ୍ବ

ଯାଜପୁର,୨୬ା୪(ହର୍ଷବର୍ଦ୍ଧନ ବେହେରା): ଶିଳ୍ପାୟନ ନାମରେ ଯାଜପୁର ଜିଲାରେ ଶିଳ୍ପସଂସ୍ଥାଙ୍କ ମନମାନି ବଢିବାରେ ଲାଗିଛି। କାରଖାନା ପ୍ରତିଷ୍ଠା ପାଇଁ ଶିଳ୍ପପତିମାନେ ଭୂଅର୍ଜନ ସକାଶେ ଇଡ୍‌କୋ ଜରିଆରେ ଦରଖାସ୍ତ...

‘ପାଣ୍ଡିଆନ୍‌ଙ୍କୁ ଜେଡ୍‌ କାଟେଗୋରି ସୁରକ୍ଷା କାହିଁକି ମିଳୁଛି’

ଭୁବନେଶ୍ୱର, ୨୬।୪(ସୁନିତ୍‌ ମିଶ୍ର):କୌଣସି ସାମ୍ବିଧାନିକ ପଦପଦବୀରେ ନାହାନ୍ତି। ସେ ଏମ୍‌ପି କି ବିଧାୟକ କିମ୍ବା କୌଣସି ଦଳୀୟ ନେତା ବି ନୁହନ୍ତି। ସେ ଜଣେ ବିଜେଡିର...

ଜାରକା ବସ୍‌ଷ୍ଟାଣ୍ଡରେ ନାହିଁ ବିଶ୍ରାମାଗାର

କାଏମା,୨୬ା୪(ଶିବପ୍ରସାଦ ମହାନ୍ତି): ଜାରକା ବସ୍‌ଷ୍ଟାଣ୍ଡରେ ଯାତ୍ରୀ ବିଶ୍ରାମଗୋର ନିର୍ମାଣ ହୋଇ ପାରୁନାହିଁ। ଫଳରେ ଯାତ୍ରୀମାନେ ଖରାରେ ଆଉଟୁପାଉଟୁ ହେଉଛନ୍ତି। ବର୍ତ୍ତମାନ ଗ୍ରୀଷ୍ମ ପ୍ରବାହ ଯୋଗୁ ଘରଠୁ...

ଅସନ୍ତୁଷ୍ଟଙ୍କ ପାଇଁ ବଢୁଛି ଅଡୁଆ

ବୈଶିଙ୍ଗା,୨୬ା୪(ରତନ ଦାଶ):ସାଧାରଣ ନିର୍ବାଚନ ଯେତିକି ପାଖେଇ ଆସୁଛି ମୟୂରଭଞ୍ଜ ଜିଲା ବଡ଼ସାହି ବିଧାନସଭା ନିର୍ବାଚନ ମଣ୍ଡଳୀରେ ସବୁଦିନ କିଛି ନୂଆ କଥା ଦେଖିବାକୁ ମିଳୁଛି। ପ୍ରମୁଖ...

ମୋକିମ୍‌ଙ୍କୁ ଟାର୍ଗେଟ୍‌ କଲେ ପ୍ରକାଶ

କଟକ,୨୬ା୪(ଶିଳ୍ପା ପ୍ରିୟଦର୍ଶିନୀ):ଆପରାଧିକ ସାମ୍ରାଜ୍ୟକୁ ସୁରକ୍ଷା ଦେବା ପାଇଁ ମହିଳା କାର୍ଡ ଖେଳିବା ଲଜ୍ଜାଜନକ ବୋଲି କହି ମହମ୍ମଦ ମୋକିମଙ୍କୁ ଟାର୍ଗେଟ କରିଛନ୍ତି ବିଜେଡି ବିଧାୟକ ପ୍ରାର୍ଥୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri