Posted inଫୁରସତ

ପାହାଡ଼ର ୩ ହଜାର ଫୁଟ ଉପରେ ରହିଛି ହଜାରେ ବର୍ଷ ପୁରୁଣା ଗଣେଶଙ୍କ ମୂର୍ତ୍ତି

ରାୟପୁର: ଭାରତର ବିଭିନ୍ନ ସ୍ଥାନରେ ବହୁ ସାଂସ୍କୃତିକ ସ୍ଥାନ ରହିଛି। ସେଥିମଧ୍ୟରେ ଛତିଶଗଡ଼ ଦନ୍ତଓ୍ବାଡା ଜିଲାର ଦନ୍ତେଶ୍ୱରୀ କାଳି ଏବଂ ଗଣେଶଙ୍କ ପାଖରେ ଶ୍ରଦ୍ଧାଳୁଙ୍କ ଭିଡ଼ ବେଶ୍‌ ଜମିଥାଏ। ଢ଼ୋଲକଲ ପାହାଡ଼ରେ ଥିବା ପ୍ରଭୁ ଗଣେଶଙ୍କ ମନ୍ଦିରରେ ହଜାରେ ବର୍ଷ ପୁରୁଣା ମୂର୍ତ୍ତି ରହିଛି। ଏହା ପାହାଡ଼ ଉପରେ ସମୁଦ୍ର ପତ୍ତନଠାରୁ ୩ ହଜାର ଫୁଟ ଉଚ୍ଚରେ ରହିଛି। ଦନ୍ତଓ୍ବାଡ଼ାଠାରୁ ପ୍ରାୟ ୧୩ କିମି ଦୂରରେ ଥିବା ଏହି ମୂର୍ତ୍ତିଙ୍କୁ ଲୋକେ ସ୍ଥାନୀୟ ଅଞ୍ଚଳର ରକ୍ଷକ ବୋଲି କହିଥାନ୍ତି। ମନ୍ଦିରକୁ ନାଗବଂଶୀ ରାଜା ୧୦ରୁ୧୧ ଶତାବ୍ଦୀରେ ନିର୍ମାଣ କରିଥିବାର ଐତିହାସିକ ମତ ଦିଅନ୍ତି। ଏଭଳି ଦୁର୍ଗମ ଅଞ୍ଚଳରେ ପାହାଡ଼ରେ ଏତେ ଉପରେ କିଭଳି ମୂର୍ତି ସ୍ଥାପନ କରାଗଲା ସେନେଇ ଶ୍ରଦ୍ଧାଳୁ ଆଶ୍ଚର୍ଯ୍ୟ ମଧ୍ୟ ହୋଇଥାନ୍ତି। ଗଣେଶଙ୍କ ମୂର୍ତ୍ତିର ଉଚ୍ଚତା ୩ରୁ ୪ଫୁଟ ହୋଇଥିବାବେଳେ ଏହା କଳା ମୁଗୁନି ପଥରରେ ନିର୍ମିତ। ଏଠାରେ ଥିବା କୈଳାସ ଗୁମ୍ଫା ଅଞ୍ଚଳରେ ଗଣେଶ ଏବଂ ପର୍ଶୁରାମଙ୍କ ମଧ୍ୟରେ ଘୋର ଯୁଦ୍ଧ ହୋଇଥିଲା ବୋଲି ଲୋକେ ବିଶ୍ୱାସ କରନ୍ତି। ଯୁଦ୍ଧରେ ଗଣେଶଙ୍କର ଦାନ୍ତ ଭାଙ୍ଗି ଏଠାରେ ପଡ଼ିଥିଲା। ସେବେଠାରୁ ଗଣେଶ ଏକଦନ୍ତ ଭାବେ ପରିଚିତ ହୋଇଥିଲେ ବୋଲି ଲୋକେ କୁହନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ଳକ ପ୍ରଶାସନ ବିରୋଧରେ ସରପଞ୍ଚ ସଂଘର ରଣ ହୁଙ୍କାର: ଆନ୍ଦୋଳନ ପାଇଁ ଦେଲେ ଚେତାବନୀ, ବିଧାୟକ,ଏମ୍‌ପିଙ୍କୁ..

ଦିଗପହଣ୍ଡି,୧୮।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା -ଦିଗପହଣ୍ଡି ବ୍ଳକ କାର୍ଯ୍ୟାଳୟରେ ଅବସ୍ଥାପିତ ପ୍ରଶାସନିକ ଅଧିକାରୀମାନଙ୍କ ମନମୁଖୀ କାର୍ଯ୍ୟକଳାପରେ ବିଭିନ୍ନ ପଞ୍ଚାୟତର ସରପଞ୍ଚ , ସମିତିସଭ୍ୟ, ଜିଲା ପରିଷଦ…

କଂଗ୍ରେସ ମହିଳାଙ୍କ ମଶାଲ ଶୋଭାଯାତ୍ରା: ଜିଲାପାଳ ଅଫିସଠାରେ ବିକ୍ଷୋପ ପ୍ରଦର୍ଶନ, ଏହି କାରଣ ପାଇଁ…

ବଲାଙ୍ଗୀର,୧୮।୫ (ସୁନୀଲ କୁମାର ମହାନ୍ତି ) : ବଲାଙ୍ଗୀର ଜିଲା କଂଗ୍ରେସ କମିଟି ପକ୍ଷରୁ ସୋମବାର ସାରେ ଏକ ମଶାଲ ଶୋଭାଯାତ୍ରା କରାଯାଇ ଜିଲାପାଳ ଅଫିସ ଠାରେ…

ଅଧିକାରୀଙ୍କ ବିରୋଧରେ ଅସନ୍ତୋଷ ଝାଡିଲେ ସ୍ଥାନୀୟ ଲୋକେ, ପଞ୍ଚାୟତ କାର୍ଯ୍ୟାଳୟ ସାମ୍ନାରେ…

ଥୁଆମୂଳ ରାମପୁର, ୧୮ା୫ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ମହକୁମାସ୍ଥିତ ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟରେ କାର୍ଯ୍ୟରତ ଅଧିକାରୀମାନଙ୍କ ମନମୁଖୀ କାର୍ଯ୍ୟକଳାପ ଓ…

ସାମ୍ନାକୁ ଆସିଲା ଭାରତର ପ୍ରଥମ ବୁଲେଟ ଟ୍ରେନ୍‌ର ଚିତ୍ର: ଦେଖିବାକୁ…

ନୂଆଦିଲ୍ଲୀ,୧୮।୫: ଭାରତର ପ୍ରଥମ ବୁଲେଟ ଟ୍ରେନ୍‌ର ଚିତ୍ର ସାମ୍ନାକୁ ଆସିଛି। ଏହି ଟ୍ରେନ୍‌ଟି ଗୁଜରାଟରେ ପ୍ରଥମଥର ପାଇଁ ଚାଲିବାକୁ ଯାଉଛି। ଏଥିରେ ଏକ କେଶର ରଙ୍ଗ(ଗେରୁଆ) ରହିବ।…

ଏବେ ଶେଷ ହୋଇଯିବ ଯୁଦ୍ଧ! ଇରାନ ଆମେରିକାକୁ ପଠାଇଲା ଏଭଳି ଏକ ଜିନିଷ, ଦେଖିଲେ କ’ଣ ରାଜି ହୋଇଯିବେ ଟ୍ରମ୍ପ?

ନୂଆଦିଲ୍ଲୀ,୧୮।୫: ପଶ୍ଚିମ ଏସିଆରେ ଚାଲିଥିବା ଯୁଦ୍ଧ ସମାପ୍ତ କରିବା ପାଇଁ ଇରାନ ଆମେରିକା ସହିତ ଏକ ସଂଶୋଧିତ ଶାନ୍ତି ପ୍ରସ୍ତାବ ଶେୟାର କରିଛି। ସୋମବାର ଏକ ପାକିସ୍ତାନୀ…

ପେଟ୍ରୋଲ ପମ୍ପ ଉପରେ ଅଚାନକ ଚଢାଉ କଲେ ଜିଲାପାଳ, ଏସପି: କହିଲେ ଜିଲାରେ ଆହୁରି ଏତେ ଲିଟର ତେଲ ଗଚ୍ଛିତ

ଭବାନୀପାଟଣା,୧୮।୫(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାରେ ତୈଳ ଯୋଗାଣ ବିତରଣରେ ଅନିୟମିତତା ହେଉଥିବାର ଅଭିଯୋଗ ଆସିଛି। ଯାହାକୁ ନେଇ ସୋମବାର ଜିଲାପାଳ ପାୱାର ସଚିନ ପ୍ରକାଶ,ଏସପି ନାଗରାଜ ଦେବରକୋଣ୍ଡା…

ଦୁର୍ନୀତି ମାମଲାରେ ଦୋଷୀ ସାବ୍ୟସ୍ତ ପୂର୍ବତନ ତହସିଲଦାର: ୩ ବର୍ଷ ସଶ୍ରମ କାରାଦଣ୍ଡ ସହ…

ଗୁଣପୁର,୧୮।୫(ସୁଜାତା ପାଢ଼ୀ):ରାୟଗଡ଼ା ଜିଲା ପଦ୍ମପୁରର ପୂର୍ବତନ ଅବସରପ୍ରାପ୍ତ ତହସିଲଦାର ଖୀରାବ୍ଦି ବେହେରା ଦୁର୍ନୀତି ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି l ତାଙ୍କ ବିରୋଧରେ ଓଡ଼ିଶା ଭିଜିଲାନ୍ସ ଦ୍ୱାରା…

ମୃତ୍ୟୁର ୯ ଦିନ ପରେ ମାଟି ତଳୁ ଖୋଳି ବାହାର କରାଗଲା ଅଢ଼େଇ ବର୍ଷର ଶିଶୁର ଶବ, କାରଣ ଜାଣିଲେ ହୋଇଯିବେ ତାଜୁବ

ଧର୍ମଶାଳା,୧୮।୫(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ନୋସ୍ତା ଗ୍ରାମରେ ଏକ ଅଭାବନୀୟ ଘଟଣା ଦେଖିବକୁ ମିଳିଛି । ଅଢ଼େଇ ବର୍ଷର ଶିଶୁର ମୃତ୍ୟୁ ହେବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri