Posted inଜାତୀୟ

ପାହାଡ଼ ଉପରୁ ମିଳିଲା ୩ ହଜାର ଟନ୍‌ ସୁନା ପଥର ସନ୍ଧାନ

ଲକ୍ଷ୍ନୌ,୨୦।୨: ଗ୍ରାମ୍‌ ନୁହେଁ ଅବା କିଲେ ନୁହେଁ ଏକ ଥରକେ ୩ ହଜାର ଟନ୍‌ ସୁନା ମିଳିବା ଶୁଣିଲେ ଯେ କେହି ଆଶ୍ଚର୍ଯ୍ୟ ହେବେ। ତେବେ ଉତ୍ତରପ୍ରଦେଶର ସୋନଭଦ୍ର ଅଞ୍ଚଳରେ ଥିବା ପାହାଡ଼ର ମାଟି ତଳେ ୩ ହଜାର ଟନ୍‌ ସୁନା ପଥର ଥିବା ଜିଓଲୋଜିକାଲ ସର୍ଭେ ଅଫ୍‌ ଇଣ୍ଡିଆ ପକ୍ଷରୁ କୁହାଯାଇଛି। ସେଥିମଧ୍ୟରୁ ସୋନ୍‌ ପାହାଡ଼ରେ ୨୯୪୩୧୨୬ ଟନ୍‌ ସୁନା ପଥର ଥିବାବେଳେ ପଡ଼ରଛ ଗ୍ରାମ ପଞ୍ଚାୟତର ହରଦି ଅଞ୍ଚଳର ମାଟି ତଳେ ୬୪୬ ଟନ୍‌ ସୁନା ପଥର ଗଚ୍ଛିତ ରହିଛି। ଏହା ସହିତ ଏହି ଅଞ୍ଚଳରେ ଅନ୍ୟ ଖଣିଜ ପଦାର୍ଥ ମଧ୍ୟ ରହିଥିବା ଜଣାପଡ଼ିଛି। ସୁନା ପଥରରୁ ପ୍ରାୟ ୧୫୦୦ ଟନ୍‌ ସୁନା ମିଳିପାରିବ ବୋଲି ଜିଓଲୋଜିକାଲ ସର୍ଭେ ଅଫ୍‌ ଇଣ୍ଡିଆ ଅଧିକାରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରକ୍ଷାବନ୍ଧନ ପୂର୍ବରୁ ପେଟ୍ରୋଲ-ଡିଜେଲ ଦରରେ ବଡ଼ ହଲଚଲ: ବଢିଲା କି କମିଲା କରନ୍ତୁ ଚେକ୍‌

ନୂଆଦିଲ୍ଲୀ,୨୭।୮: ଇରାନ ଉପରେ ଆମେରିକାର ନୂଆ କଠୋର ପ୍ରତିବନ୍ଧକ ଲାଗୁ ହେବା ପରେ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ (Crude Oil) ମୂଲ୍ୟରେ ବଡ଼ ହ୍ରାସ ଦେଖାଯାଉଛି।…

ପାଟଶାଢ଼ିରେ ଗଙ୍ଗାଧରଙ୍କ ତପସ୍ବିନୀ

ସୋନପୁର,୨୭।୮ (ମୃତ୍ୟୁଞ୍ଜୟ ଶତପଥୀ): ରାଖୀ ପୂର୍ଣ୍ଣିମାରେ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ଜୟନ୍ତୀ। ଏହାକୁ ସ୍ମରଣୀୟ କରିବାକୁ ବରିଷ୍ଠ ବୁଣାକାର ଏକ ସ୍ବତନ୍ତ୍ର ଶାଢ଼ି ପ୍ରସ୍ତୁତ କରିଛନ୍ତି।…

ୟୁଜିସି-ଏନ୍‌ଇଟି: ଚଳିତ ସପ୍ତାହରେ ପ୍ରକାଶ ପାଇବ ୮୪ ବିଷୟର ପରୀକ୍ଷାଫଳ

ନୂଆଦିଲ୍ଲୀ, ୨୭ା୮ : ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (ୟୁଜିସି) ର ନ୍ୟାଶନାଲ ଏଲିଜିବିଲିଟି ଟେଷ୍ଟ (ଏନ୍‌ଇଟି)ର ୮୪ଟି ବିଷୟର ଫଳାଫଳ ଚଳିତ ସପ୍ତାହରେ ପ୍ରକାଶ ପାଇବ। ବୁଧବାର…

ଭାଜପାର ବଡ଼ ଘୋଷଣା: ୧୭ରୁ ମାସେବ୍ୟାପୀ…

ଭୁବନେଶ୍ୱର, ୨୭।୮(ସୁନିତ୍‌ ମିଶ୍ର): ଶାସକ ଭାଜପା ପକ୍ଷରୁ ସେପ୍ଟେମ୍ବର ୧୭ରୁ ମାସେବ୍ୟାପୀ ସେବା ସଂକଳ୍ପ ଅଭିଯାନ ପାଳନ କରାଯିବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଶାସନର ୨୫ ବର୍ଷ…

ନଭେମ୍ବର ୨୪ରୁ ଐତିହାସିକ ବାଲିଯାତ୍ରା

କଟକ,୨୭।୮(କାର୍ତ୍ତିକ ସାହୁ): ଐତିହାସିକ ବାଲିଯାତ୍ରା କଟକ-୨୦୨୬ ଚଳିତବର୍ଷ ନଭେମ୍ବର ୨୪ରୁ ଡିସେମ୍ବର ୧ ପର୍ଯ୍ୟନ୍ତ ପୂର୍ବାପେକ୍ଷା ଅଧିକ ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେବାକୁ ଯୋଜନା କରାଯାଇଛି। ଚଳିତବର୍ଷ…

କୋଠରି ଅଛିି, ପାନୀୟ ଜଳ, ଶୌଚାଳୟ ନାହିଁ

କୋରାପୁଟ,୨୭ା୮(ଅମିତାଭ ବେହେରା): ଶିକ୍ଷାର ବିକାଶ ପାଇଁ ସରକାର ବହୁ କୋଟି ଟଙ୍କା ବ୍ୟୟ କରୁଛନ୍ତି। ବିଶେଷକରି ଅନୁସୂଚିତ ଜାତି ଓ ଜନଜାତି ଲୋକମାନେ ବାସ କରୁଥିବା ଅଞ୍ଚଳଗୁଡ଼ିକରେ…

ବଢ଼ୁଛି ଜେନ୍‌ ଆଲ୍‌ଫାଙ୍କ ଆନ୍ଦୋଳନ

ନୂଆଦିଲ୍ଲୀ, ୨୭ା୮ : ରାଜସ୍ଥାନର ଜୟପୁରସ୍ଥିତ ରାମପୁରା କନୱରପୁରା ଗ୍ରାମର ପ୍ରାଥମିକ ସ୍କୁଲ ଘରର ଭଙ୍ଗାଦଦରା ଅବସ୍ଥା ଯୋଗୁ ପିଲାମାନଙ୍କୁ ଏକ ଗୁହାଳରେ ପାଠ ପଢ଼ାଯାଉଥିଲା। ନିକଟରେ…

ତହସିଲଦାର, ଏଆର୍‌ଆଇ ନିଲମ୍ବିତ

ନୂଆପଡ଼ା,୨୭ା୮ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ତହସିଲ ଅନ୍ତର୍ଗତ ଚାନ୍ଦୋପଲା ଗଁାରେ ଜମି ବିକ୍ରିରେ ଜାଲିଆତି କରିବା ଅଭିଯୋଗରେ ମଙ୍ଗଳବାର ତହସିଲଦାର ସର୍ବେଶ୍ୱର ଜାଲ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri