Posted inଜାତୀୟ

ପିଆଜ ରପ୍ତାନୀ ଉପରେ ରୋକ: ଦାମ୍‌ ନିୟନ୍ତ୍ରଣ ପାଇଁ ସରକାରଙ୍କ ମାଷ୍ଟର ଷ୍ଟ୍ରୋକ୍‌

ନୂଆଦିଲ୍ଲୀ,୨୯।୯: ଦେଶରେ ପିଆଜ ଦାମ୍‌ ହୁ ହୁ ହୋଇ ବଢ଼ିଚାଲିଛି। ଏହାକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାରଙ୍କ ପକ୍ଷରୁ ପିଆଜ ରପ୍ତାନୀ ଉପରେ ରୋକ ଲଗାଯାଇଛି। ଏପରି କରି ପିଆଜ ଦାମ୍‌ ନିୟନ୍ତ୍ରଣ କରିବା ଲାଗି ସରକାର ମାଷ୍ଟର ଷ୍ଟ୍ରୋକ୍‌ ମାରିଥିବା କୁହାଯାଉଛି। ପିଆଜର ସମସ୍ତ କିସମର ରପ୍ତାନୀ ଉପରେ ରବିବାର ପ୍ରତିବନ୍ଧକ ଲଗାଯାଇଛି। ଏନେଇ ବାଣିଜ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି ଯେ,ପିଆଜ ରପ୍ତାନୀ ନୀତିରେ ସଂଶୋଧନ କରାଯାଇଛି। ପରବର୍ତ୍ତୀ ଆଦେଶ ନ ମିଳିବା ପର୍ଯ୍ୟନ୍ତ ରପ୍ତାନୀ ଉପରେ ରୋକ ଲଗାଯାଇଥିବା ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି। ସୂଚନାଯୋଗ୍ୟ, ଏବେ ଦେଶର ବିଭିନ୍ନ ବଜାରରେ ପିଆଜ ୫୦ରୁ ୮୦ ଟଙ୍କା ମଧ୍ୟରେ ବିକ୍ରି ହେଉଛି। ପିଆଜ ଦାମ୍‌ ବୃଦ୍ଧି ଯୋଗୁ ବିରୋଧୀ ସରକାରଙ୍କୁ କଡ଼ା ସମାଲୋଚନା କରିବା ଆରମ୍ଭ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୀର୍ତ୍ତନ ମଣ୍ଡଳୀ ଉପରେ ମାଡ଼ିଗଲା କାର୍‌: ଚାଲିଗଲା ୫ ଜୀବନ

ପାଟନା,୨୬।୮: ବିହାରର ସୁପୌଲ ଜିଲାରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ପିପ୍ରା ଥାନା ଅଞ୍ଚଳର କଟାୟା ଚୌକର ବଜରଙ୍ଗବଳୀ ମନ୍ଦିର ନିକଟରେ ଏକ ନିୟନ୍ତ୍ରଣହୀନ କାର…

କ୍ରିତି ସାନନଙ୍କ ସମର୍ଥନରେ ବାହାରିଲେ ରାହୁଲ ଗାନ୍ଧୀ, ମୁହଁତୋଡ଼ ଜବାବ ଦେଇ କହିଲେ…

ନୂଆଦିଲ୍ଲୀ,୨୬।୮: ଲୋକ ସଭାରେ ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀ ଅଭିନେତ୍ରୀ କ୍ରିତି ସାନନଙ୍କ ସମର୍ଥନରେ ଆଗକୁ ଆସିଛନ୍ତି। ଇନଷ୍ଟାଗ୍ରାମରେ କ୍ରିତି ସାନନଙ୍କ ଷ୍ଟୋରିକୁ ରିପୋଷ୍ଟ କରି…

ପୋର୍ଟାଲ ପୁଣି ଖୋଲିବା ପାଇଁ ନିର୍ଦ୍ଦେଶ ଦେବାକୁ ମନାକଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୬ା୮: ଅନ୍‌-ସ୍କ୍ରିନ୍‌ ମାର୍କିଂ (ଓଏସ୍‌ଏମ୍‌) ବ୍ୟବସ୍ଥା ବିରୋଧରେ ଅଭିଯୋଗ କରିଥିବା ଛାତ୍ରୀଛାତ୍ରଙ୍କ ଦ୍ୱାଦଶ ଶ୍ରେଣୀ ଉତ୍ତରଖାତାର ପୁନଃ ମୂଲ୍ୟାୟନ ପାଇଁ ସିବିଏସ୍‌ଇ ପୋର୍ଟାଲ ପୁଣିଥରେ ଖୋଲିବା ନିମନ୍ତେ…

୨୨ରୁ ବିଧାନସଭା ଅଧିବେଶନ: ୯ ଦିନ ଚାଲିବ ଗୃହ

ଭୁବନେଶ୍ୱର,୨୬ା୮(ରବିନାରାୟଣ ଜେନା): ଓଡ଼ିଶା ସରକାରଙ୍କ ସପ୍ତଦଶ ବିଧାନସଭାର ୭ମ ଅଧିବେଶନ ସେପ୍ଟେମ୍ବର ୨୨ରୁ ଆରମ୍ଭ ହୋଇ ଅକ୍ଟୋବର ୩ ଯାଏ ଚାଲିବ। ଏନେଇ ବିଧାନସଭା ପକ୍ଷରୁ ସମସ୍ତ…

କଣ୍ଠଶିଳ୍ପୀ ସୌରିନ ଭଟ୍ଟଙ୍କ ଅଡୁଆ ବଢ଼ିଲା: ଜାମିନ ବିହୀନ ଗିରଫ ପରୱାନା ରହିତାଦେଶ ହଟାଇଲେ…

କଟକ,୨୫।୮(କାର୍ତ୍ତିକ ସାହୁ): ବାରମ୍ବାର ସମୟ ନେଇ ନିମ୍ନ ଅଦାଲତରେ ହାଜର ନ ହେବା କଣ୍ଠଶିଳ୍ପୀ ସୌରିନ ଭଟ୍ଟଙ୍କ ପାଇଁ ମହଙ୍ଗା ସାବ୍ୟସ୍ତ ହୋଇଛି। ଫଳରେ ଗିରଫଦାରିକୁ ନେଇ…

୩୦ ଯାଏ ବଢ଼ିଲା ଓଏସ୍‌ଏସ୍‌ଟିଇଟି ପଞ୍ଜୀକରଣ, ସେପ୍ଟେମ୍ବର ୩୦…

କଟକ,୨୫।୮(କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଓଡ଼ିଶା ସେକେଣ୍ଡାରି ସ୍କୁଲ ଟିଚର୍ସ ଇଲିଜିବିଲିଟି ଟେଷ୍ଟ (ଓଏସ୍‌ଏସ୍‌ଟିଇଟି) ୨୦୨୬ ନିମନ୍ତେ ପଞ୍ଜୀକରଣ ଅବଧିକୁ ଅଗଷ୍ଟ…

ପୁଣି ଲଘୁଚାପ: ୨୮ରୁ ଆହୁରି ବଢ଼ିବ ବର୍ଷା, ଏସବୁ ଜିଲାକୁ ଓ୍ବାର୍ନିଂ…

ଭୁବନେଶ୍ୱର, ୨୫ା୮(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଆସନ୍ତା ୨୪ ଘଣ୍ଟାରେ ଉତ୍ତର ପଶ୍ଚିମ ଆଡ଼କୁ ଗତି କରିବା ସହ ଝାଡ଼ଖଣ୍ଡ ଓ ଉତ୍ତର ଓଡ଼ିଶା…

“ବିବାହ ନ କଲେ ଆତ୍ମହତ୍ୟା କରିବି” କହି ନେଇଗଲେ, ପ୍ରେମିକା ୩ ମାସର ଗର୍ଭବତୀ ହେବା ପରେ ଫେରାର୍; ପରିଶେଷରେ…

ଦେବଗଡ଼,୨୫।୮(ଶଶାଙ୍କ ଶେଖର ଝାଙ୍କର): ବିବାହର ମିଛ ପ୍ରତିଶ୍ରୁତି ଦେଇ ପ୍ରେମିକାଙ୍କ ସହ ବାରମ୍ବାର ଶାରୀରିକ ସମ୍ପର୍କ ସ୍ଥାପନ କରିବା ଏବଂ ପରବର୍ତ୍ତୀ ସମୟରେ ପ୍ରତାରଣା କରିବା ଅଭିଯୋଗରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri