Posted inଜାତୀୟ

ପିଆଜ ରପ୍ତାନୀ ଉପରେ ଲାଗିଲା ରୋକ

ନୂଆଦିଲ୍ଲୀ,୨୯।୯: ଦେଶରେ ପିଆଜ ଦାମ ଆକାଶ ଛୁଇଁ ହୋଇଛି। ପିଆଜ ଦର କିଲୋ ପିଛା ୮୦ ଟଙ୍କାରେ ପହଞ୍ଚିଲାଣି। ଏହାକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର ରବିବାର ପିଆଜ ରପ୍ତାନୀ ଉପରେ ରୋକ ଲଗାଇଛି। କେନ୍ଦ୍ର ବାଣିଜ୍ୟ ଏବଂ ଶିଳ୍ପ ବିଭାଗ ପକ୍ଷରୁ ଆଗାମୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ପିଆଜ ରପ୍ତାନୀ କରାଯିବ ନାହିଁ ବୋଲି ସୂଚନା ଦିଆଯାଇଛି। ମହାରାଷ୍ଟ୍ର, କର୍ନାଟକରେ ଲଗାଣ ବର୍ଷା କାରଣରୁ ପିଆଜ ଆମଦାନୀରେ ହ୍ରାସ ଘଟିଛି। ଫଳରେ ଦେଶର ବିଭିନ୍ନ ସ୍ଥାନରେ ପିଆଜର କଳାବଜାରୀ ହେଉଥିବା ଖବର ଆସିଥିଲା। ୨୦୧୫ ତୁଳନାରେ ଏବେ ଦେଶର ପିଆଜ ଦାମ ଅଧିକ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ପାଦେପାଦେ ବିପଦ, ଓହଳିଛି ପୌର ପରିଷଦର ସ୍ବାଗତ ହୋର୍ଡିଂ

ଗୁଣପୁର,୪ା୫(ସଂକେତ ପାତ୍ର): ଗୁଣପୁର ସହରକୁ ସ୍ୱାଗତ ଜଣାଇବା ପାଇଁ ପୌରପରିଷଦ ଦ୍ୱାରା ବିକ୍ରମପୁର ପଥପ୍ରାନ୍ତ ନିକଟରେ ସ୍ଥାପିତ ସ୍ୱାଗତ ବୋର୍ଡ୍ ବର୍ତ୍ତମାନ ବିପଦ ସଙ୍କୁଳ ଅବସ୍ଥାରେ ରହିଛି…

ମାଟ୍ରିକ ପରୀକ୍ଷା ଫଳ: ପଦ୍ମାବତୀ ମହାଳିଙ୍ଗ, ମନୀଷା ଧରୁଆ ସ୍କୁଲ ପାଇଁ ଗୌରବ

ଭବାନୀପାଟଣା,୪।୫(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ବ୍ଲକ ବାଦଲି ସ୍ଥିତ କିସ ଆବାସିକ ବିଦ୍ୟାଳୟର ଛାତ୍ରୀମାନେ ପ୍ରଥମ ବର୍ଷ ଦଶମ ପରୀକ୍ଷା ରେ ଶତ ପ୍ରତିଶତ…

ଜିଲା ମଙ୍ଗଳ ବିଭାଗର ୨୨ ବିଦ୍ୟାଳୟର ଶତପ୍ରତିଶତ ପାସ

କୋରାପୁଟ,୪ା୫(ଅମିତାଭ ବେହେରା): ଚଳିତବର୍ଷ ମାଟ୍ରିକ ପରୀକ୍ଷାରେ କୋରାପୁଟ ଜିଲା ମଙ୍ଗଳ ବିଭାଗ ଶତପ୍ରତିଶତ ସଫଳତା ହାସଲ କରିଛି। ମୋଟ ପାସ ହାର ୯୯ ପ୍ରତିଶତ ରହିଛି। ୩୭ରୁ…

ମାତ୍ର ୨ବର୍ଷରେ ଘଟିଲା ଏମିତି, ଯାହା ଦିଦିଙ୍କ ପରାଜୟର କାରଣ ସାଜିଲା!

କୋଲକାତା,୪।୫: ପଶ୍ଚିମବଙ୍ଗରେ ଗତ ୧୫ ବର୍ଷ ଧରି କ୍ଷମତାରେ ଥିବା ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ପାଇଁ ଏବେ ରାଜ୍ୟର ନେତୃତ୍ୱ ଛାଡିବା ଅନିବାର୍ଯ୍ୟ ମନେ ହେଉଛି। ୪…

Bangal New CM: ମମତାଙ୍କ ପରାଜୟର ସଠିକ ଭବିଷ୍ୟବାଣୀ କରିଥିବା ବ୍ୟକ୍ତିଙ୍କଠାରୁ ଜାଣନ୍ତୁ କିଏ ହେବେ ପଶ୍ଚିମବଙ୍ଗର ନୂଆ ମୁଖ୍ୟମନ୍ତ୍ରୀ

କୋଲକାତା,୪।୫: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନର ଫଳାଫଳ ଭାଜପାର ଉତ୍ଥାନ ଏବଂ ଟିଏମସିର ପତନର ସ୍ପଷ୍ଟ ସୂଚନା ଦେଉଛି। ବର୍ତ୍ତମାନର ଧାରା ଅନୁସାରେ, ଭାଜପା ୧୯୪ଟି ଆସନରେ ଆଗୁଆ…

ରାଜସ୍ଥାନ ଫ୍ରାଞ୍ଚାଇଜର ୭୫% ଅଂଶଧନ କିଣିଲେ ମିତ୍ତଲ ପରିବାର

ନୂଆଦିଲ୍ଲୀ,୪ା୫: ଶିଳ୍ପପତି ଲକ୍ଷ୍ମୀ ମିତ୍ତଲ ଏବଂ ତାଙ୍କ ପୁଅ ଆଦିତ୍ୟ ମିତ୍ତଲଙ୍କ ସହିତ ସେରମ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଇଣ୍ଡିଆ (ଏସ୍‌ଆଇଆଇ)ର ଆଦାର ପୁନାଓ୍ୱାଲା ରାଜସ୍ଥାନ ରୟାଲ୍ସ ଫ୍ରାଞ୍ଚାଇଜର…

କଫ୍‌ ସିରପ ଜବତ, ୩ କୋର୍ଟ ଚାଲାଣ

ନୂଆପଡ଼ା,୪ା୫(ମକାରୁ ବେମାଲ):ନୂଆପଡ଼ା ଜିଲା ସଦର ଥାନା ପୋଲିସ ୧୪୩ ବୋତଲ କଫ୍‌ ସିରପ ଜବତ କରିବା ସହ ୩ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।…

କେନ୍ଦୁପତ୍ର ତୋଳିବାକୁ ଯାଇଥିବା ବେଳେ ହାତୀ ହାବୁଡ଼ରେ ପଡିଗଲେ ମହିଳା, ଦଳିଦେଲା ଦନ୍ତା

ମାଧପୁର,୪।୫(ମନୋଜ କୁମାର ପ୍ରଧାନ): ଆଠମଲ୍ଲିକ ଥାନା ଅନ୍ତର୍ଗତ ମାଧପୁର ପଂଚାୟତ ଅଧୀନ ମାଧପୁର ଗ୍ରାମର ଜଣେ ମହିଳା ହାତୀ ଆକ୍ରମଣରେ ପ୍ରାଣ ହରାଇଛନ୍ତି । ମୃତ ମହିଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri