ପିଇଲା ପାଏନ୍‌ ଲାଗି ଦହଗଁଜ୍‌ ଲାଠୋରବାସୀ

ଲାଠୋର, ୨୩ା୨ (ଡି.ଏନ୍‌.ଏ.)- ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଲାଠୋର ପ୍ରାଣୀ ଚିକିତ୍ସା କେନ୍ଦ୍ର ପାସେ ଥିବାର ଜଲଯୋଗାଣ ପ୍ରକଳ୍ପ ଉପରେ ଲାଠୋର ଗଁ।ର ୬ଟା ଓ୍ବାର୍ଡର ପାଖାପାଖି ୪ ହଜାର ଲୋକ୍‌ ନିରଭର କରୁଛନ୍‌। ହେଲେ ଅନେକ ଦିନ୍‌ ହେଲା ଭିନେ ଭିନେ ଜାଗାରେ ସପ୍‌ଲେ ପାଇପ୍‌ ଫାଟି ଯାଇଛେ। ଯେନ୍‌ଥିରଲାଗି ଗଁ।ର ସବୁ ଓ୍ବାର୍ଡର ସବୁ ଜାଗାକେ ଠିକ୍‌ ହିସାବେ ପାଏନ୍‌ ପୁହୁଁଚି ନାଇଁ ପାରବାର। ଏନ୍‌ତାଥି ଲୋକ୍‌ ପିଇଲା ପାଏନ୍‌ ଲାଗି ବଡ଼ା ଦହଗଁଜ୍‌ ହେଉଥିବାର ଦେଖ୍‌ବାକେ ମିଲୁଛେ। ନଲ୍‌ଚୁଅଁା, ଚୁଅଁା, ବଁଧ୍‌କଟାରୁ ଲୋକ୍‌ ପାଏନ୍‌ ଆନି କାମ୍‌ ଚଲଉଛନ୍‌। ପାଇପ୍‌ ଲାଇନ୍‌ଟା ଲାଠୋର-କଣ୍ଟାବାଞ୍ଜି ମୁଖିଆ ରାସ୍‌ତା ହେଇ ଯାଇଥିବାର ଲାଗି କେତେ ଜାଗାରେ ପାଇପ୍‌ ଫାଟି ରାସ୍‌ତାରେ ଅଯଥା ପାଏନ୍‌ ବୁହିଯାଉଛେ। ହେଲେ ଇତାର ମରାମତି ନାଇଁ କରବାର ଲାଗି ପାଇପ୍‌ ଭିତରକେ ଅସ୍‌କୁରା ପାଏନ୍‌ ପଶି ପାଏନ୍‌ ଦୂଷିତ ହେଉଛେ। ଏନ୍‌ତାଥି ଗଁାରେ ନାନା ରୋଗ୍‌ବେମାରି ବହପିବାର ଆଶଁକା ଦେଖାଦେଇଛେ। ଇଆଡ଼େ ଖରାଦିନ ମାଡ଼ି ଆସୁଥିଲାବେଲେ ଆଗ୍‌କେ ପାଏନ୍‌ ସମସିଆଟା ବେଶି ହେବା ବଲି ଝଲୋଝଲୋ ଦିଶୁଛେ। ଇ ବାବ୍‌ଦେ ଲାଠୋର ସରପଁଚ୍‌ ପ୍ରବୀଣ କୁମାର ଅଗ୍ରଓ୍ବାଲକୁଁ ପଚ୍‌ରାଲାରୁ ଯେନ୍‌ ଜାଗାମାନ୍‌କେ ପାଇପ୍‌ ଫାଟିଛେ ସେ ଜାଗାମାନ୍‌କେ ବହୁତ୍‌ ଜଲ୍‌ଦି ନୂତନ ପାଇପ୍‌ ଲଗାବାର ବେବସ୍‌ତା କରାଯିବା ବଲି ସେ କହିଛନ୍‌।


Enter your email to get our daily news in your inbox.

All Right Reserved By Dharitri.Com

ଶୀତରେ ଥରୁଛି ଦାରିଙ୍ଗବାଡି: ତୁଷାରପାତରେ… 

ଦାରିଙ୍ଗବାଡି, ୧୦।୧୨ (ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଏବେ ଅସହ୍ୟ ଜାଡ଼ । ତାପମାତ୍ରା ଦିନକୁ ଦିନ ହ୍ରାସ ପାଉଥିବା ବେଳେ ଏବେ...

କୁକୁର, ଗାଈ ନେଇ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ଚିଠି

ଭୁବନେଶ୍ୱର,୧୦।୧୨: ସବୁ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ଉଚ୍ଚଶିକ୍ଷା ବିଭାଗର ଚିଠି। କୁକୁର, ଗାଈ କଲେଜରେ ପ୍ରବେଶ ରୋକିବା ପାଇଁ ପଦକ୍ଷେପ ନେବାକୁ ଚିଠି ହୋଇଛି। କଲେଜରେ...

ବନ୍ଦ ଘରୁ ମିଳିଲା ଇଲେଟ୍ରିସିଆନଙ୍କ ଝୁଲନ୍ତା ମୃତଦେହ: ପୋଲିସ ପହଞ୍ଚି…

ବଲାଙ୍ଗୀର,୧୦।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଲୋୟର ସୁକତେଲ ମାଗୁର ବେଡ଼ା କଲୋନୀଠାରେ ଏକ ବନ୍ଦଘରେ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି l ଯୁବକ...

ଯୁକ୍ତ୨ ପରୀକ୍ଷା ସୂଚୀରେ ପରିବର୍ତ୍ତନ

ଭୁବନେଶ୍ୱର,୧୦।୧୨(ସୁଚିସ୍ମିତା ସାହୁ): ଯୁକ୍ତ୨ ପରୀକ୍ଷା ସୂଚୀରେ ସାମାନ୍ୟ ପରିବର୍ତ୍ତନ ହୋଇଛି। ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ପରିବର୍ତ୍ତିତ ସୂଚୀ ଅନୁଯାୟୀ, ମାର୍ଚ୍ଚ ୧୧ରେ ହେବାକୁ...

୧୮ ଦିନ ପୂର୍ବରୁ ସରିଲା ଶୀତ ଅଧିବେଶନ

ଭୁବନେଶ୍ୱର,୧୦।୧୨ (ରବିନାରାୟଣ ଜେନା): ସପ୍ତଦଶ ବିଧାନସଭାର ପଞ୍ଚମ ତଥା ଶୀତକାଳୀନ ଅଧିବେଶନ ୧୮ ଦିନ ପୂର୍ବରୁ ମଙ୍ଗଳବାର ଅପରାହ୍ନରେ ଶେଷ ହୋଇଛି। ଗୃହର କୌଣସି ସରକାରୀ...

୧୨ ଯାଏ ଥରିବ ଓଡ଼ିଶା: ଓ୍ବେଭ୍‌ ପାଇଁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୧୦।୧୨ (ବନ୍ଦନା ସେଠୀ): ପ୍ରବଳ ଶୀତରେ ଥରୁଛି ସାରା ଓଡ଼ିଶା। ଆହୁରି ୩ ଦିନ ପର୍ଯ୍ୟନ୍ତ ଶୀତ ଲହରି ବା କୋଲ୍ଡ ଓ୍ବେଭ୍‌ ଜାରି...

ଓଡ଼ିଶା ପାଇଁ କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ୪୫ ହଜାର କୋଟି ଟଙ୍କାର ରାସ୍ତା ପ୍ରକଳ୍ପକୁ ମଞ୍ଜୁରୀ

ନୂଆଦିଲ୍ଲୀ,୯।୧୨: ଓଡ଼ିଶାରେ ସଡ଼କ ପରିବହନ ଭିତ୍ତିଭୂମିର ବିକାଶ ପାଇଁ କେନ୍ଦ୍ର ସରକାର ଏକ ବୃହତ ପୁଞ୍ଜି ବିନିଯୋଗକୁ ଅନୁମୋଦନ କରିଛନ୍ତି। ରାଜ୍ୟ ପାଇଁ ମୋଟ ୪୪,୭୭୧...

୫ ବର୍ଷରେ ଦାଦନ ଖଟିବାକୁ ଯାଇ ରାଜ୍ୟ ବାହାରେ ପ୍ରାଣ ହରାଇଛନ୍ତି ୫୧୮ ଓଡ଼ିଆ

ଭୁବନେଶ୍ୱର,୯।୧୨: ଗତ ୨୦୨୧ ରୁ ୨୦୨୫ ନଭେମ୍ବର ସୁଦ୍ଧା ମଧ୍ୟରେ ରାଜ୍ୟ ତଥା ଦେଶ ବାହାରେ କାମ କରୁଥିବା ସମୟରେ ଓଡ଼ିଶାର ୫୧୮ ଜଣ ପ୍ରବାସୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri